-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||     

HOME   ଜିଲ୍ଲା

ବୀରମହାରାଜପୁରରେ ମହାବିଦ୍ୟାଳୟରେ କ୍ୟାଡେଟଙ୍କୁ ନେଇ ଏନସିସି ମିଟ୍

05-Sep-2022



ବୀରମହାରାଜପୁର,( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟ ଏନସିସି ବିଭାଗ ପକ୍ଷରୁ ପୁରାତନ ଓ ବର୍ତ୍ତମାନ କ୍ୟାଡେଟ ମାନଙ୍କୁ ନେଇ ଦ୍ବିତୀୟ ବାର୍ଷିକ ଏନସିସି ମିଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବଲାଙ୍ଗୀର ଇଲେଭେନ ବ୍ୟାଟେଲିଅନର କମାଣ୍ଡିଂ ଅଧିକାରୀ କର୍ଣ୍ଣେଲ କେଦାରନାଥ ସାହୁ ମୁଖ୍ୟ ଅତିଥି,ବଉଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ କ୍ୟାପଟେନ ମହେନ୍ଦ୍ରନାଥ ଦେବତା, ବୀରମହାରାଜପୁର ମହାବିଦ୍ୟାଳୟର ଅଧ୍ୟାପକ ହୃଷିକେଶ ପ୍ରଧାନ, ବୀରମହାରାଜପୁର ମହାବିଦ୍ୟାଳୟର ଏନସିସି

ଅଧିକାରୀ କ୍ୟାପଟେନ ସୂର୍ଯ୍ୟନାରାୟଣ ପଣ୍ଡା, ଯୋଗାଚାର୍ଯ୍ୟ ଦ୍ବିତୀକୃଷ୍ଟ ପଣ୍ଡା ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଥିଲେ। ଏନସିସି ସିନିଅର ଅଫିସର ମନୋଜ ସାହୁ ସଭା ପରିଚାଳନା କରିଥିବା ବେଳେ ପ୍ରଦୀପ ପ୍ରଧାନ ସଭା ସଂଯୋଜନା କରିଥିଲେ। ଶେଷରେ ସରଜେଣ୍ଟ ନିମାଇଁ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ। ପରେ ବାବୁଲାଲ ଲୁହା ଓ ବେଦବ୍ୟାସ ବେହେରା ନିର୍ଦ୍ଦେଶନା ରେ ଏନସିସି ଛାତ୍ରଛାତ୍ରୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମର ମୁଖ୍ୟ ଆୟୋଜକ ଚିନ୍ମୟ ପଣ୍ଡା ରହିଥିବା ବେଳେ ସାହସିକତା ପାଇଁ କୁମାର କର୍ମୀ ଓ ଶୃଙ୍ଖଳିତ କ୍ୟାଡେଟ ଭାବେ ସଚିତା ନାଗକୁ ପୁରସ୍କୃତ କରାଯାଇଥିଲା। ୧୭୫ ଜଣ କ୍ୟାଡେଟ କାର୍ଯ୍ୟକ୍ରମ ରେ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026

You Might Also Like