-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ବିଧାନସଭା ନିର୍ବାଚନ ମଣ୍ଡଳୀରେ ରଞ୍ଜୁ ରାଏମନଙ୍କୁ ଜୋରଦାର ସ୍ୱାଗତ

04-Sep-2022



ଲୋଇସିଂହା/ଆଗଲପୁର(ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବିଧାନସଭା ନିର୍ବାଚନ ମଣ୍ଡଳୀର ସୁଖ ଦୁଃଖର ସାଥି ତଥା ମହିଳା ବିଜୁ ଜନତା ଦଳର ରାଜ୍ୟ ସମ୍ପାଦିକା ରଞ୍ଜୁ ରାଏମନଙ୍କୁ ନିଜ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଜୋରଦାର ସ୍ୱାଗତ କରିଛନ୍ତି  l ବିଜୁ ଜନତା ଦଳ ତରଫରୁ ତାଙ୍କୁ ମହିଳା ବିଜୁ ଜନତା ଦଳର ରାଜ୍ୟ ସମ୍ପାଦିକା ଭଳି ଗୁରୁ ଦାୟିତ୍ଵ ମିଳିବା ପରେ ଲୋଇସିଂହା ଅଞ୍ଚଳ ଆନନ୍ଦର ଲହରୀ ଖେଳି ଯାଇଛି l ଗତକାଲି ଉପରବାହାଲ ପଂଚାୟତ ଅଧିନସ୍ତ ଫଟାମୁଣ୍ଡା ଗ୍ରାମରେ ରଞ୍ଜୁ ରାଏମନ

ପହଞ୍ଚିବା ପରେ ତାଙ୍କୁ ପାରମ୍ପlରିକ ବାଦ୍ୟଯନ୍ତ୍ର ବଜାଇ ଲୋକେ ଜୋରଦାର ସ୍ୱାଗତ କରିଥିଲେ l ପରେ ମହୁଲପାଳି ଗ୍ରାମକୁ ଯାଇ ସେଠାରେ ମହିଳା ନେତ୍ରୀ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଯୋଗଦାନ କରି ଲୋକଙ୍କ ସହ ସିଧା ସଳଖ ସୁଖ ଦୁଃଖ ପଚାରି କଥାବାର୍ତ୍ତା କରିଥିଲେ, ମୁଖ୍ୟତଃ ଲୋକେ ଚାଷର ଉନ୍ନତି ପାଇଁ ପାଣି ସମସ୍ୟାର ସମାଧାନ ଉପରେ ଆଲୋଚନା କରିଥିଲେ l ରଞ୍ଜୁ ରାଏମନ ଲୋକଙ୍କୁ କଥା ଦେଇଛନ୍ତି ଯେ ମନ୍ତ୍ରୀଙ୍କ ସହ ଏ ବିଷୟକୁ ନେଇ ବାର୍ତାଳାପ

କରି ଏ ଅଂଚଳରେ ମେଗା ପ୍ରୋଜେକ୍ଟ କେମିତି ହୋଇପାରିବ ଲୋକଙ୍କୁ ପ୍ରତିଶୃତି ଦେଇଛନ୍ତି  l ମେଗା ପ୍ରୋଜେକ୍ଟ ହେଲେ ଉପରବାହାଲ ପଂଚାୟତ ସହ ଆଖପାଖ ୪ ଟି ପଂଚାୟତର ଚାଷୀ ମଧ୍ୟ ଉପକୃତ ହେବେ ବୋଲି ଲୋକଙ୍କୁ ଭରସା ଦେଇଛନ୍ତି l ଲୋଇସିଂହା ବିଧାନସଭା ନିର୍ବାଚନ ମଣ୍ଡଳୀର ଜଣେ ଟାଣୁଆ ମହିଳା ନେତ୍ରୀ ଭାବରେ ବେଶ ପରିଚିତ ରଞ୍ଜୁ ରାଏମନ l ଯେହେତୁ ତାଙ୍କୁ ଦଳ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ପ୍ରଦାନ କରିଛି  ସେ ତାଙ୍କ ଦାୟିତ୍ଵକୁ ସୁଚାରୁ ରୁପେ ପୁରଣ କରିବେ ବୋଲି ରଞ୍ଜୁ ରାଏମନ ତାଙ୍କ ପ୍ରତକ୍ରିୟାରେ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026

You Might Also Like