-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗିର ସିଭିଲ କୋର୍ଟ ବରିଷ୍ଠ ଷ୍ଟେନୋ ସ୍ବର୍ଗତ ଆଲୋକ ସାହୁ ଙ୍କ ବିୟୋଗରେ ଶୋକସଭା

03-Sep-2022



ବଲାଙ୍ଗିର (ପ୍ରେରଣା ଖାବର) ଆଜି ସ୍ଥାନୀୟ ସିଭିଲ କୋର୍ଟ ପରିସରରେ କଣ୍ଟାବାଞ୍ଜି ସବ ଜଜ କୋର୍ଟ ରେ କାର୍ଯ୍ୟରତ ବରିଷ୍ଠ ଷ୍ଟେନୋ ଆଲୋକ ସାହୁ ଙ୍କ ଗତ କାଲି ରାତି ରେ ଅକାଳ ବିୟୋଗରେ ଏକ ଶୋକ ସଭା ବଲାଙ୍ଗିର ଵିଚାର ବିଭାଗୀୟ କର୍ମଚାରୀ ସଂଘ ତରଫରୁ  ଆୟୋଜନ କରାଯାଇଥିଲା l ଉକ୍ତ ଶୋକ ସଭାରେ ବଲାଙ୍ଗିର ଜିଲ୍ଲା ଦୌରା ଜଜ ଶ୍ରୀ ଲଲାଟେନ୍ଦୁ ଜେନା ତଥା ସମସ୍ତ ଵିଚାର ବିଭାଗୀୟ ଅଧିକାରୀ ଏବଂ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ l ସ୍ବର୍ଗତ ସାହୁଙ୍କ ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା l ସଂଘର ସଭାପତି ପ୍ରକାଶ କୁମାର ନେପାକ  ସଭା ସଂଯୋଜନା କରି ଅମର ଆତ୍ମା ର ସଦଗତି କାମନା କରିଥିଲେ l ଜିଲ୍ଲା ଦୌରା ଜଜ ସ୍ବର୍ଗତ ଆଲୋକ ସାହୁଙ୍କ ଶୋକ ସନ୍ତପ୍ତ  ପରିବାର ପରିବାର ବର୍ଗ ଙ୍କୁ ଶାନ୍ତନା ଦେବା ସହ ତାଙ୍କର ସମସ୍ତ ସରକାରୀ ଦେୟ ପ୍ରଦାନ କରାଯିବାକୁ ପଦକ୍ଷେପ ନିଆଯିବl ପାଇଁ ପ୍ରତିଶୃତି ଦେଇଥିଲେ l ସଂଘ ସମ୍ପାଦକ ଆଶିଷ ଥାନାପତି, ଜିଲ୍ଲା କୋର୍ଟ ସିରସ୍ତାଦର ରାଜେନ୍ଦ୍ର ଦାସ, ହେଡ କ୍ଲର୍କ ଦଧିବାବନ ଶତପଥି, ଜ୍ୟୋତି ବେଜ, ଯୁଗ୍ମ ସମ୍ପାଦକ ଶ୍ରଦ୍ଧାଞ୍ଜଳି ମେହେର, କୋଷାଧକ୍ଷ ଆକାଶ ତ୍ରିପାଠି ପ୍ରମୁଖ ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026

You Might Also Like