-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||     

HOME   ରାଜ୍ୟ

ସିନ୍ଧେକେଲା ସାର୍ବଜନୀନ ଗଣେଶ ପୂଜା କମିଟି ତରଫରୁ ଉଡାନ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ

04-Sep-2022



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ) ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ମଦଭାଟି ପଡା ସାର୍ବଜନୀନ ଗଣେଶ ପୂଜା କମିଟି ତରଫରୁ ଅଞ୍ଚଳର କଲା , ସଂସ୍କୃତି , ଭାଷା ,ସାହିତ୍ୟ ଓ ପରମ୍ପରାକୁ ସମସ୍ତଙ୍କ ନଜର କୁ ଆଣିବା ତଥା ଲୁଚି ଯାଉଥିବା କଳା ଓ ଲୁକ୍କାୟିତ ରହି ଯାଉଥିବା କଳାକାର ମାନଙ୍କୁ ସମସ୍ତଙ୍କ ଆଗେ ପହଞ୍ଚାଇବାର ଆଶା ନେଇ (ଉଡାନ) ନୃତ୍ଯ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶନିବାର ସନ୍ଧ୍ୟାରେ ହନୁମାନ ମନ୍ଦିର ନିକଟରେ ହୋଇଥିବା ଏହି କାର୍ଯ୍ୟକ୍ରମ ରେ ଅଞ୍ଚଳର ବହୁ କଳାକାର ମାନଙ୍କ ସହ ବିଭିନ୍ନ ଗ୍ରୁପ ଯୋଗଦେଇ ନୃତ୍ୟ ପ୍ରତିଯୋଗିତାରେ ଭାଗ ନେଇଥିଲେ । ସାର୍ବଜନୀନ ଗଣେଶ ପୂଜା କମିଟିର ସଭାପତି ରାଜୁ ଜାଳ ଓ ସମ୍ପାଦକ ସୁମନ୍ତ

ରଣାଙ୍କ ତତ୍ତ୍ବାବଧାନରେ କଲଚରାଲ ଇଭେଣ୍ଟ ଅରଗାନାଇଜର ଉଦିତ ନାରାୟଣ ପଣ୍ଡାଙ୍କ ଦ୍ବାରା ହୋଇଥିବା ଏହି କାର୍ଯ୍ୟକ୍ରମ ରେ ଜଜ ଭାବରେ କ୍ଲାସିକାଲ ଓ ଓଡିଶୀ ଡାନ୍ସର ସୁଚିସ୍ମୀତା ସଡଙ୍ଗୀ ଏବଂ ଆଲବମ ଡାନ୍ସର ମିଥୁନ ତାଣ୍ଡି ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ସିନ୍ଧେକେଲା ସମିତିସଭ୍ଯ ଭୋଲାନାଥ ବେହେରା, ସମାଜସେବୀ ଅନିଲ କୁମାର ତ୍ରିପାଠୀ , ଯୁବନେତା ଯୁବରାଜ ବାଗ, ବିଦ୍ୟୁତ ବିଭାଗର ବି.ଇ ଦିଲ୍ଲୀପ କୁମାର କର, ଗୋପୀ ସାହୁ, ପିଣ୍ଟୁ ଜୈନ ପ୍ରମୁଖ ଯୋଗ ଦେଇଥିଲେ । ମଞ୍ଚ ପରିଚାଳନା କରିଥିଲେ ଆର୍ତ୍ତତ୍ରାଣ ସାହୁ ଓ ମେଘନାଦ ତ୍ରିପାଠୀ। ବିଭିନ୍ନ ସ୍ଥାନରୁ ୧୦ ଟି ଡାନ୍ସ ଗ୍ରୁପ ପ୍ରତିଯୋଗିତାରେ ଭାଗନେଇ

ଥିବାବେଳେ କଳାହାଣ୍ଡି ଜିଲ୍ଲାର ଗୋଲାମୁଣ୍ଡା ଡାନ୍ସଗ୍ରୁପ ପ୍ରଥମ , ଟିଟିଲାଗଡ ର ସାଇନିଙ୍ଗ ଷ୍ଟାର ଡାନ୍ସଗ୍ରୁପ ଦ୍ବୀତିୟ ଓ ପିପଲପଦର ଡାନ୍ସଗ୍ରୁପ ତୃତୀୟ ହୋଇଥିଲେ। ବିଜେତା ଡାନ୍ସଗ୍ରୁପ ମାନଙ୍କୁ ଅତିଥିମାନଙ୍କ ଦ୍ବାରା ଚେକ ଓ ଉପଢୌକନ ପ୍ରଦାନ କରାଯାଇ ସମ୍ମାନିତ କରାଯାଇଥିଲା। ଏହାକୁ ଦେଖିବା ପାଇଁ ବହୁ ଭିଡ ପରିଲକ୍ଷିତ ହୋଇଥିଲା। ଅନ୍ୟମାନଙ୍କ ମଧ୍ଯରେ  କମିଟିର ରବି ତ୍ରିପାଠୀ, ଦ୍ଵିତୀୟା ଠେଲା , ଦୁଖୁ ରଣା , ଦୁଷ୍ମନ୍ତ ରଣା , ମିଣ୍ଟୁ ବାରିକ, ଦୀପକ ନାଗ , ଶୋଭାବନ ବାଗ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026

You Might Also Like