-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   (15-May-2026)       ||      ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   (15-May-2026)       ||      ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||     

HOME   ଜିଲ୍ଲା

ନୂଆଁଖାଇ ଭେଟଘାଟ ଅନୁଷ୍ଠିତ

04-Sep-2022



ବରଗଡ:-ନୂଆଁଖାଇ ପଶ୍ଚିମାଞ୍ଚଳ ର ଏକ କୃଷିଭିତ୍ତିକ ଭାଇଚାରା ର ଏକ ନିଆରା ପର୍ବ ଭାବେ ବେଶ ପରିଚିତ ।ଇତି ମଧ୍ୟରେ ନୂଆଁଖାଇ ଦିନ କୁ ଅତି ଆନନ୍ଦ ଉଲ୍ଲାସ ରେ ପାଳନ ହୋଇଯାଇଛି ।ପ୍ରାରମ୍ଭ ମାଁ ସମଲେଶ୍ୱରୀ,ମାଁ ସୁରେଶ୍ଵରୀ,ମାଁ ମାଣିକେଶ୍ବରୀ ଙ୍କ ଠାରେ ଭୋଗ ଲାଗି ସମୟ ନିର୍ଘଣ୍ଟ ରେ ସମସ୍ତେ ନିଜନିଜ ଘରେ ନିଜ ଆରାଧ୍ୟ ଦେବୀ ଙ୍କ ଠାରେ ଭୋଗ

ଲାଗି କରନ୍ତି ।ନୂଆଁଖାଇ ପରେ ଦିର୍ଘ ୭ ଦିନ ବ୍ୟାପି ନୂଆଁଖାଇ ଭେଟଘାଟ  କାର୍ଯ୍ୟକ୍ରମ ଗ୍ରାମ ମାନଙ୍କୁ ଅନୁଷ୍ଠିତ ହୋଇଥାଏ ।ଏ ଅବସରରେ ବରଗଡ ଜିଲ୍ଲା ପାଇକମାଲ ବ୍ଳକ ଅଧିନସ୍ଥ ଭୁବନେଶ୍ୱରପୁର ଗ୍ରାମ ଠାରେ ପ୍ରେଣ୍ଡସ୍ କ୍ଳବ ଆନୁକୂଲ୍ୟରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅତି ଆଡମ୍ବର ସହିତ ଆନନ୍ଦ ଉଲ୍ଲାସର ରେ ଅନୁଷ୍ଠିତ ହୋଇ ଯାଇଛି ।ଏକ୍ରମ ରେ ପାଇକମାଲ ବିଜୁ ଯୁବ ଜନତା ଦଳର ସଭାପତି ଶ୍ରୀମାନ ଗୈାତମ ସିଂ ମୁଖ୍ୟଅତିଥି ଭାବେ ଯୋଗଦାନ ଦେଇ ଗ୍ରାମବାସୀ ଙ୍କୁ ଉତ୍ସାହିତ କରିଥିଲେ ।ଏ ପରିପ୍ରେକ୍ଷୀରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହୋଇଥିଲା ।ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଭାଗନେଇଥିବା ବିଜୟୀ ମାନଙ୍କୁ ଶେଷରେ ମୁଖ୍ୟଅତିଥି ଶ୍ରୀମାନ ସିଂ ପୁରସ୍କାର ବିତରଣ କରିଥିଲେ ।ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱରପୁର ଗ୍ରାମପଞ୍ଚାୟତ ସରପଞ୍ଚ,ସମିତି ସଭ୍ୟ ତଥା ବିଜୁ ଜନତାଦଳ ର ବରିଷ୍ଠ କର୍ମୀ ସଂକିର୍ତ୍ତନ ପ୍ରଧାନ,ଉଗ୍ରେସନ ସାହୁ ପ୍ରମୁଖ ମଧ୍ୟ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ରେ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   15-May-2026
  ଜିଲ୍ଲା  
ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   15-May-2026
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026

You Might Also Like