-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ନୂଆଁଖଇ ଭେଟଘାଟ ଉଛବ, ମନମୋହିଲା ଘୁଡୁକା ଲୋକନୃତ୍ୟ

04-Sep-2022



ବରଗଡ(ନିରଞ୍ଜନ ତ୍ରିପାଠୀ) ବରଗଡ଼ ଜିଲ୍ଲା ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ଯାଉଥିବା ମଧ୍ୟପଡା ସ୍ଥିତ ଗଙ୍ଗାଧର ପ୍ରତିମୂର୍ତ୍ତୀ ସମ୍ମୁଖରେ  ଆଳତୀ ସାଂସ୍କୃତିକ ସଂଘ,ସଙ୍ଗୀତ କଳାପରିଷଦ ଏବଂ ମଧ୍ୟପଡାବାସୀଙ୍କ ଆୟୋଜନ କ୍ରମେ ପଶ୍ଚିମାଞ୍ଚଳ ର କୃଷିଭିତ୍ତିକ ଭାଇଚାରାର ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ  ଆନନ୍ଦ ଉଲ୍ଲାସର ସହ ଅନୁଷ୍ଠିତ ହୋଇଯାଇଛି । ଏ ଅବସରରେ ମୁଖ୍ୟଅତିଥି ଭାବେ ବିଜେପୁର ପଞ୍ଚାୟତ ସମିତିର ଅଧ୍ୟକ୍ଷ ମୋତିରାମ ସାହୁ ଯୋଗଦାନ କରିଥିବା ବେଳେ,ସମ୍ମାନୀତ ଅତିଥି ଭାବେ ତହସିଲଦାର

ଆର୍ତ୍ତତ୍ରାଣ ଥାଟ୍ଟି, ଥାନାଧିକାରୀ ସନୟ ନାୟକ,ବିଜେପୁର ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କୁମାର ମିଶ୍ର, ସମାଜସେବୀ ହଳପାଣୀ ମାଝୀ,ସଂଗଠକ ଦିଲ୍ଲିପ ଦେବତା ଏବଂ ନାଟ୍ୟକାର ମୋହନ ସିଂ କହ୍ନେଇ ଯୋଗଦାନ କରି ପଶ୍ଚିମ ଓଡ଼ିଶାର ମହାନ ଭାଇଚାରା,କୃଷି ଭିତ୍ତିକ ନୂଆଁଖାଇର ମହତ୍ୱ ଉପରେ ମତବ୍ୟକ୍ତ କରିଥିବା ସଙ୍ଗେସଙ୍ଗେ ଆୟୋଜକ ତଥା ମଧ୍ୟପଡାବାସୀଙ୍କୁ ଉତ୍ସାହିତ କରିଥିଲେ । ଏ ରଙ୍ଗୀନ ଆସରରେ ଅନୁଷ୍ଠିତ ସଭାକୁ ସଂଗଠକ ତଥା କଳାକାର ଶ୍ରୀମାନ ଜିଜେନ୍ଦ୍ରୀୟ ମେହେର ସଂଯୋଜନ କରିଥିଲେ ।ଆଳତୀ ସାଂସ୍କୃତିକ ସଂଘର ସମ୍ପାଦକ ରାଜେଶ୍ୱର ବେହେରା ଉଦ୍ଦେଶ୍ୟ ଜ୍ଞାପନ କରିଥିବାବେଳେ ଶିକ୍ଷକ ତରଣୀସେନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଦ୍ୱିତୀୟ ପର୍ଯ୍ୟାୟରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ମହୁଲପାଲି ର ଲୋକନୃତ୍ୟ ଦଳ,ଓଡ଼ିଶା ଆଦର୍ଶ ବିଦ୍ୟାଳୟ ବିଜେପୁର ର ଛାତ୍ରଛାତ୍ରୀ,ସଂଗ୍ରାମୀ ଗ୍ରାମ ଭାବେ ପରିଚିତ ସମଲେଇପଦର ଉଚ୍ଚପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ, ରେଡିଏନ୍ସ କଲେଜ

ବିଜେପୁର ର ଛାତ୍ରଛାତ୍ରୀ,ଗ୍ରାମର ଛାତ୍ରଛାତ୍ରୀ ଏବଂ ବିଭିନ୍ନ ଆଖପାଖ ଅଞ୍ଚଳର ସାଂସ୍କୃତିକ ଦଳ ଲୋକ ନୃତ୍ୟଦଳ ଲୋକନୃତ୍ୟ  ପରିବେଷଣ କରିଥିଲେ ।ଏହି କାର୍ଯ୍ୟକ୍ରମରେ ଲୋକନୃତ୍ୟ ଘୁଡ୍'କା ନାଚ ଦର୍ଶକଙ୍କ ମନ ମୋହି ଥିଲା ।ସାଂସ୍କୃତିକ କାର୍ଯ୍ୟକ୍ରମକୁ ଦେଖଣାହାରି ବେଶ ଉପଭୋଗ କରିଥିଲେ ।ସାଂସ୍ରୁତିକ କାର୍ଯ୍ୟକ୍ରମକୁ କଳାକାର ରାଜେଶ୍ବର ବେହେରା ସଂଯୋଜନା କରିଥିଲେ।ଶେଷରେ ଅତିଥି ଗଣ ନୃତ୍ୟଶିଳ୍ପୀ ମାନଙ୍କୁ ପ୍ରଣାମପତ୍ର ସହ ସମ୍ମାନୀତ କରି ଉତ୍ସାହିତ କରିଥିଲେ ।ଏହି ସମସ୍ତ କାର୍ଯ୍ୟକ୍ରମକୁ ମଧ୍ୟପଡା ର ଯୁବଗୋଷ୍ଠୀ ସକ୍ରିୟ ଭାବେ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like