-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||     

HOME   ଜିଲ୍ଲା

ହଜିଗଲା ମାନବିକତା, ୨୦ ଦିନ ଷଣ୍ଢ କୁ ବାନ୍ଧି ରଖିଲେ ଜମି ମାଲିକ।

05-Sep-2022



ନବରଙ୍ଗପୁର (ମିହିର ଶଙ୍କର ପାତ୍ର) : ହଜିଗଲା ମାନବିକତା, ଧାନ ଫସଲ ଖାଇଦେଲା ବୋଲି ୨୦ ଦିନ ଖାଇବା କୁ ନ ଦେଈ ଶଣ୍ଡ କୁ ବାନ୍ଧି କି ରଖିଲେ ଜମି ମାଲିକ।ବଜରଙ୍ଗ ଦଳ ର କର୍ମୀ ଙ୍କ ସହାୟତା ରେ ମୁକୁଳିଲା ଷଣ୍ଢ। ବେଳେ ବେଳେ ମଣିଷ ନିଜ ର ସ୍ବାର୍ଥ ପାଇଁ ନିଜର ମାନବିକତା କୁ ହରାଇ ବସେ। ଏପରି ଏକ ଦୁଃଖ ଭରା ଚିତ୍ର ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ଉମରକୋଟ ସହର ଠାରେ । ଉମରକୋଟ ନିକଟସ୍ଥ ବଙ୍ଗୀୟ ଗ୍ରାମ ୫୨ ନମ୍ବର ସ୍ଥିତ ପରିମଳ ମିସ୍ତ୍ରୀ ଙ୍କ ର ଧାନ କ୍ଷେତ ରେ ପଶି ଗୋଟିଏ ଷଣ୍ଢ ଧାନ ଫସଲ ବାରମ୍ବାର ଖାଇ ଦେଉଥିଲା ଏଥିରେ ଉତକ୍ଷିପ୍ତ ହୋଇ ପରିମଳ ନିକଟସ୍ଥ ଏକ ସରକାରି ଫାର୍ମ ରେ ଦୀର୍ଘ ୨୦ ଦିନ ଧରି ଖାଇବା କୁ ନଦେଈ ଏପରି କି ପାଣି ଟୋପା ନ ଦେଇ ବାନ୍ଧି କି ରଖିଥିଲା। କୌଣସି ସୂତ୍ର ରୁ ଉମରକୋଟ ବଜରଙ୍ଗ ଦଳ ର ଅଶୋକ ପାତ୍ର, ମିଲୁ ପଣ୍ଡା,

ସଂତୋଷ ଜେନ।, ନିଗମ ସାହୁ ପ୍ରମୁଖ ଘଟଣା ସ୍ଥଳ ରେ ପହଞ୍ଚି ଓ ଗ୍ରାମବାସିଙ୍କ ସହାୟତା ରେ ଷଣ୍ଢ କୁ ଉଦ୍ଧାର କରିଥିଲେ। ଶଣ୍ଡ ଅତ୍ୟନ୍ତ ରୁଗଣ ହେବା ସହ ବେକରେ ଘା ହେଇଥିବା ପରିଲକ୍ଷିତ ହେଇଥିଲା।ଦୀର୍ଘ ଦିନରୁ ଭୋକରେ ରହିଥିବା ଯୋଗୁଁ କିଛି ଦେଖଣା ହାରି ଅବସ୍ଥା ଦେଖି ଘାସ ଓ ପାଳ ଦେଇଥିଲେ ଷଣ୍ଢ ଟି ଅତି ଆତୁର ହୋଇ ଖାଇ ଥିଲା ଷଣ୍ଢ। ତୁରନ୍ତ ବଜରଙ୍ଗଦଳ କର୍ମୀ ମାନେ ପଶୁ ଚିକିତ୍ସା ବିଭାଗ ର କର୍ମଚାରୀ ଙ୍କୁ ଡାକି ଚିକିତ୍ସା କରାଇ ଶଣ୍ଡ କୁ ମୁକ୍ତ କରିଥିଲେ। 
ଘଟଣା କୁ ନେଇ  ପରିମଳ ଦୁଃଖ ପ୍ରକାଶ କରିବା ସହ ୨୦ ଦିନ ନାହିଁ ମାତ୍ର ୫ ରୁ ୬ ଦିନ ହେବ ବାନ୍ଧି କି ରଖିଥଲି ଆଉ ଖାଇବା କୁ ଦେଉଥିଲି।ମୋର ଭୁଲ ହୋଇ ଯାଇଛି ଆଗକୁ ଏପରି ଭୁଲ କରିବି ନାହିଁ ବୋଲି କହିଛନ୍ତି। ଏହି ଘଟଣାକୁ ନେଇ ସମଗ୍ର ଅଞ୍ଚଳ ରେ ଚର୍ଚ୍ଚା ର ବିସୟ ପାଲଟିଛି ଓ ଗୋ ପ୍ରେମୀଙ୍କ ମନରେ ଗଭୀର ଆଘାତ ଦେଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026

You Might Also Like