-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||     

HOME   ଜିଲ୍ଲା

କନ୍ଧମାଳରେ ରାଷ୍ଟ୍ରୀୟ ଡ୍ରାଇଭର ଦିବସ ପାଳିତ

01-Sep-2022



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ): ସମଗ୍ର ଦେଶରେ ସେପ୍ଟେମ୍ବର ୧ କୁ ରାଷ୍ଟ୍ରୀୟ ଡ୍ରାଇଭର ଦିବସ ଭାବରେ ପାଳନ କରା ଯାଉଛି। ଏହି ଅବସରରେ କନ୍ଧମାଳ ଜିଲା ଓଡିଶା ଡ୍ରାଇଭର ମହାସଂଘ ଫିରିଙ୍ଗିଆ ଶାଖା ତରଫରୁ ଡ୍ରାଇଭର ଦିବସ ପାଳିତ ହୋଇଯାଇଛି। ଓଡିଶା ଡ୍ରାଇଭର ମହାସଂଘ ଫିରିଙ୍ଗିଆ ଶାଖାର ସଭାପତି ସାମନ୍ତ କୁମାର ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମ ରେ ଫିରିଙ୍ଗିଆ ସରପଞ୍ଚ ଜଳନ୍ଧର କହଁର ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ। ଫିରିଙ୍ଗିଆ ବ୍ଲକର ଗୋଛାପଡା ଶାଖା ସହ ବ୍ଲକର ୨୪ଟି ପଞ୍ଚାୟତର ସମସ୍ତ ବର୍ଗର ଶତାଧିକ ଡ୍ରାଇଭର ଉପସ୍ଥିତ ଥିଲେ। ଏହି ଅବସରରେ ଫିରିଙ୍ଗିଆ ଗାୟତ୍ରୀ ମନ୍ଦିର ଠାରୁ ଏକ ବିରାଟ ସଚେତନତା ଶୋଭାଯାତ୍ରା ସହର ପରିକ୍ରମା କରିବା ସହ ଜନସାଧାରଣ ଙ୍କୁ ଡ୍ରାଇଭର ମାନେ ସଚେତନତା କରିଥିଲେ। ଏହାସହ ଫୁଲବାଣୀ ବାଲିଗୁଡା ମୁଖ୍ୟରାସ୍ତାର ବ୍ଲକ ଛକ ନିକଟରେ ରାସ୍ତାରେ ଯିବା ଆସିବା କରୁଥୁବା ଯାନବାହନ ଗୁଡ଼ିକୁ ସଚେତନତା ପତ୍ରିକା ଦେବା ସହ ଡ୍ରାଇଭର ମାନଙ୍କୁ ମଧ୍ୟ ସଚେତନ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ଫିରିଙ୍ଗିଆ ଶାଖାର ଉପସଭାପତି ବଂଶୀଧର ସାହୁ, ସମ୍ପାଦକ ସୌମିନ କୁମାର ମିଶ୍ରଙ୍କ ସହ ଅନ୍ୟ କର୍ମକର୍ତ୍ତାମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026

You Might Also Like