-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ନବରଙ୍ଗପୁର : ଜିଲାସ୍ତରୀୟ ନୋଡାଲ ବୈଠକ ଅନୁଷ୍ଠିତ

04-Sep-2022



ନବରଙ୍ଗପୁର -ନବରଙ୍ଗପୁର  ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ  ଜିଲ୍ଲାସ୍ତରୀୟ ନୋଡାଲ  ବୈଠକ  ଜିଲ୍ଲା ପଞ୍ଚାୟତ ସାଧନା କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ବୈଠକରେ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଜିଲ୍ଲାପାଳ ଡକ୍ଟର ମିଶ୍ର ସମୀକ୍ଷା କରିଥିଲେ।  ଏଥିରେ କୃଷକ ପଞ୍ଜିକରଣ, ୟୁରିଆ ସାର, ବିହନଯୋଗାଣ ,ଅଙ୍ଗନୱାଡ଼ି କେନ୍ଦ୍ର ପରିଚାଳନା, ଅମୃତ ସରୋବର ପ୍ରକଳ୍ପ, ଶିକ୍ଷା ବ୍ୟବସ୍ଥା,5T ସ୍କୁଲ, ସ୍ବାସ୍ଥ୍ୟ ସେବା, ବେସାମରିକ ଯୋଗାଣ ବ୍ୟବସ୍ଥା ଇତ୍ୟାଦି ସମୀକ୍ଷା କରାଯାଇଥିଲା। ବିଶେଷ କରି ନୋଡାଲ ଅଧିକାରୀ ମାନେ ସଂପୃକ୍ତ ବ୍ଲକ ପରିଦର୍ଶନ ସମୟରେ ଗ୍ରାମ ପଞ୍ଚାୟତ ପରିଦର୍ଶନ କରି ପଞ୍ଚାୟତ କାର୍ଯ୍ୟର ତଦାରଖ କରି ସବିଶେଷ ତଥ୍ୟ ଜିଲ୍ଲପାଳଙ୍କୁ ଜଣାଇବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ଖରିଫ୍ ଋତୁରେ କୃଷକ ମାନଙ୍କ ପାଇଁ ଆବଶ୍ୟକ ବିହନ ସାର ଯୋଗାଣରେ ଯେମିତି କୌଣସି ତ୍ରୁଟି ନହୁଏ ସେଥିପାଇଁ

ଯଥେଷ୍ଟ ଧ୍ୟାନ ଦେବା ପାଇଁ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲପାଳ ଡକ୍ଟର ମିଶ୍ର ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲା ନୋଡାଲ ଅଧିକାରୀ ମାନେ ବ୍ଲକ୍ ସ୍ତରରେ କ୍ଷେତ୍ର ପ୍ରଦର୍ଶନ ସମୟରେ ବିଶେଷ କରି ଅଙ୍ଗନୱାଡ଼ି କେନ୍ଦ୍ର, ସ୍ବାସ୍ଥ୍ୟ ସେବା କେନ୍ଦ୍ର, ସ୍କୁଲ, ପଞ୍ଚାୟତ ର ଚାଉଳ ବିକ୍ରୟ କେନ୍ଦ୍ର ଇତ୍ୟାଦିରେ କିଛି କର୍ମଚାରୀ ମାନଙ୍କ ଅନୁପସ୍ଥିତି ଥିବା ଏବଂ ଆବଶ୍ୟକ ରେକର୍ଡ ପତ୍ର ଠିକ ଠାକ୍ ନଥିବା ସମ୍ପର୍କରେ ନୋଡାଲ ଅଧିକାରୀ ମାନେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଜିଲ୍ଲାପାଳ ଡକ୍ଟର ମିଶ୍ର ସରକାରୀ କାର୍ଯ୍ୟରେ ଅବହେଳା କରୁଥିବା ସଂପୃକ୍ତ କର୍ମଚାରୀଙ୍କ ବିରୁଦ୍ଧରେ ନୋଡାଲ ଅଧିକାରୀ ମାନଙ୍କ ସୂଚନା ଭିତ୍ତିରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇଥିଲେ। ସେହିପରି ଗ୍ରାମ ପଞ୍ଚାୟତ ସ୍ତରରେ ସ୍କୁଲ, ଅଙ୍ଗନୱାଡ଼ି କେନ୍ଦ୍ରର ଆବଶ୍ୟକ ନିର୍ମାଣ ଓ ମରାମତି କାର୍ଯ୍ୟକୁ ସରପଞ୍ଚ ମାନେ ପ୍ରାଥମିକତା ସହ ଗୁରୁତ୍ଵ ଦେଇ କାର୍ଯ୍ୟ କରିବା ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ପ୍ରତ୍ୟେକ ସ୍କୁଲ ଗୃହ, ପରିସର ଯେମିତି ସଫାସୁତୁରା ରହିବ ତାହା ଉପରେ ଯତ୍ନବାନ୍ ହେବା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ, ସ୍କୁଲ କର୍ମକର୍ତ୍ତାଙ୍କୁ  ଜିଲ୍ଲାପାଳ ଡଃ ମିଶ୍ର ନିର୍ଦ୍ଦେଶ ଦେଇଥିଲେ।

         ଏହି ବୈଠକରେ ନୋଡାଲ ଅଧିକାରୀ,  ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ  ରତ୍ନାକର ସାହୁ, ଅତିରିକ୍ତ ଜିଲ୍ଲାପାଳ  ଭାସ୍କର ରଇତ, ସମନ୍ୱିତ ଆଦିବାସି ଉନ୍ନୟନ ,ଜିଲ୍ଲା ଜରୁରୀ କାଳୀନ ଅଧିକାରୀ, ମୌସୁମୀ ନାୟକ,ଉପ ଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ, ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା ଉପ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଦେବୀ ପ୍ରସାଦ ଟାଲି ଜିଲ୍ଲା ମଙ୍ଗଳ ଅଧିକାରୀ, ସ୍ମୃତି ରଞ୍ଜନ ସାମନ୍ତରାୟ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ସୁଧାଂଶୁ ପାତ୍ର,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ସ୍ବର୍ଣ୍ଣଲତା ବିଶ୍ୱାସ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ, ଜିଲ୍ଲା ପଞ୍ଚାୟତ ଅଧିକାରୀ  ଶିଶିର କୁମାର ପାଣି, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡଃ ସୁକାନ୍ତ ଶତପଥି , ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ସଞ୍ଜୀବ କୁମାର ସାହୁ  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ହଳଧର ନିହାଲ ,  ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଜୟକୃଷ୍ଣ ବେହେରା ଙ୍କ ସହ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like