-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||     

HOME   ଜିଲ୍ଲା

ବୈତାଳି କ୍ଲଷ୍ଟରରେ ଛାତ୍ରଛାତ୍ରୀଙ୍କ "ଏକାଗ୍ରତା ବୃଦ୍ଧି" କାର୍ଯ୍ୟକ୍ରମ

03-Sep-2022



ବରଗଡ:-ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ବୈତାଳି କ୍ଲଷ୍ଟର ସିଆରସିସି ଦିବସ କୁମାର ସାହୁଙ୍କ ତତ୍ତ୍ୱାବଧାନରେ କ୍ଲଷ୍ଟରର ସମସ୍ତ ବିଦ୍ୟାଳୟରେ ସରକାରୀ ମାର୍ଗଦର୍ଶିକା ଅନୁଯାୟୀ ଏକାଗ୍ରତା ବୃଦ୍ଧି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ସରକାରୀ ନିୟମାବଳୀ ଅନୁଯାୟୀ ସେପ୍ଟେମ୍ବର ମାସର ଆଲୋଚନାର ବିଷୟ ବସ୍ତୁ ହେଉଛି " ଏକାଗ୍ରତା ବୃଦ୍ଧି " ଏହି ଆଲୋଚନାଟି ସମସ୍ତ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପିଲାମାନଙ୍କ ସହିତ ଆଲୋଚନା କରାଯିବାର ନିର୍ଦ୍ଦେଶ ରହିଛି ।ଛାତ୍ରଛାତ୍ରୀ ମାନଙ୍କ ଏକାଗ୍ରତା ବୃଦ୍ଧି ନିମନ୍ତେ ଏହି ଆଲୋଚନା ଟିକୁ ପ୍ରଥମ ଓ ତୃତୀୟ ଶନିବାର ଦିନ ଶ୍ରେଣୀ ଅନୁଯାୟୀ

କରାଯିବ । ଶନିବାର ଦିନ ଶେଷ ପିରିୟଡରେ ଏହି ଆଲୋଚନା କରାଯିବାପାଇଁ ନିଶ୍ଚିତ୍ତ କରାଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିକ୍ଷୟତ୍ରୀ ବିଦ୍ୟାଳୟରେ ଉପସ୍ଥିତ ପ୍ରତ୍ୟେକ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ସହିତ ବିଷୟଟିକୁ ଆଲୋଚନା କରି ପ୍ରତ୍ୟେକଙ୍କୁ ଗୋଟିଏ ଗୋଟିଏ ଶ୍ରେଣୀର ଦାୟିତ୍ବ ଦେବେ। ଶ୍ରେଣୀ ଅନୁସାରେ ଶିକ୍ଷକ / ଶିକ୍ଷୟତ୍ରୀଙ୍କ ସଂଖ୍ୟା କମ ଥିଲେ କାର୍ଯ୍ୟ କ୍ରମଟିକୁ ଦୁଇ ଦିନ ମଧ୍ୟରେ ସବୁ ଶ୍ରେଣୀରେ ଆଲୋଚନା କରିବାର ବ୍ୟବସ୍ଥା କରିବେ । ଅର୍ଥାତ : ଗୋଟିଏ ସ୍କୁଲରେ ଛଟା ଶ୍ରେଣୀକୁ ତିନୋଟି ଶିକ୍ଷକ । ତା ହେଲେ ତିନୋଟି ଶ୍ରେଣୀରେ ପ୍ରଥମ ଶନିବାର ଓ ଆଉ ତିନୋଟି ଶ୍ରେଣୀରେ ତୃତୀୟ ଶନିବାର ଦିନ ଆଲୋଚନା କରିବେ । ଗୋଟିଏ ଶ୍ରେଣୀରେ ଜଣେ ଶିକ୍ଷକ / ଶିକ୍ଷୟତ୍ରୀ ଆଲୋଚନା କରିବେ । ଆଲୋଚନାର ବିଷୟ ବସ୍ତୁ ପ୍ରସ୍ତୁତ କରାଯାଇ ଏଥ୍‌ ସହିତ ସଂଲଗ୍ନ କରାଗଲା ।ଜିଲ୍ଲାରେ ଥିବା ହେଲ୍ପଲାଇନର ନୋଡାଲ ଅଫିସର ଆବଶ୍ୟକତା ଅନୁଯାୟୀ ବିଷୟବସ୍ତୁ ଓ ନିୟମାବଳୀ କୁ ପ୍ରତ୍ୟେକ ବିଦ୍ୟାଳୟରେ ପହଞ୍ଚାଇବାର ବ୍ୟବସ୍ଥା କରିବେ । କାର୍ଯ୍ୟକ୍ରମର ନାମ , ଶ୍ରେଣୀ , ତାରିଖ ଓ ବିଦ୍ୟାଳୟର ନାମ ବ୍ଲାକବୋର୍ଡରେ ବଡ ଅକ୍ଷରରେ ଲିଖାଯିବା ବ୍ୟବସ୍ଥା ରହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026

You Might Also Like