-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||     

HOME   ଜିଲ୍ଲା

ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ବିଭିନ୍ନ ୪୯ ଅଭିଯୋଗ ଦରଖାସ୍ତ ଗ୍ରହଣ : ତୁରନ୍ତ ସମାଧାନ ହେଲା ୧୯ ଅଭିଯୋଗ :

05-Sep-2022



ସୁବର୍ଣ୍ଣପୁର,ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ  ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୫ ଗୋଟି,  ସାମୁହିକ ଦରଖାସ୍ତ 0୪ ଗୋଟି ରହିଥିବା ସୂଚନା ପ୍ରଦାନ କରାଯାଇଛି l ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ୧୯ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୩0 ଟି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଏହି ଅବସରରେ ବ୍ଲକ ପ୍ରଶାସନ ବିନିକା ତରଫରୁ ଚରଦା ଗ୍ରା.ପ. ଅନ୍ତର୍ଗତ ଫୁଲମୁଠି ନିବାସୀ ଵିନତୀ କରାଲି ଙ୍କୁ ମଧୁବାବୁ ପେନସନ ଯୋଜନାରେ  ଅନ୍ତର୍ଭୁକ୍ତ କରାଯାଇ  ମାସକୁ ୫00/- ଟଙ୍କା ର ସହାୟତା ପ୍ରଦାନ କରାଯାଇଛିl ପୁନଶ୍ଚ ବିନିକା ତହସିଲ କାର୍ଯ୍ୟାଳୟ ତରଫରୁ ତହସିଲ ଅନ୍ତର୍ଗତ ମହଦା ଗ୍ରାମ ର ଦଇତି ଭୁଏ, ପଦ୍ମିନୀ ଗଡ଼ତିଆ, ବୁଇ ସା, ଓ ବାସନ୍ତୀ ସା, ସିଆଲି ଗ୍ରାମ ର ଚନ୍ଦ୍ରକାନ୍ତି ତାଣ୍ଡି, ତୁଲୁଣ୍ଡୁପାଲି ର ପାର ଗଡ଼ତିଆ, ସିଂହୀଯୁବା ର ମାଳତୀ ନାଏକ, ଓ ଅନୁସୟା ବିଶ୍ୱାଳ ପ୍ରଭୁତି 0୮ ଜଣ ଭୂମିହୀନ ଙ୍କୁ ବସୁନ୍ଧରା ଯୋଜନାରେ ଘରଡ଼ିହ ପଟ୍ଟା ପ୍ରଦାନ କରାଯାଇଛି l ଗୋଷ୍ଠୀ ଉନ୍ନୟନ ଅଧିକାରୀ,ବିନିକା ଶ୍ରୀ ବ୍ୟାସଦେବ ବେହେରା ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଲା ଉନ୍ନୟନ ତଥା ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ନିହାର ରଞ୍ଜନ କଁହର,ଉପ ଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର , ତହସିଲଦାର ବିନିକା, ମୁକ୍ତେଶ୍ଵର ପାଣିଗ୍ରାହୀ,ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ପ୍ରମୁଖ ଯୋଗଦାନ କରିଥିଲେ l ଅଦ୍ୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଗତ ଏକ ମାସ ମଧ୍ୟରେ ବିନିକା ବ୍ଲକ ର ବିଭିନ୍ନ ସମସ୍ୟା ଉପରେ ପ୍ରକାଶିତ ଖବର ଉପରେ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରି, ବିଭାଗୀୟ ଅଧିକାରୀ ମାନେ ଅଂଚଳର ଜନ ଜୀବନ କୁ ପ୍ରଭାବିତ କରୁଥିବା ଭଳି ବିଭାଗୀୟ ଖବର ଗୁଡିକୁ ଗୁରୁତ୍ୱର ସହ ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026

You Might Also Like