-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ଦୁଷ୍କର୍ମ ଅଭିଯୁକ୍ତଙ୍କୁ ୨ଠ ବର୍ଷ ସଶ୍ରମ କାରାଦଣ୍ଡ

31-Aug-2022



ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗୀର ସଦର ପୋଲିସ ଅନ୍ତର୍ଗତ ଚନ୍ଦନଭାଟି  ଗ୍ରାମର ଜଣେ ୧୫ ବର୍ଷର ନାବାଳିକା  ବେବି ବଛା (ଛଦ୍ମନାମ) ଝିଅକୁ ସେହି ଗ୍ରାମର ବସନ୍ତ ବିଶି ପ୍ରେମ ଜାଲରେ ଫସାଇ ତାକୁ ବଲାଙ୍ଗୀର ଆଣି ସେଠାରୁ ଟ୍ରେନ୍‌ରେ ସୁଦୁର ରାଜକୋଟକୁ ନେଇ ସେଠାରେ ଝିଅର ଅନିଛା ସତ୍ତ୍ୱେ ବାରମ୍ବାର ତା ସହିତ ଦୁଷ୍କର୍ମ କରିଥିଲା । ନାବାଳିକାକୁ ନିଜ ସହିତ ସେଠାରେ ୬ ମାସ ପର୍ଯ୍ୟନ୍ତ ରଖି ଥଲା । ପରେ ନାବାଳିକା ଜଣକୁ ରାଜକୋଟରୁ ସମ୍ବଲପୁର ନେଉଥିବା ସମୟରେ ପୋଲିସ ଖବର ପାଇ ପୀଡିତା ଝିଅକୁ ଉଦ୍ଧାର କରିଥିଲା । ଝିଅ ର ପିତା ଗୋପବନ୍ଧୁ ବଛା ଙ୍କ ରିପୋର୍ଟକୁ  ଆଧାର କରି ବଲାଙ୍ଗିର ସଦର ପୋଲିସ  ଅଭିଯୁକ୍ତ ଙ୍କ ନାମରେ ଭାରତୀୟ ଦଣ୍ଡବିଧି ଆଇନ ଧାରା ୩୬୩,୩୬୬, ୩୭୬(୨) ଏବଂ  ଏବଂ ଦଫ ୬ ପୋକ୍‌ସୋ ଆକ୍ଟ ରେ କେସ ଦାୟର ହୋଇଥିଲା । ଗତ ୩୦.୦୮.୨୦୨୨ ଦିନ ବଲାଙ୍ଗିର ଫାଷ୍ଟ ଟ୍ରାକ୍ ସ୍ପେସିଆଲ ଜଜ୍ ବିରଞ୍ôଚ ନାରାୟଣ ମିଶ୍ର ୧୬ ଜଣ ସାକ୍ଷ୍ୟଙ୍କ ବୟାନ କୁ ଆଧାର କରି ଅଭିଯୁକ୍ତ ବସନ୍ତ ବିଶି ଙ୍କୁ ଦୋଷୀ ସାବ୍ୟସ୍ତ କରି ଧାରା ୬ ଫୋକ୍‌ସୋ ଆକ୍ଟ ରେ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୫୦ହଜାର ଟଙ୍କା ଜରିବାନା ଅନାଦେୟରେ ଆଉ ଦୁଇ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଏବଂ ଧାରା ୩୬୬ ରେ ୫ ବର୍ଷ ସଶ୍ରମ କାରାଦଣ୍ଡ ଓ ୧ଠ ହଜାର ଟଙ୍କା ଜୋରିବାନା ଏବଂ ଅନାଦେୟରେ ଆଉ ବର୍ଷେ  କାରାଦଣ୍ଡାଦେଶ ଶୁଣାଇଛନ୍ତି । ସରକାର ତଥା ପୀଡିତାଙ୍କ ପକ୍ଷରୁ ସ୍ୱତନ୍ତ୍ର ସରକାରୀ ଓକିଲ ଜୟରାମ ମିଶ୍ର କେସ୍ ଲଢୁଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like