-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ବିଜେପୁର ସରକାରୀ ଉଚ୍ଚବିଦ୍ୟାଳୟ ଠାରେ ଗୁରୁଦିବସ ପାଳିତ

05-Sep-2022



ବରଗଡ:-ବରଗଡ଼ ଜିଲ୍ଲା ସରକାରୀ ଉଚ୍ଚ ବିଦ୍ୟାଳୟ, ବିଜେପୁର ଠାରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ମହା ଆଡ଼ମ୍ବରରେ ଗୁରୁ ଦିବସ ପାଳନ କରାଯାଇଛି। ବିଦ୍ୟାଳୟର  ପ୍ରଧାନ ଶିକ୍ଷକ  ଶ୍ରୀଯୁକ୍ତ  ମନୋଜ ବେହେରା ସର୍ବପଲ୍ଲୀ  ରାଧାକୃଷ୍ଣନଙ୍କ ଫଟୋ ଚିତ୍ରରେ  ପୂଜାର୍ଚ୍ଚନା କରି ମାଲ୍ୟାର୍ପଣ କରିଥିଲେ । ଏହି   ଅବସରରେ ଛାତ୍ରଛାତ୍ରୀମାନେ ଗୁରୁ ଶିଷ୍ୟ ପରମ୍ପରାର ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି ।ସମସ୍ତ ଛାତ୍ରଛାତ୍ରୀ ଜଳ ଓ କ୍ଷୀର ଦ୍ଵାରା ଗୁରୁମାନଙ୍କ ପାଦ ଯୁଗଳ ଧୌତ କରି ଚନ୍ଦନ, ସିନ୍ଦୁର, ପୁଷ୍ପ ଦ୍ଵାରା ଗୁରୁଙ୍କ ବନ୍ଦନା କରିଥିଲେ । ଛାତ୍ରଛାତ୍ରୀମାନେ ଗୁରୁମାନଙ୍କୁ ଉତ୍ତରୀୟ ତଥା ବିଭିନ୍ନ ଉପହାର ପ୍ରଦାନ କରିଥିଲେ। ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ଗୁରୁଙ୍କ ଉଦ୍ଦେଶ୍ୟରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ

ପରିବେଷଣ  କରାଯାଇଥିଲା । ଛାତ୍ରଛାତ୍ରୀ ତଥା ଶିକ୍ଷକଶିକ୍ଷୟିତ୍ରୀ ମାନେ ଗୁରୁ ଦିବସ ବିଷୟରେ ନିଜର ମତାମତ ରଖିଥିଲେ। ଶିକ୍ଷକ ଶିକ୍ଷୟିତ୍ରୀମାନେ ଛାତ୍ରଛାତ୍ରୀ ମାନଙ୍କର ଉତ୍ତରୋତ୍ତର ଉନ୍ନତି ପାଇଁ ଆଶୀର୍ବାଦ ପ୍ରଦାନ କରିଥିଲେ। ସମାଜରେ ଜଣେ ଜଣେ ଭଲମଣିଷ ହୋଇ  ରାଜ୍ୟ ତଥା ଦେଶର ବିକାଶରେ  ଯୋଗଦାନ କରିବାକୁ ଆହ୍ଵାନ ଦେଇଥିଲେ ।ପିତାମାତା ତଥା ବୟୋଜ୍ୟେଷ୍ଠମାନଙ୍କୁ ସମ୍ମାନ ଦେବା ପାଇଁ ଉପଦେଶ ଦେଇଥିଲେ। ଆୟୋଜିତ ସଭାଟି ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ପରିଚାଳିତ ହୋଇଥିଲା। କାର୍ଯ୍ୟକ୍ରମ ଶେଷରେ ସମସ୍ତେ ମିଷ୍ଟାନ୍ନ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like