-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ଜଏଣ୍ଟ କୋଡିନେସନ କମିଟି ରେଳ ଉପଭୋକ୍ତା ସଂଘ ବଲାଙ୍ଗିର ଓ ବରଗଡ ସଂଘ ପକ୍ଷରୁ ବଲାଙ୍ଗିର ସାଂସଦଙ୍କୁ ଦାବିପତ୍ର ପ୍ରଦାନ ସହ ବିଭିନ୍ନ ଟ୍ରେନ ଚଳାଚଳ ନେଇ ଆଲୋଚନା

05-Sep-2022



ବଲାଙ୍ଗିର(ପ୍ରେରଣା ଖବର) -ଜଏଣ୍ଟ କୋଡିନେସନ କମିଟି ବଲାଙ୍ଗିର ଓ ବରଗଡ ସଂଘ ପକ୍ଷରୁ ବଲାଙ୍ଗିର ଲୋକସଭା ସାଂସଦ ସଂଗୀତା କୁମାରୀ ସିଂହଦେଓଙ୍କୁ ତାଙ୍କ ପାଟଣାଗଡ ସ୍ଥିତ ବାସଭବନରେ  ସାକ୍ଷାତ କରିବା ଏବଂ ରେଳ ଉପଭୋକ୍ତାଙ୍କ ସୁବିଧା ପାଇଁ ବିଭିନ୍ନ ବିଷୟରେ ଆଲୋଚନା କରିବା ସହ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଥିଲା ।

କମିଟିର କନ୍‌ଭେନର ତଥା ବଲାଙ୍ଗିର ଜିଲା ରେଳ ଉପଭୋକ୍ତା ସଂଘର ସଭାପତି ପ୍ରଫେସର ତରୁଣ କୁମାର ମିଶ୍ର ଓ ବରଗଡ ଜିଲା ସଭାପତି ପ୍ରଦୀପ ଦେବ୍‌ତାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ସାଂସଦଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ । ପ୍ରମୁଖ ଦାବି ଗୁଡିକ ହେଲା ପୁରୀ-ସମ୍ବଲପୁର ଇଣ୍ଟରସିଟି କୁ ବଲାଙ୍ଗିର ପର୍ଯ୍ୟନ୍ତ ସଂପ୍ରସାରଣ ଏବଂ ୬୦ ବର୍ଷର ବଲାଙ୍ଗିର ଓ ବରଗଡ ରେଳ ଲାଇନକୁ ଭାରତର ରାଜଧାନୀ ଦିଲ୍ଲୀ ସହ ସଂଯୋଗ କରିବାକୁ ହୀରାକୁଦ-ବିଶାଖାପାଟଣା ଏକ୍ସପ୍ରେସକୁ ୩ଦିନ ପାଇଁ ବିଶାଖାପାଟଣା-ଟିଟିଲାଗଡ-ବଲାଙ୍ଗିର-ବରଗଡ-ସମ୍ବଲପୁର ଦେଇ ଦିଲ୍ଲୀ ଜିବା ଆସିବା କରିବା । ଏହି ରୁଟ ଦେଇ ଦିଲ୍ଲୀ ଏହି ଟ୍ରେନ ଚାଲିଳେ ୨୨୭ କିଲୋମିଟର କମ୍ ପଡିବା ସହ ୪ଘ.୩୦ମିନିଟ୍ ସମୟ କମ୍ ପଡିବ । ଏହାସହ ରେଳ ବିଭାଗର ମଧ୍ୟ ଅଧିକ ଇନକମ୍ ହେବ ବୋଲି ସଂଘର ସଦସ୍ୟମାନେ ବଲାଙ୍ଗିର ସାଂସଦ ଶ୍ରୀମତି ସିଂହଦେଓଙ୍କୁ ଅବଗତ କରିଥିଲେ । ଏନେଇ ସାଂସଦ ପୂର୍ବରୁ ମଧ୍ୟ ଏହି ଦାବି ଗୁଡିକ ଉପସ୍ଥାପନ କରିଛି ଏବଂ ଆଗକୁ ମଧ୍ୟ ଏହି କାର୍ଯ୍ୟ ଶୀଘ୍ର କିପରି ହୋଇ ପାରିବ ସେନେଇ ରେଳମନ୍ତ୍ରୀ ଓ ବିଭାଗୀୟ ଅଧିକାରୀମାନଙ୍କ ସହ ଅଲୋଚନା କରିବେ ବୋଲି ପ୍ରତିଶୃତି ଦେଇଥିଲେ । ପରେ ବଲାଙ୍ଗିର ଜିଲା ରେଳ ଉପଭୋକ୍ତା ସଂଘ ସଭାପତି ଶ୍ରୀ ମିଶ୍ର ବଲାଙ୍ଗିର ରେଳ ଷ୍ଟେସନର ସୁବିଧା ଅସୁବିଧା ନେଇ ସାଂସଦଙ୍କୁ ଅବଗତ କରିବା ସହ ବଲାଙ୍ଗିର ରେଳ ଷ୍ଟେସନରେ ଲାଗିବାକୁ ଥିବା ଲିପ୍ଟ ଓ ଟିକେଟ କାଉଣ୍ଟରରୁ ପ୍ଟାଟଫର୍ମ ଗେଟ୍ ପର୍ଯ୍ୟନ୍ତ ତିଆରି ହେବାକୁ ଥିବା ସେଡ୍ କାର୍ଯ୍ୟ ଡେରି ହେଉଥିବା ନେଇ ସୂଚାନା ଦେଇଥିଲେ । ସାଂସଦ ବହୁଦିନରୁ ଏହା ଏପୃଭାଲ ହୋଇ ସାରିଥିବା ବେଳେ କାହିଁକି ଡେରି ହେଉଛି ସେନେଇ ବିଭାଗୀୟ ଅଧିକାରୀମାନଙ୍କୁ ପଚାରୀ ବୁଝିବେ ବୋଲି  କହିଥିଲେ । ସାଂସଦଙ୍କ ସହ ଅଲୋଚନା ସମୟରେ ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଉପସ୍ଥିତ ଥିବା ବେଳେ ବରଗଡ ରେଳ ଉପଭୋକ୍ତା ସଂଘର ଉପସଭାପତି କୃଷ୍ଣଚନ୍ଦ୍ର ପଣ୍ଡା, ସଂପାଦକ କମଳ କୁମାର ଯୋଶୀ, ସହ ସଂପାଦକ କିଶୋର ରଥ, କୋଷାଧ୍ୟକ୍ଷ ଅଭିଜିତ୍ ପ୍ରତିହାର ଓ ସଂଜୟ ମେହେର ଉପସ୍ଥିତ ଥିବା

ବେଳେ ବଲାଙ୍ଗିର ରେଳ ଉପଭୋକ୍ତା ସଂଘର ସହସଂପାଦକ ଦିବାକର ହୋତା, କୋଷାଧ୍ୟକ୍ଷ ଅଶୋକ କୁମାର ଚାନ୍ଦ, କାର୍ଯ୍ୟକାରିଣୀ ସଦସ୍ୟ ରୁତୁରାଜ ସିଂହ, ରାମ କିଶୋର ସାଏ, କମ୍ବୁପାଣୀ ପୁଝାରୀ, ଜିତୁ ଦାଶ, ଚର୍ଚିଲ ମିଶ୍ର ପ୍ରମୁଖ ଉପସ୍ଥିତ ରହି ଆଲୋଚନରେ ଅଂଶଗ୍ରହଣ କରିଥିଲେ । ଏହି ଅବସରେ ସାଂସଦ ଶ୍ରୀମତି ସିଂହଦେଓଙ୍କୁ ରେଳ ଉପଭୋକ୍ତା ସଂଘ ଜଏଣ୍ଟ କୋଡିନେସନ କମିଟି ତରଫରୁ ଏକ ପଟଚିତ୍ର ପ୍ରଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like