-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡ଼ିଶା ର ମହାନ ଭାଇଚାରା ର ପର୍ବରେ ମୋର ବିଜେପୁରବାସୀ ଙ୍କୁ ନୂଆଁଖାଇର୍ ଜୁହାର:-ମନ୍ତ୍ରୀ ରୀତା ସାହୁ

03-Sep-2022



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ର ୬ ନଂ ୱାର୍ଡ ଠାରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ରେ ଓଡ଼ିଶା ର ମାନ୍ୟବର ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ,ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ର ଅଧ୍ୟକ୍ଷା ଶ୍ରୀମତୀ ସୀତା ବାରିକ,ଉପାଧ୍ୟକ୍ଷ ଉମାକାନ୍ତ ବେସନ,ବିଜେପୁର ବ୍ଳକ ଅଧ୍ୟକ୍ଷ ଶ୍ରୀମାନ ମୋତିରାମ ସାହୁ,ପୂର୍ବତନ ବ୍ଳକ ଅଧ୍ୟକ୍ଷା ଶ୍ରୀମତୀ ରାଜକୁମାରୀ ମହାପାତ୍ର,ବିଜୁ ଜନତା ଦଳ ର ମହିଳା ନେତ୍ରୀ ଶ୍ରୀମତୀ ରଙ୍ଗିନୀ ମହାନା ଅତିଥି ଭାବେ ଯୋଗଦାନ କରି ପଶ୍ଚିମାଞ୍ଚଳ

ର ମହାନ ଭାଇଚାରା ର ପର୍ବ ଉପରେ ନିଜନିଜ ବକ୍ତବ୍ୟ ପ୍ରଦାନ କରିଥିଲେ ।ଏ ଅବସରରେ ବିଜ୍ଞାପିତ ଅଞ୍ଚଳ ପରିଷଦ ର କାଉନସିଲର  ଦିପକ ପାଣିଗ୍ରାହୀ,ବାବୁଲୁ ପଧାନ,ହରି ବିଶ୍ୱାଳ,ରାଜୁ ଅଦାବର,ସମାରୀ ମେହେର,ପଦ୍ମିନୀ ଲୁହା,ଇଲାବତୀ ପଧାନ,ହରିପ୍ରୀୟା ଭୋଇ,ସୁଦେବୀ ଭୂଏ ଙ୍କ ସହ ବିଜୁ ଜନତା ଦଳର ଯୁବନେତା ଆନନ୍ଦ ଖମାରୀ, ବିଜୁ ଛାତ୍ର ଜନତା ଦଳର ଏନ.ଏ.ସି ସଭାପତି ସୈାମ୍ୟରଞ୍ଜନ ସାହୁ, ଉପସଭାପତି ତୁଷାର ପ୍ରଧାନ,ସୁଜିତ ଭୁସାଗର,ଆଶୁତୋଷ ମାହାଣା,ମଧୁ ଖମାରୀ,ସୁବାଷ ଛୁରା,ଅଶ୍ୱିନୀ ମାହାଣା ପ୍ରମୁଖ ଖୁବ୍ ଆନନ୍ଦ ଉଲ୍ଲାସ ମଧ୍ୟରେ ଉପସ୍ଥିତ ଜନତା ଙ୍କ ସହ ଜୁହାର ଭେଟ କାର୍ଯ୍ୟକ୍ରମ ରେ ସାମିଲ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026

You Might Also Like