-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||     

HOME   ଜିଲ୍ଲା

ବରିଷ୍ଠନାଗରିକ ସଂଘ ତରଫରୁ କୋଦଳାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ

01-Sep-2022



 କୋଦଳା - ଗଞ୍ଜାମ ଜିଲ୍ଲା କୋଦଳା ପ୍ରଭୁ ଶ୍ରୀ ଦଣ୍ଡିଶ୍ୱରଙ୍କ ପ୍ରାଙ୍ଗଣରେ ୨୦୨୨ ଅଗଷ୍ଟ ୩୧ ନିଖିଲଭାରତ ସ୍ୱାୟତ୍ତଶାସନ ଦିବସ ମହାସମାରୋହ ରେ ପାଳନ ହୋଇଯାଇଛି । କୋଦଳା ବରିଷ୍ଠ ନାଗରିକ ସଂଘ ତରଫରୁ ଆୟୋଜିତ ଏହି କାର୍ଯ୍ୟକର୍ମ ରେ ସ୍ଥାନୀୟ ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ ମୁକ୍ଷ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ , ସମ୍ମାନିତ ଅତିଥିଭାବେ କୋଦଳା ଅତିରିକ୍ତ ତହସିଲଦାର ଅଶୋକ କୁମାର ତ୍ରିପାଠୀ , କୋଦଳାଥାନା ଏସ  ଆଇ ଆରତୀ ପରିଡ଼ା , କୋଦଳା ଗୋଷ୍ଠୀସ୍ବସ୍ଥ୍ୟ ଅଧିକାରୀ ଆଦିତ୍ୟ ପ୍ରସାଦ ସାହୁ , କୋଦଳା ବରିଷ୍ଠନାଗରିକ ସଂଘ ସଭାପତି ଏସ ସୂର୍ଯ୍ୟ ନାରାୟଣ ଦୋରା , ସମ୍ପାଦକ ପ୍ରକାଶ ଚନ୍ଦ୍ର ପାତ୍ର , କୋଦଳା ମହିଳା ବିଜେଡି ସଭାନେତ୍ରୀ ସୁନୀତା ରାଣୀ ପ୍ରଧାନ , ପ୍ରମୋଦ କୁମାର ପଣ୍ଡା ପ୍ରମୁଖ ଯୋଗଦେଇ ପ୍ରତିଯୋଗିତା ରେ କୃତିତ୍ୱ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରିବା ସାଙ୍ଗକୁ ଅଞ୍ଚଳ ରେ ବରିଷ୍ଟ କଳାକାର ଓ ବିଚାରକ ମାନଙ୍କୁ ସମ୍ମାନିତ କରିବାସହ ବିଜ୍ଞାପିତଅଞ୍ଚଳ ପରିଷଦର ପରିମଳ କାର୍ଯ୍ୟକର୍ତ୍ତାଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା।ବିଗତ ଦିନରେ ବିଭିନ୍ନ ପ୍ରତିଯୋଗିତା ରେ ଉତିତ୍ନ୍ନ ହୋଇଥିବା ସମସ୍ତ କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । କୋଦଳା ସହରର ଉନ୍ନତି ନିମନ୍ତେ ମୁଖ୍ୟଅତିଥି ମାହୋଦୟାଙ୍କ ଅଭିଭାଷଣ ସମସ୍ତଙ୍କ ମନରେ ଏକ ଆନନ୍ଦର ଲହରୀ ସୃଷ୍ଟି କରିଥିଲା । ଶେଷରେ ସାସ୍ନୁତ୍ରିକ କାର୍ଯ୍ୟକ୍ରମମାନ ଆୟୋଜିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ କୋଦଳା ସ୍ଵର୍ଣ୍ଣମୟୀ ଉଚ୍ଚ ବିଦ୍ୟାଳୟର  ଶିକ୍ଷୟତ୍ରୀ ଇପ୍ସୀତା ପ୍ରୀୟଦଶ୍ରନୀ ମଞ୍ଚପରିଚାଳନା କରିଥିବାବେଳେ ଏଥିରେ ମୁକ୍ଷ୍ୟ ପରିଚାଳକଭାବେ ଭଗବାନ ପାଢ଼ି କାର୍ଯ୍ୟଭାର ତୁଲାଇଥିଲେ । ତତ୍ସଙ୍ଗେ ସୂର୍ଯ୍ୟ ନାରାୟଣ ବଡୁ , ବନି ପ୍ରଧାନ , ସୁଦାମ ମାହାନ୍ତି , ମନୋରଞ୍ଜନ ଡାକୁଆ , ଜିତୁ ପ୍ରଧାନ , ଆଲୋକ ବାରିକ ପ୍ରମୁଖ ସହଯୋଗ କରିଥିଲେ
(ଗଞ୍ଜାମ ରୁ ଭଗବାନ ପାଢ଼ୀ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026

You Might Also Like