-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||     

HOME   ଜିଲ୍ଲା

ବିଜେପୁରରେ ବ୍ଲକସ୍ତରୀୟ ଗୁରୁ ଦିବସ, ପୁରୁଣା ପେନସନ ଲାଗୁ ପାଇଁ ମନ୍ତ୍ରୀଙ୍କୁ ସ୍ମାରକ ପତ୍ର

05-Sep-2022



ବରଗଡ:-ବରଗଡ଼ ଜିଲ୍ଲା ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ସଦରମହକୁମା ସ୍ଥିତ ଏସ.ଏଚ.ଜି ଭବନରେ ବ୍ଲକ ସ୍ତରୀୟ ଗୁରୁ ଦିବସ ପାଳିତ ହୋଇଯାଇଛି।ଓଡ଼ିଶାର ମାନ୍ୟବର  ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ରୀତା ସାହୁ ମୁଖ୍ଯ ଅତିଥି ଭାବେ ଯୋଗଦେଇ ସମାରୋହକୁ ଉଦଘାଟନ କରିଥିଲେ।ଏହି ସମାରୋହରେ ପୁରୁଣା ପେନସନ ଲାଗୁ ପାଇଁ ମନ୍ତ୍ରୀଙ୍କୁ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଶିକ୍ଷକ ପୃଥିରାଜ ବାରିକ ଓ ସାଥୀଗଣ ସ୍ମାରକ ପତ୍ର ପ୍ରଦାନ କରିଥିଲେ। ଶିକ୍ଷକମାନଙ୍କ ଦାବି ସଂପର୍କରେ ମୁଖ୍ଯମନ୍ତ୍ରୀଙ୍କ ସହିତ ଆଲୋଚନା କରିବି ବୋଲି ମନ୍ତ୍ରୀ ସାହୁ ପ୍ରତିଶୃତି ପ୍ରଦାନ କରିଛନ୍ତି । ଶିକ୍ଷକ ସଂଘ ସଭାପତି ଭାଗବତ ସାହୁଙ୍କ ଅଧ୍ଯକ୍ଷତାରେ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ବ୍ଲକ ଅଧ୍ଯକ୍ଷ ମୋତିରାମ ସାହୁ, ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁରେଶ କୁମାର ରାଉତରାୟ, ଅବିଭକ୍ତ ସମ୍ବଲପୁର ଜିଲ୍ଲା ଶିକ୍ଷକ ସଂଘର ପୂର୍ବତନ ଉପସଭାପତି ସଭାପତି ଭୋଜେଶର ଠାକୁର ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ। ରଶ୍ମିତା ମେହେର, ମିତା ଗଡତୀୟା, ସୌଦାମିନୀ ବାରିକ, ପବିତ୍ରା ଡନସନା ପ୍ରମୁଖ ଅତିଥିମାନଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଅକ୍ଷୟ ପଧାନ, ଶେଷଦେବ ମିଶ୍ର, ଜୟନ୍ତୀ ମିଶ୍ର ପ୍ରମୁଖ ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ପୂଜ୍ୟପୂଜା ପରଂପରାରେ ପୂଜାର୍ଚ୍ଚନା କରାଯିବା ସହିତ ମାନପତ୍ର ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। କଲ୍ୟାଣୀ ବିଶ୍ବାଳ, ରଶ୍ମିମୟୀ ପଣ୍ଡା, ମିନାକ୍ଷୀ ରାଣୀ ରାଉତ, ରତ୍ନ ଭୋଇ, ଅମୀୟ ପ୍ରସାଦ ଭୋଇ, ବିକାଶ ଗଡତୀୟା ପ୍ରମୁଖ ଶିକ୍ଷକଗଣ ଗୁରୁପୂଜନ କରିଥିଲେ। ଆର୍ତ୍ତତ୍ରାଣ ଚୌହାନ, ପବିତ୍ର ମୋହନ ମିଶ୍ର, ଦେବବ୍ରତ ମେହେର ପ୍ରମୁଖ ମାନପତ୍ର ପାଠ କରିଥିଲେ। ଶଶିଭୂଷଣ ସାହୁ ସ୍ବାଗତ ଭାଷଣ, ସୁମନ୍ତ ଗଡତୀୟା ଉଦ୍ଦେଶ୍ଯ ଜ୍ଞାପନ

କରିଥିଲେ। ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ ଶିକ୍ଷକ ଅକ୍ଷୟ କୁମାର ଦାଶ। ଶିକ୍ଷକ ପ୍ରେମରାଜ ପଟେଲ ସାଂପ୍ରତିକ ପରିସ୍ଥିତିରେ ଶିକ୍ଷକଙ୍କ ଭୂମିକା ସଂପର୍କରେ ଆଲୋକପାତ କରିଥିଲେ। ଶିକ୍ଷକ ରଘୁନାଥ ପୁରି ନୂତନ ଓ ପୁରୁଣା ପେନସନ ଉପରେ ତୁଳନାତ୍ମକ ତଥ୍ଯ ଉପସ୍ଥାପନ କରିବା ସହିତ ପୁରୁଣା ପେନସନ ଲାଗୁ କରିବା ଦିଗରେ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସଭା ପ୍ରାରମ୍ଭରୁ ଏକ ଭବ୍ୟ ଶୋଭାଯାତ୍ରାରେ ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ରୀତା ସାହୁ ଓ ବ୍ଲକ ଅଧ୍ଯକ୍ଷ ମୋତିରାମ ସାହୁଙ୍କୁ ଶିକ୍ଷକ ଭବନରୁ ଏସଏଚଜି ଭବନକୁ ପାଛୋଟି ନିଆଯାଇଥିଲା। ବିଜୟ ରଞ୍ଜନ ଦାସ ସମାରୋହକୁ ସଂଯୋଜନା କରିଥିବାବେଳେ, ପ୍ରେମରାଜ ପଧାନ ଧନ୍ଯବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026

You Might Also Like