-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||     

HOME   ଜିଲ୍ଲା

ପଖନମୁଣ୍ଡା ବିଦ୍ୟାଳୟରେ ସ୍ୱଛ୍ଛତା ପକ୍ଷ ପାଳିତ ।

05-Sep-2022



କଣ୍ଟାବାଞ୍ଜି(ପ୍ରେରଣା ଖବର) ତୁରେକେଲା ବ୍ଳକ ଅନ୍ତର୍ଗତ ମାନ୍ଦଲା କ୍ଳଷ୍ଟରର ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍ୱଛ୍ଛତା ପକ୍ଷ ପାଳନ ଆରମ୍ଭ ହୋଇଯାଇଛି।ସାରା ଭାରତବର୍ଷରେ ଅମୃତ ମହୋତ୍ସବ ଚାଲିଛି ତେଣୁ ଏହି ପରିପ୍ରେକ୍ଷୀରେ ଆଜି ବିଦ୍ୟାଳୟରେ ପବିତ୍ର ଗୁରୁଦିବସ ପାଳିତ ହୋଇଥିଲା।ସରକାରୀ ନିର୍ଦ୍ଦେଶ ଅନୁସାରେ ଆଜି ସକାଳେ ଛାତ୍ରଛାତ୍ରୀ ଓ ଶିକ୍ଷକବୃନ୍ଦ ରାମଧୁନ ଗାଇ ପ୍ରଭାତଫେରି କରିଥିଲେ।ତାପରେ ବିଦ୍ୟାଳୟକୁ ଫେରି ବିଦ୍ୟାଳୟ ପରିସର ଓ ଆଖପାଖ ଅଞ୍ଚଳକୁ ସଫା କରିଥିଲେ।ତାପରେ ବିଦ୍ୟାଳୟରେ ପ୍ରଧାନଶିକ୍ଷକ ଶ୍ରୀ ବିରଂଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ସଭାରେ ସର୍ବପ୍ରଥମେ ଡ.ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଓ ଦୀପ ପ୍ରଦାନ କରାଯାଇଥିଲା।ଉପସ୍ଥିତ ଛାତ୍ରଛାତ୍ରୀ ଓ ଶିକ୍ଷକ ମନୋଜ କୁମାର ତାଣ୍ଡି, ବିଶେଶ୍ୱର ମୁଦୁଲି ଗୁରୁଦିବସର ମହତ୍ତ୍ଵ ବର୍ଣ୍ଣନା କରିଥିଲେ।ତାପରେ ଛାତ୍ରଛାତ୍ରୀ ମାନେ ଶିକ୍ଷକ ମାନଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ଏବଂ କଲମ ଉପହାର ଦେଇଥିଲେ।ପରିଶେଷରେ ବିସ୍କୁଟ ଓ ଚକୋଲେଟ ବଣ୍ଟନ କରି ସଭା ସାଙ୍ଗ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026

You Might Also Like