-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

କୁତମୁଣ୍ଡା ଗ୍ରାମରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ

02-Sep-2022



ପାଟଣାଗଡ଼,(ସଚ୍ଚିଦାନନ୍ଦ ମହାକୁର) : ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଉପଲକ୍ଷେ ବଲାଙ୍ଗିର ଜିଲ୍ଲା ପାଟଣାଗଡ ବ୍ଲକ ଅନ୍ତର୍ଗତ କୁତମୁଣ୍ଡା ଗ୍ରାମର ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଲକ୍ଷ୍ମଣ ମେହେର ଏସ୍‌ଡିଓ(ବିଏସ୍‌ଏନ୍‌ଏଲ୍‌) ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ମୁଖ୍ୟ ବକ୍ତା ଭାବେ ସମ୍ବଲପୁର ଆଇଆଇସି ସୌଦାମିନି ନାଗ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଭଗବାନ ମେହେର ସ୍ୱାଗତ ଭାଷଣ ଦେଇଥିବା ବେଳେ ଏଥିରେ ଗ୍ରାମର ପୂର୍ବତନ ସରପଞ୍ଚ ବନମାଳୀ ମେହେର, ଗୌନ୍ତିଆ ନରେନ୍ଦ୍ର ମେହେର, ପ୍ରଶାନ୍ତ ସାହୁ, ଡିଲେଶ୍ଵର ମୁଣ୍ଡା, ପ୍ରହଲ୍ଲାଦ କୁମ୍ଭାର, ଭଜରାଜ ଖୁଟଲା, ନରେଶ ଛତର, ଅମିତ ମେହେର, ସୁଆଧିନ ଦେହୁରୀ, ପର୍ହଲାଦ ଚନ୍ଦନ, ପରାଧିନ

ଦେହେରୀ, ସୁଷିଳ ମେହେର, ଗୋବିନ୍ଦ ଦେହୁରୀ, ମନୋଜ ମେହେର, ବିକାଶ ଥପା, ରବି ନାଗ, ସୁନୀଳ ମେହେର, ସୁରେସ ଧରୁଆ, ବିଜୁ ଦେହେରୀ, ଅନୁଷ୍ଠାନର ସଭାପତି ସଞ୍ଜୀବ ମେହେର ଓ ସମ୍ପାଦକ ଭେଲାରାମ କୁମ୍ଭାର ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ଉକ୍ତ ଗ୍ରାମର ଚୌକିଦାର ରୋହିତ କୁମ୍ଭାର, ଝାଙ୍କର ମକରଧ୍ୱଜ ବରିହା ଓ କରକେରୁ ବରିହା ଏବଂ ସକାଳ ଖବରକାଗଜର ଭଇଁଷା ପ୍ରତିନିଧି ସଚ୍ଚିଦାନନ୍ଦ ମହାକୁର (ସୁବ୍ରତ)ଙ୍କୁ ଉପଢୌକନ ଓ ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା । ଏହି ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମରେ ଗ୍ରାମର ଛୋଟ ଛୋଟ ଛାତ୍ରଛାତ୍ରୀମାନଙ୍କୁ ନେଇ ପୂର୍ବରୁ ହୋଇଥିବା ବିଭିନ୍ନ ପ୍ରତିଯୋଗିତା ପାଇଁ ସେମାନଙ୍କୁ ପୁରସ୍କୃତ କରାଯାଇଥିଲା । ପରିଶେଷରେ ବିଭିନ୍ନ ଅଞ୍ଚଳରୁ ଆସିଥିବା କଳାକାରମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like