-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ଟିକ୍ରାପଡ଼ା ଗାନ୍ଧି ପାଠାଗାର ରେ ଦୁର୍ଗାପୂଜା ପ୍ରସ୍ତୁତି ବୈଠକ l

31-Aug-2022



ବଲାଙ୍ଗିର (ପ୍ରେରଣା ଖବର): ଟିକ୍ରାପଡ଼ା ପୂଜା ମଣ୍ଡପ (ଗାନ୍ଧି ପାଠାଗାର ) ରେ ଚଳିତ ବର୍ଷ ମାଁ ଜଗତ ଜନନୀ ଦୂର୍ଗା ପୂଜା ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକ ପାଠାଗାର ସଭାପତି ପ୍ରକାଶ ନେପାକ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଚଳିତ ବର୍ଷ ଆୟୋଜକ କମିଟି ର ସଭାପତି ପ୍ରକାଶ ନେପାକ, ଉପସଭାପତି ସନ୍ତକ ବହିଦାର, ସମ୍ପାଦକ ପ୍ରଦିପ ସାହୁ, କୋଷାଧ୍ୟକ୍ଷ ଜିତେନ୍ଦ୍ର ନାଗ ମନୋନୀତ ହୋଇଥିଲେ l କମିଟି ର ସଭ୍ୟ ରୂପେ ଭଗବାନ ବଗର୍ତି, କୃଷ୍ଣ ପ୍ରସାଦ ମିଶ୍ର, ଜାସବୀର ସିଂ,ଚିତ୍ତରଞ୍ଜନ ସାହୁ, ଶିବେନ୍ଦ୍ର ସାହୁ, ରାଜେନ୍ଦ୍ର ପାଣି, ମାନl ଖାନ , ଟୁନା ହୋତା, ଋଆଜ଼ ଖାନ, ବାଦଲ ସାହୁ, ଅଜୁ ପଣ୍ଡା, ସଂଗ୍ରାମ ବହିଦାର, ଟୁନୁ ସାହୁ, ବାବୁ ଶ୍ରୀଚନ୍ଦନ, ପ୍ରବୀଣ ଦର୍ଜୀ, ପ୍ରମୋଦ ସାହୁ  ପ୍ରମୁଖ ସଭ୍ୟ ଅଛନ୍ତି l ବିଗତ ଦୁଇ ବର୍ଷ କରୋନା କଟକଣା ରେ ପୂଜା ହୋଇଥିବା ବେଳେ ଚଳିତ ବର୍ଷ ମହା ଆଡମ୍ବର ରେ ପୂଜା କରିବା ପାଇଁ ମତ ପ୍ରକାଶ ପାଇ ଥିଲା l ବରିଷ୍ଠ ସଭ୍ୟ ଶ୍ରୀ ନୀଳମଣି ମିଶ୍ର, ଅଶୋକ ଚାନ୍ଦ, ଅନୁ ବେହେରା,ରାଜେନ୍ଦ୍ର ମିଶ୍ର,  ବନମାଳୀ ମିଶ୍ର  ଦୂର୍ଗା ପୂଜା ରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ମତ ଦେଇଥିଲେ l ପାର୍ବଣ ଋତୁ ତଥା କାର୍ତ୍ତିକ, ମାର୍ଗଶିର ମାସ ଥିବା ବେଳେ ବଲାଙ୍ଗିର ପୌର ପରିଷଦ  ରାଣୀବନ୍ଧ ହୁଡ଼ା ରେ ଆବର୍ଜନା ଜମା କରି  ଦୁର୍ଗନ୍ଧମୟ ପରିବେଶ ସୃଷ୍ଟି କରୁଥିବାରୁ ଆସନ୍ତା ତିନି ଦିନ ଭିତରେ ରାଣୀବନ୍ଧ ର ସମସ୍ତ ରାସ୍ତା, ଗାଧୁଆ ତୁଠ, ବନ୍ଧ ହୁଡ଼ା ସଫା ନ କଲେ ପୌର ପରିଷଦ ଘେରାଓ କରିବା ସହ ଜିଲ୍ଲାପାଳ ଙ୍କ ଦୃଷ୍ଟି ଆକର୍ଷଣ କରାଯିବ ଏବଂ ଏହି ଅଂଚଳ ର ଜନସାଧାରଣ ଆନ୍ଦୋଳନାତ୍ମକ ଭୂମିକା ଗ୍ରହଣ କରାଯିବାକୁ ସିଦ୍ଧାନ୍ତ ଗ୍ରହଣ କରାଯାଇଥିଲା l ନୂତନ ଭାବେ ନିର୍ମିତ ସୁଲଭ ଶୌଚାଳୟ ରାଣୀ ବନ୍ଧ ତଥା ଜନସାଧାରଣ ରାସ୍ତା ଉପରେ ଦୁର୍ଗନ୍ଧମୟ ନର୍ଦମା ପାଣି ଛାଡୁଥିବାରୁ ମଧ୍ୟ ଉଦବେଗ ପ୍ରକାଶ ପାଇଥିଲା l ଆଗାମୀ ଦିନରେ ଏହି ଅଂଚଳ ର ନିବାସୀ ଙ୍କୁ ଏକଜୁଟ କରି ପ୍ରଶାସନ କୁ ଜଣାଇବା ପାଇଁ ସିଦ୍ଧାନ୍ତ ଗ୍ରହଣ କରାଗଲା lପାଠାଗାର ସଭ୍ୟ ଅନିଷ ସାହୁ, ବିଧୁ ଭୂଷଣ ତ୍ରିପାଠୀ, ପ୍ରମୋଦ ପ୍ରଧାନ , ଦିଲୀପ ସାହୁ, ନେପାଳ ମହାରଣା, ବିଶ୍ୱଜିତ ସାହୁ, ଧ୍ରୁବ ବେହେରା  ପ୍ରମୁଖ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ  ପରିଷେଶ ରେ ପାଠାଗାର ସଂପାଦକ ପ୍ରଦିପ ସାହୁ  ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like