-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||     

HOME   ଜିଲ୍ଲା

ବୈଷୟିକ ଶିକ୍ଷା ର ବିନିମୟ ପାଇଁ ଏମ୍ ଓ ୟୁ ସ୍ଵାକ୍ଷର କଲେ ଟିଟିଲାଗଡ଼ର ଡି ଏ ଭି କଲେଜ ଓ ବଲାଙ୍ଗିର ର ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟ

04-Sep-2022



ବଲାଙ୍ଗିର (ପ୍ରେରଣା ଖବର) : ଡି.ଏ.ଭି.(ସ୍ଵଂୟଶାସିତ) ମହାବିଦ୍ୟାଳୟ, ଟିଟିଲାଗଡ଼ ଏବଂ ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟ,  ବଲାଙ୍ଗୀର ମଧ୍ୟରେ ଉଚ୍ଚ ଶିକ୍ଷାର ଆଦାନ ପ୍ରଦାନ ତଥା ବୈଷୟିକ ଶିକ୍ଷାର ବିନିମୟ ପାଇଁ ବୁଝାମଣା ପତ୍ର ( ଏମ୍ ଓ ୟୁ) ସ୍ବାକ୍ଷରିତ ହୋଇଛି I ଡିି. ଏ. ଭି .( ସ୍ଵୟଂ ଶାସିତ) ମହାବିଦ୍ୟାଳୟର ଅଧ୍ୟକ୍ଷ ମେଜର ଡକ୍ଟର ମଧୁସୂଦନ ମିଶ୍ର ଏବଂ ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟର ଡାଇରେକ୍ଟର ପ୍ରଦୀପ ଷଡ଼ଙ୍ଗୀ ଆଜି ବଲାଙ୍ଗୀର ଠାରେ ଏହି ଚୁକ୍ତିନାମା ରେ ସ୍ୱାକ୍ଷର କରିଛନ୍ତି I ଉଭୟ ଶିକ୍ଷାନୁଷ୍ଠାନ ପାଇଁ ଏହା ଶିକ୍ଷା ଏବଂ ଗବେଷଣା ପାଇଁ ସହଯୋଗୀ ହେବା ସହିତ ନାକ୍ ମାନ୍ୟତା ପାଇଁ ମଧ୍ଯ ସହଯୋଗୀ ହେବ ବୋଲି ଉଭୟ ପକ୍ଷ ରୁ କୁହା ଯାଇଛି I ଏହି ବୁଝାମଣା ପତ୍ର ଯୋଗୁଁ ଡି.ଏ.ଭି . କଲେଜ ଟିଟିଲାଗଡ଼ର ଅଧ୍ୟାପକ ସାମୟିକ ଭାବରେ ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟ ରେ ଏବଂ ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟ ର ଅଧ୍ୟାପକ ସାମୟିକ ଭାବରେ ଡି. ଏ. ଭି . କଲେଜରେ କ୍ଲାସ ନେଇ ପାରିବେ I ସେହିପରି ଛାତ୍ରଛାତ୍ରୀ ମାନେ ମଧ୍ୟ ଉଭୟ ଶିକ୍ଷାନୁଷ୍ଠନରୁ ସାମୟିକ ଭାବେ ଶିକ୍ଷା ଗ୍ରହଣ କରି ପାରିବେ I ଅଣଶିକ୍ଷକ କର୍ମଚାରୀ, ଅଫିସ୍ ଷ୍ଟାଫ୍ ମାନେ ମଧ୍ୟ ଅଫିସ୍ ମ୍ୟାନେଜମେଣ୍ଟ ବାବଦରେ ଶିକ୍ଷା ପାଇ ଉପକୃତ ହେବେ I ଡି.ଏ.ଭି. କଲେଜ୍ ଇଂରାଜୀ ଓ ଓଡିଆ ଭାଷା ଉପରେ ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟ ରେ ଶିକ୍ଷା ଯୋଗାଇବା ବେଳେ ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟ ବୈଷୟିକ ଶିକ୍ଷା ଉପରେ ଡି.ଏ.ଭି. କଲେଜକୁ ଶିକ୍ଷl ଯୋଗାଇବ I ବୁଝାମଣା ପତ୍ର ସ୍ବାକ୍ଷରିତ ହେବା ସମୟରେ ଡି.ଏ .ଭି କଲେଜ, ଟିଟିଲାଗଡ଼ ପକ୍ଷରୁ ପ୍ରାଧ୍ୟାପକ ଡ. ଉମେଶ ଚନ୍ଦ୍ର ସାହୁ, ପ୍ରାଧ୍ୟାପକ ଡ. ରମାକାନ୍ତ ବେହେରା, ଅଧ୍ୟାପକ ଜୟଦେବ କର ଉପସ୍ଥିତ ଥିବା ବେଳେ ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟ ତରଫରୁ ଅଧ୍ୟାପକ  ପଦ୍ମନାଭ ମିଶ୍ର, ଅଧ୍ୟାପକ ଡ.ଜୟକୃଷ୍ଣ ମେହେର ଉପସ୍ଥିତ ଥିଲେ I ବିଶ୍ଵବିଦ୍ୟାଳୟ ଅନୁଦାନ ଆୟୋଗ ( ୟୁ. ଜି. ସି.) ର ନୂତନ ଶିକ୍ଷା ନୀତି ୨୦୨୦ ଅନୁସାରେ ଏହି ଚୁକ୍ତିନାମା ସ୍ବାକ୍ଷରିତ ହୋଇଥିଲା I


News Comment




Photo in News

Advertisment
Lastest News
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026

You Might Also Like