-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||     

HOME   ଜିଲ୍ଲା

ସଚେତନତା ହିଁ ରୋକିବ ବାଲ୍ୟବିବାହ

05-Sep-2022



ନବରଙ୍ଗପୁର(ପ୍ରେରଣା ଖବର)  ବାଲ୍ୟବିବାହ ନିଷେଧ , ଶିଶୁ ଅପରାଧ , ଘରୋଇ ହିଂସା ଓ ଲିଙ୍ଗ ଭିତ୍ତିକ ହିଂସା ସଂକ୍ରାନ୍ତରେ  ଲୋକଙ୍କୁ ସଚେତନ ଉଦ୍ଦେଶ୍ୟରେ ନବରଙ୍ଗପୁର ଜିଲ୍ଲା ପ୍ରଶାସନ ପକ୍ଷରୁ  ଏକ ସଚେତନତା ରଥର  ଶୁଭାରମ୍ଭ  ହୋଇଛି । ଜିଲ୍ଲାର ବିଭିନ୍ନ ଗ୍ରାମରେ ସଚେତନତା କରିବା ଉଦ୍ଦେଶ୍ୟରେ ନବରଙ୍ଗପୁର  ଜିଲ୍ଲାପାଳ  ଡଃ କମଳ ଲୋଚନ ମିଶ୍ର ସବୁଜ ପତାକା ଦେଖାଇ ଏହି ସଚେତନତା ରଥର ପରିକ୍ରମା  କାର୍ଯ୍ୟକୁ  ଶୁଭାରମ୍ଭ କରିଥିଲେ । ସଚେତନତା ଅଭାବରୁ  ବାଲ୍ୟ ବିବାହ ଭଳି କଳଙ୍କିତ  ପ୍ରଥା ସମାଜରେ ରହିଛି । ଏହା ଦ୍ଵାରା ଶିଶୁ ମାନେ ନିଜ ମୌଳିକତା ହରାଉଛନ୍ତି  । ପିତାମାତା ମାନେ  ପରମ୍ପରା  ନାମରେ ନାବାଳିକା ମାନଙ୍କୁ  କମ ବୟସରେ  ବିବାହ ବନ୍ଧନରେ ଛନ୍ଦି ଦେଉଛନ୍ତି । ପାଠ ପଢିବା ବୟସରେ ଘରସଂସାରରେ  ଛନ୍ଦି ହୋଇ, ନିଜ ଅଧିକାର ରୁ ବଞ୍ଚିତ ହେବା  ସହିତ  ବିବାହ ଯୋଗ୍ୟ ବୟସ ପୂର୍ବରୁ ମାତୃତ୍ଵ  ଲାଭ କରୁଛନ୍ତି । ସମାଜରେ ଚାଲିଥିବା ମହିଳା ହିଂସାକୁ  ରୋକିବା ଓ  ଶିଶୁଙ୍କ ସୁରକ୍ଷା , ଅଧିକାର  ଏବଂ ଶିକ୍ଷା  ଦିଗରେ ବ୍ୟାପକ ସଚେତନତା ଉଦ୍ଦେଶ୍ୟ ରେ ଏହି  କାର୍ଯ୍ୟ କ୍ରମର  ଲକ୍ଷ ରହିଛି ବୋଲି ଜିଲ୍ଲାପାଳ ମତବ୍ୟକ୍ତ କରିଛନ୍ତି  । ସମଗ୍ର  ନବରଙ୍ଗପୁର ଜିଲ୍ଲାକୁ ୨୦୩୦  ମସିହା ସୁଧା  ବାଲ୍ୟବିବାହ ମୁକ୍ତ  ଜିଲ୍ଲା ଭାବରେ ପରିଗଣିତ କରିବା ପାଇଁ  ଅନ୍ଵେଷା ଅଭିଯାନ ମାଧ୍ୟମରେ ଜିଲ୍ଲା ସମାଜ କଲ୍ଯାଣ ବିଭାଗ , ଶିଶୁ ସୁରକ୍ଷା ୟୁନିଟି  , ୟୁନିସେଫ ଓ ଆକ୍ସନଏଡ ସଂସ୍ଥା ର ମିଳିତ ପ୍ରୟାସ ରେ ଏକ  ଯୋଜନା ବଦ୍ଧ କାର୍ଯ୍ୟକ୍ରମ   ପ୍ରସ୍ତୁତି   କରାଯାଇ  ବାଲ୍ୟବିବାହ କୁ ବନ୍ଦ କରାଯାଇବା ନିମନ୍ତେ   ପ୍ରୟାସ ଜାରି ରହିଛି ।  ଯେଉଁ ସବୁ ଗ୍ରାମ ଗୁଡିକରେ   ସଚେତନ  ରଥ  ପହଞ୍ଚିବ  ସେଠାରେ  ଆଶା କର୍ମୀ ,ସ୍ଵୟଂସହାୟକ ଦଳର ସଭ୍ୟା ,ନିର୍ବାଚିତ ପଞ୍ଚାୟତ ପ୍ରତିନିଧି , ସମସ୍ତ ଜାତିସମାଜ ମୁଖ୍ଯ , କିଶୋରୀ ବାଳିକା  ଓ ଗ୍ରାମର ଅନ୍ୟ ବ୍ୟକ୍ତି ମାନଙ୍କୁ ନେଇ ଅଙ୍ଗନବାଡି କର୍ମୀ ମାନେ ଏକ ସାଧାରଣ ସଚେତନ ବୈଠକ କରାଇବା ସହିତ ‘’ ବାଲ୍ୟ ବିବାହକୁ  ନା  କହିବା – ସ୍କୁଲ ଯିବାକୁ ହଁ କହିବା “ ଉପରେ ସାମୁହିକ ଶପଥ କରାଇବେ  ନିମନ୍ତେ   ପ୍ରଶାସନ ପକ୍ଷରୁ  ସମସ୍ତ ଅଙ୍ଗନବାଡି  କର୍ମୀ ଙ୍କୁ ନିର୍ଦେଶ ଦିଆ ଯାଇ ଥିବାର ବିଷୟରେ ଜିଲ୍ଲା ସମାଜ କଲ୍ଯାଣ ଅଧିକାରୀ   ସ୍ଵର୍ଣ୍ଣଲତା ବିଶ୍ବାସ  ସୂଚନା ପ୍ରଦାନ କରିଥିଲେ । 

 ଜିଲ୍ଲା କାର୍ଯ୍ୟ।ଳୟ ପରିସର ମଧ୍ୟରେ    ହୋଇ ଥିବା ଏହି ସଚେତନତା ରଥର  ଉଦଘାଟନୀ  ସମାରୋହରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ  ରତ୍ନାକର ସାହୁ, ଅଧୀକ୍ଷକ ଯନ୍ତ୍ରୀ  ଗ୍ରାମ୍ୟ ନିର୍ମାଣ ନବରଙ୍ଗପୁର ରାଜେନ୍ଦ୍ର ପ୍ରସାଦ ଆଚାର୍ଯ୍ୟ, ନିର୍ବାହୀ ଯନ୍ତ୍ରୀ  ଗ୍ରାମ୍ୟ ନିର୍ମାଣ ବିଭାଜନ ଉମରକୋଟ  ଆନ୍ତୁନି  କିଷାନ, ଅବକାରୀ ଅଧୀକ୍ଷକ  ସନ୍ତୋଷ କୁମାର ଧଳ ସାମନ୍ତ, ଓଡିଶା ରାଜସ୍ଵ ଅମଲା ସଂଘ ରାଜ୍ୟ ସଭାପତି ତ୍ରିପତି ବାଲାଜୀ ସାହୁ,ଜିଲ୍ଲା ମତ୍ସ୍ୟ ଅଧିକାରୀ ଜୀ.  ଜଗଦୀଶ ରାଓ, ଅଧୀକ୍ଷକ ଯନ୍ତ୍ରୀ ରାସ୍ତା ଓ ଗୃହ ନିର୍ମାଣ ପ୍ରଫୁଲ୍ଲ ଚନ୍ଦ୍ର ମିଶ୍ର,ଜିଲ୍ଲା ମଙ୍ଗଳ ଅଧିକାରୀ, ସ୍ମୃତି ରଞ୍ଜନ ସାମନ୍ତରାୟ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ସୁଧାଂଶୁ ପାତ୍ର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ସଞ୍ଜୀବ କୁମାର ସାହୁ  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ହଳଧର ନିହାଲ  ,ଆକ୍ସନଏଡ ର ଜିଲ୍ଲା ପରାମର୍ଶ ଦାତା ଫକିର ଚରଣ ରାଉତ, ସସ୍ମିତା ମହାନ୍ତି , ସୁଜିତ କୁମାର ସୁନା ,ବିଶ୍ଵଜିତ ମହାନ୍ତି, ଜ୍ୟୋତ୍ସ୍ନା ଚୌଧୁରୀ  ,ୱାନଷ୍ଟପ କେନ୍ଦ୍ରର କର୍ମର କର୍ତ୍ତା ଓ ଅନ୍ୟଅଧିକାର ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026

You Might Also Like