-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||     

HOME   ଜିଲ୍ଲା

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ରେ ଗୁରୁଦିବସ ପାଳିତ

05-Sep-2022



ପଦ୍ମପୁର: (ନରହରୀ ବଗର୍ତ୍ତୀ) ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର  ପଦ୍ମପୁର  ରେ ଗୁରୁଦିବସ ପାଳିତ ହୋଇଯାଇଛି ।ଏହି ଅବସରରେ ଶିଶୁ ମନ୍ଦିର ପରିସରରେ ଡ଼ଃ ବାଞ୍ଛାନିଧି ପଣ୍ଡା (ବିଦ୍ୱତ ପରିଷଦ ପ୍ରାନ୍ତ ସଭାପତି ) ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ ।ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଯୁବରାଜ ପଧାନ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ ।ସଭାପତି ଶ୍ରୀଯୁକ୍ତ ପୃଥିରାଜ ସାହୁ ମୁଖ୍ୟ ବକ୍ତା ଭାବରେ

ଯୋଗ ଦେଇ ଦୀପ ପ୍ରଜ୍ୱଳନ କରି ଆଶିର୍ବଚନ ପ୍ରଦାନ କରିଥିଲେ ।ଶିଶୁ ଭଉଣୀ ମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ପରିବେଷଣ କରାଯାଇଥିଲା ।ପରେପରେ ଅତିଥି ମାନଙ୍କୁ ଗୁରୁ ପୂଜନ କରାଯାଇଥିଲା ।ସୁରେନ୍ଦ୍ର ସାହୁ ଗୁରୁଜୀ କାର୍ଯ୍ୟ କ୍ରମ ର ସଂଯୋଜନା କରିଥିବା ବେଳେ ମୁଦିରଥ ପଣ୍ଡା ଗୁରୁଜୀ ଧନ୍ୟବାଦ ଅର୍ପଣ ପରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ଗୁରୁଜୀ ଗୁରୁମା ଙ୍କୁ ପୂଜନ କରାଯାଇଥିଲା । ଠିକ୍ ସେହିପରି ବିଦ୍ୟା ମନ୍ଦିର ପରିସରେ ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ କେଶରଂଜନ ପ୍ରଧାନ (ବିଶିଷ୍ଟ ନାଟ୍ୟକାର) ଯୋଗ ଦେଇ ଗୁରୁ ଶିଷ୍ୟ ପରମ୍ପରା ବିଷୟରେ ମାର୍ଗ ଦର୍ଶନ କରିଥିଲେ ।ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଯୁବରାଜ ପଧାନ ସ୍ୱାଗତ ଭାଷଣ ଓ ଅତିଥି

ପରିଚୟ ପ୍ରଦାନ କରିଥିଲେ । ସମ୍ପାଦକ ଶ୍ରୀଯୁକ୍ତ ଜନକଲାଲ ମେହେର ଓ କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ଘନଶ୍ୟାମ ପୁଞ୍ଜି ସମ୍ନାନୀତ ଅତିଥି ଭାବରେ ଯୋଗ ଦେଇ ଦୀପ ପ୍ରଜ୍ୱଳନ କରି ଆଶିର୍ବଚନ ପ୍ରଦାନ କରିଥିଲେ ।ଶିଶୁ ଭଉଣୀ ମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ପରିବେଷଣ କରାଯାଇଥିଲା ।ପରେପରେ ଅତିଥି ମାନଙ୍କୁ ଗୁରୁ ପୂଜନ କରାଯାଇଥିଲା ।ସ୍ୱାଗତିକା ଶତପଥୀ ଭଉଣୀ କାର୍ଯ୍ୟ କ୍ରମ ର ସଂଯୋଜନା କରିଥିବା ବେଳେ ଚୈତନ୍ୟ ଭୋଇ ଗୁରୁଜୀ ଧନ୍ୟବାଦ ଅର୍ପଣ ପରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ଗୁରୁଜୀ ଗୁରୁମା ଙ୍କୁ ପୂଜନ କରାଯାଇଥିଲା । ସମସ୍ତ ଗୁରୁଜୀ ଗୁରୁମା ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ସଫଳ ହୋଇ ଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026

You Might Also Like