-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||     

HOME   ଜିଲ୍ଲା

ଓଡିଶା ମୋ ପରିବାର ଓ ବିଜୁ ଯୁବ ଛାତ୍ର ଜନତା ଦଳ ଆନୁକୂଲ୍ୟରେ ଅବସର ପ୍ରାପ୍ତ ଶିକ୍ଷକ ମାନଂକୁ ନେଇକି ଲୋଇସିଂହା ଠାରେ ଗୁରୁପୂଜନ ସମାରୋହ

05-Sep-2022



ଲୋଇସିଂହା, (ବିନୋଦ କୁମାର ଦୀପ) ଆଜି ଲୋଇସିଂହା ସ୍ଥିତ ଆଦିବାସୀ ଭବନ ଠାରେ ପବିତ୍ର ଗୁରୁଦିବସ ଉପଲକ୍ଷେ ଓଡ଼ିଆ ମୋ ପରିବାର ଓ ବିଜୁ ଯୁବଛାତ୍ର ଜନତା ଦଳ ଆନୁକୂଲ୍ୟରେ ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅଞ୍ଚଳର ୧୦୦ ରୁ ଉର୍ଦ୍ଧ ଅବସରପ୍ରାପ୍ତ ଶିକ୍ଷକ ମାନଂକୁ ନେଇକି ବିଜୁ ଜନତା ଦଳର ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରାଙ୍କ ନେତୃତ୍ୱରେ ଗୁରୁପୂଜନ ଉତ୍ସବ ପାଳନ ହୋଇଥିଲା l ଏହି ସଭାରେ ଅବସରପ୍ରାପ୍ତ ଶିକ୍ଷକ ରାଜେନ୍ଦ୍ର ବିଶ୍ଵାଳଙ୍କ ସଭାପତିତ୍ୱରେ ମୁଖ୍ୟବକ୍ତା ଭାବରେ ବିଭୁତିଭୂଷଣ ସାହାଣୀ

ଅନ୍ୟାନ୍ୟ ସମ୍ମାନିତ ଅତିଥି ଭାବରେ ବିଶିଷ୍ଟ ଅବସର ପ୍ରାପ୍ତ ଶିକ୍ଷକ ବୃନ୍ଦ ଯଥା ପର୍ଶୁରାମ ସାହୁ, ଶଶୀ ଭୂଷଣ ଶତପଥି, ଶ୍ୟାମସୁନ୍ଦର ଭୋଇ, କୈଲାଶ ବିଶ୍ୱାଲ ଓ ୩୩ ନମ୍ବର ଜ଼ିଲ୍ଲା ପରିଷଦ ସଭ୍ୟା ଲିଳିମା ବେହେରା ପ୍ରମୁଖ ମଂଚାସୀନ ଥିଲେ l ଅତିଥିବୃନ୍ଦ ମାନେ ତାଙ୍କର ଶିକ୍ଷକ କାଳ ଜୀବନ ଉପରେ ଅଭିଭାଷଣ ରଖିଥିଲେ, ନିହାର ରଂଜନ ବେହେରା ଶିକ୍ଷକ ମାନଙ୍କର ସମାଜ ପ୍ରତି ତାଙ୍କର କର୍ତ୍ତବ୍ୟ ଓ  ନିଷ୍ଠା, ଛାତ୍ର ମାନଙ୍କ ପ୍ରତି ତାଙ୍କର ଦିଗଦର୍ଶନ ପାଇଁ ଶିକ୍ଷକ ମାନଂକୁ ପ୍ରଶଂସନୀୟ ବୋଲି କହିଥିଲେ l ସଭା ଆରମ୍ଭ ପୂର୍ବ ରୁ ମା ସରସ୍ବତୀ ଓ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ତର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା ତାପରେ ସମସ୍ତ ଶିକ୍ଷକ ମାନଂକୁ ଛାତ୍ରୀମାନେ ଗୁରୁପୂଜନ କରିଥିଲେ ଓ ପରେ

ନିହାର ରଂଜନ ବେହେରା ସମସ୍ତ ଶିକ୍ଷକ ମାନଂକୁ ଉତ୍ତରୀୟ ଓ ପୁଷ୍ପ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ l ଏହି ସଭାରେ  ୧୦୦ ରୁ ଉର୍ଧ୍ଵ ଶିକ୍ଷକ ଯୋଗଦାନ କରିଥିଲେ ଓ ଲୋଇସିଂହା ନିର୍ବାଚନ ମଣ୍ଡଳୀର ଶିକ୍ଷକ ମାନଂକୁ ନେଇକି ଅବସର ପ୍ରାପ୍ତ ଶିକ୍ଷକ ସଙ୍ଘ ଗଠନ ପାଇଁ ସମସ୍ତେ ପ୍ରସ୍ତାବ ଦେଇଥିଲେ l ପରିଶେଷରେ ପର୍ଶୁରାମ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ, ଏହି କାର୍ଯ୍ୟକ୍ରମରେ ଟିପଲୂ କଦମ, ପ୍ରଦିପ ସାହୁ, ପ୍ରକାଶ ମହାରଣା, ଶିବଳୁ କଦମ, ଅଂଶୁମାନ ଗୁରୁ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହାୟତା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026

You Might Also Like