-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ଆଜି ହେଉଛି ସେପ୍ଟେମ୍ବର ୫ ତାରିଖ, ଭାରତର ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ସର୍ବପଲ୍ଲ୍‌ି ରାଧାକୃଷ୍ଣଙ୍କ ଜନ୍ମ ଦିନ

05-Sep-2022



ଆଜି ହେଉଛି ସେପ୍ଟେମ୍ବର ୫ ତାରିଖ, ଭାରତର ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ସର୍ବପଲ୍ଲ୍‌ି ରାଧାକୃଷ୍ଣଙ୍କ ଜନ୍ମ ଦିନ ।  ଏହି ଦିନକୁ ସାôା ଭାରତରେ  ଗୁରୁ ଦିବସ ଭାବେ ପାଳନ କରାଯାଇଥାଏ । । ଆଜି ବଲାଙ୍ଗୀର ସହରର ବିଭିନ୍ନ ସ୍ଥାନରେ ଗୁରୁ ଦିବସକୁ ମହାସମାରୋହରେ ପାଳନ କରାଯାଇଛି । ବଲାଙ୍ଗୀର ନାଗରିକ କମିଟି ପକ୍ଷରୁ ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ପାଳିତ ହୋଇଥିବା ଗୁରୁଦିବସରେ ମୁଖ୍ୟ ଅତିଥି ଭାବରେ ପ୍ରଫେସର ମଧୁସୂଦନ ପତି ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ଭାବରେ କମିଟିର ପୂର୍ବତନ ସଭାପତି ଡ. ଲକ୍ଷ୍ମୀକାନ୍ତ ପଟ୍ଟନାୟକ ମଂଚାସୀନ ଥିଲେ । ନାଗରିକ କମିଟିର ସାଧାରଣ ସଂପାଦକ ମନୋରଂଜନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ କମିଟିର ସଭାପତି ବେଲାରସିଂ ଭୋଇ ଯୋଗ ଦେଇ ଗୁରୁ ଦିବସ ର ତାତ୍ପର୍ଯ୍ୟ ସଂପର୍କରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ସେହିପରି ମନୋହରପୁର ପୋଲିସ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ବିଜୟଲକ୍ଷ୍ମୀ ମିଶ୍ରଙ୍କ ଆବାହକତ୍ୱରେ ଗୁରୁ ପୂଜନ ଓ ଗୁରୁଦିବସ ପାଳିତ ହୋଇଯାଇଛି ।  ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ପ୍ରଭାତଫେରି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । 
ବଲାଙ୍ଗୀର ଟିକ୍ରାପଡା ଛକସ୍ଥିତ ଅନନ୍ୟା ଜୁଏଲେରୀ ପକ୍ଷରୁ ମଧ୍ୟ ଗୁରୁ ଦିବସ ପାଳିତ ହୋଇଥିଲା । ଗୁରୁ ମାନଙ୍କ ଆଶିର୍ବାଦ ବିନା କୌଣସି ଜିନିଷ ସମ୍ଭବ ନୁହେଁ । ତେଣୁ ଗୁରୁ ମାନଙ୍କ ଆଶିର୍ବାଦ ଭିକ୍ଷା କରି ନିଜର ଜୀବନ କୁ ସରସ ସୁନ୍ଦର କରିବା ପାଇଁ ଅନନ୍ୟା ଜୁଏଲରର୍ସ ଆଜି ଏପରି ଏକ ଅଭିନବ କାର୍ଯ୍ୟକ୍ରମ ହାତକୁ ନେଇଥିଲା । ଏଥିରେ ଅନ୍ୟନ୍ୟା ଜୁଏଲେରୀ ର ସମସ୍ତ କର୍ମଚାରୀ ଓ ନିର୍ଦ୍ଦେଶକ ଅନୀଲ କୁମାର ସାହୁ ଉପସ୍ଥିତ ଥିଲେ । ଏହି ଅବସରରେ କିଛି ବରିଷ୍ଠ ଶିକ୍ଷକଙ୍କୁ ସମ୍ମାନିତ କରାଯାଇଥିଲା ।  ଗ୍ରାହକ ମାନଙ୍କୁ ମିଷ୍ଠାନ୍ନ ବଂଟନ କରାଯାଇ ସ୍ୱାଗତ କରାଯାଇଥିଲା ।  ଆଜି ବଲାଙ୍ଗୀର ସହରର ମଣ୍ଟେସୋରୀ ପବ୍ଲିକ ସ୍କୁଲ, କେନ୍ଦ୍ରୀୟ ବିଦ୍ୟାଳୟ, ୟୁବୋଦୟ କଲେଜ, ଜେଆଇଟିଏମ ଓ ସିଏମ୍‌ସି କମର୍ସ କଲେଜ ଓ ଜେଏସ୍‌ଏମ କମର୍ସ କଲେଜରେ ମଧ୍ୟ ଗୁରୁଦିବସ ପାଳନ କରାଯାଇଥିଲା । ଛାତ୍ରଛାତ୍ରୀ ମାନେ ନିଜ ଜୀବନରେ ସଫଳତା ପାଇଁ ଗୁରୁ ମାନଙ୍କ ଆଶିର୍ବାଦ ଭିକ୍ଷା କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like