-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ନୁଆଁଖାଇରେ ଏକାଠି ହେଲେ ବୌଦ୍ଧ ଵାଦିକଟା ଗାଁ ରଥ ପରିବାର ର ଶହେ ସଦସ୍ୟ- ସମାଜକୁ ଭିନ୍ନ ବାର୍ତ୍ତା ଦେଲେ

03-Sep-2022



ବୌଦ୍ଧ (ପ୍ରେରଣା ଖବର ବ୍ୟୁରୋ) ବୌଦ୍ଧ ଜ଼ିଲ୍ଲାର ବାଦୀକଟା ଗାଁ ର ଊଚ୍ଚଶିକ୍ଷିତ ରଥ ପରିବାର ଏ ବର୍ଷ ନୁଆଁଖାଇ  ପର୍ବରେ  ଶହେରୁ ଉର୍ଦ୍ଧ୍ୱ ସଭ୍ୟ (ଚାରି ପିଢୀ)  ଏକାଠି ନବାର୍ଣ୍ଣ ଭକ୍ଷଣ କରି ସମାଜକୁ ଏକ ଭିନ୍ନବାର୍ତ୍ତା ପ୍ରଦାନ କରି ଭାଇଚାରାର ଉଦାହରଣ ସାଜିଛନ୍ତି l ଆଗାମୀ ପିଢୀକୁ ଏକତା ସୂତ୍ରରେ ବାନ୍ଧି ରଖିବାକୁ ଓ ସୁଖ ଶାନ୍ତି ସମୃଦ୍ଧି ଆତ୍ମବିଶ୍ୱାସର ସହ ନିଜ ପରିବାର ଓ ସମାଜକୁ ସୁରକ୍ଷିତ ରଖିବାର ଏହା ହେଉଛି ଏକ ଉତ୍କୃଷ୍ଟ ମାଧ୍ୟମ ଓ ଆଗାମୀ ପିଢୀକୁ ଏହା ଏକ ଭଲ ବାର୍ତ୍ତା ବୋଲି ପରିବାରର ବରିଷ୍ଠ ସଦସ୍ୟ ପ୍ରାକ୍ତନ କଲେଜ ଅଧ୍ୟକ୍ଷ ପ୍ରଫୁଲ୍ଲ ରଥ ପ୍ରକାଶ କରିଛନ୍ତି l ସମସ୍ତେ ଗାଁ ର ଇଷ୍ଠଦେବୀ ମା  କନ୍ଧେନ ବୁଢ଼ୀଙ୍କ ଠାରେ ରୀତି ନୀତିରେ ପୂଜାଵିଧି  ନବାର୍ଣ୍ଣ ଲାଗି ହେବା ପରେ ଗାଁ 

ସାରା ଜଗତର କଲ୍ୟାଣ ପାଇଁ ପ୍ରାର୍ଥନା କରିଥିଲେ l ସମସ୍ତେ ନବାର୍ଣ୍ଣ ଭକ୍ଷଣ ପରେ ଜୁହାରଭେଟର ପରମ୍ପରା ଆରମ୍ଭ କରି ସନ୍ଧ୍ୟାରେ ପୁଣି ଛୁଆ ପିଲାଙ୍କ ସହିତ ସାଂସ୍କୃତିକ ଓ ଖେଳକୁଦ କାର୍ଯ୍ୟକ୍ରମ ପରିବେଷଣ କରି ନିଜେ ମଜା ନେଇ ଗ୍ରାମବାସୀ ଙ୍କୁମଧ୍ୟ ଖୁସି ବାଣ୍ଟି ଥିଲେ l କିଏ ବ୍ଲକ ଶିକ୍ଷାଧିକାରୀ ଥିଲେ l କିଏ ଇଞ୍ଜିନିୟର ତ କିଏ କଲେଜ ଅଧ୍ୟକ୍ଷ, ତ କିଏ ବ୍ଲକ ଅଧ୍ୟକ୍ଷ, ପୁଣି ଅନେକ ଶିକ୍ଷକ, ଶିକ୍ଷୟିତ୍ରୀ, ସମସ୍ତେ ଊଚ୍ଚଶିକ୍ଷିତ ଅଟନ୍ତି l ଛୁଆ ପିଲା ସବୁ କେତେ ଜଣ ମେଡିକାଲ ତ ଆଉ କିଏ  ଲ ପ୍ରାକ୍ଟିସ, କିଏ ସଂଗୀତ ଉପରେ ଗବେଷଣା ତ ଆଉ କେତେଜଣ ସଫ୍ଟୱେର ଇଞ୍ଜିନିୟର ଭାବେ ଓଡିଶା ଓ ଦେଶ ବାହାରେ କାର୍ଯ୍ୟରତ l ଯିଏ ହେଉଠିଁ ଥିଲେ ବି ସମସ୍ତେ ବର୍ଷ କୁ ଥରେ ଏଇ ପର୍ବରେ ଏକାଠି ସାମିଲ ହୋଇ ଭିନ୍ନ ଭିନ୍ନ ଖାଦ୍ୟ ଓ କାର୍ଯ୍ୟକ୍ରମର ମଜା ନିଅନ୍ତି l ଠିକ ସେହିପରି ମନମୁଣ୍ଡା ପଞ୍ଚାୟତ ର କାପାସିରl ଗାଁ ର ପଧାନ ପରିବାରର ୬୦ ରୁ ଉର୍ଦ୍ଧ୍ୱ ସଦସ୍ୟ ଏକାଠି ମିଶି ଏହି ପର୍ବକୁ ଆନନ୍ଦ ଉଲ୍ଲାସର ସହ ପାଳନ କରି ଗାଁ ଓ ଏ ଅଂଚଳ ପାଇଁ ଭାଇଚାରାର ଉଦାହରଣ ସାଜିଛନ୍ତି l ପରିବାରର ବରିଷ୍ଠ ସଭ୍ୟ ରୋହିତ କୁମାର ପଧାନ ଓ ବାଞ୍ଛାନିଧି ପଧାନଙ୍କ ନେତୃତ୍ୱରେ ଦୀର୍ଘ ବର୍ଷରୁ ସମସ୍ତେ ଏକାଠି ହୋଇ ନୁଆଁ ଖାଇବାର ଦେଖିବାକୁ ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like