-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||     

HOME   ଅପରାଧ

ଗଣେଶ ପୂଜା ବେଳେ ଗୋଷ୍ଠୀ ସଂଘର୍ଷ

01-Sep-2022



ବଲାଙ୍ଗିର (ପ୍ରେରଣା ଖବର) ଗଣେଶ ପୂଜା ବେଳେ ଗୋଷ୍ଠୀ ସଂଘର୍ଷ l ଏପରି କିଛି ଅଭାବନୀୟ ଘଟଣା  ଦେଖିବାକୁ ମିଳିଛି ବଲାଙ୍ଗିର ସହରରେ l ଗତକାଲି ରାତି ପ୍ରାୟ  ୧୦ଟା ସମୟରେ ବଲାଙ୍ଗିର ସହର ଶାନ୍ତି ପଡା ନିକଟସ୍ଥ ଖରସେଲ ପଡାରେ ଅନୁଷ୍ଠିତ ଗଣେଶ ପୂଜା ମେଢ଼ ନିକଟରେ ଦୁଇ ଗୋଷ୍ଠୀ ମଧ୍ୟରେ କଥା କଟାକଟି ଓ ପରେ ଝଗଡ଼ା ଉଗ୍ର ରୂପ ଧାରଣ କରିଥିଲା l  କାଲି ଝଗଡ଼ା ଚାଲିଥିବା ବେଳେ ମନl କରିବା ପାଇଁ ପୂଜା କମିଟିର ଜିତେନ୍ଦ୍ର ରାଓ ଘଟଣାସ୍ଥଳକୁ ଯିବା ବେଳେ ଜିତେନ୍ଦ୍ର କୁ ସମର୍ଥକ ଭାବି ଗୋଟିଏ ଗୋଷ୍ଠୀ ର ଯୁବକ ମାନେ ସଂଘବଦ୍ଧ ଆକ୍ରମଣ କରି ଲହୁଲୁହାଣ କରି ଦେଇଥିଲେ l ଜିତେନ୍ଦ୍ରଙ୍କୁ ରକ୍ତାକ୍ତ ଅବସ୍ଥାରେ ଏକ ଡ୍ରେନ୍ ରୁ ଉଦ୍ଧାର କରାଯାଇଥିଲା l ବଲାଙ୍ଗିର ପି ସି ଆର୍ ଆସି ଜିତେନ୍ଦ୍ର କୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜର ସର୍ଜରୀ ୱାର୍ଡ଼ ରେ ଭର୍ତି କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026

You Might Also Like