-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||     

HOME   ଜିଲ୍ଲା

ଗୁରୁ ଦିବସରେ ଛାତଛାତ୍ରୀଙ୍କୁ ଦିଗଦର୍ଶନ ଦେଲେ ଜିଲ୍ଲାପାଳ

05-Sep-2022



ବୌଦ୍ଧ:  ବୌଦ୍ଧ ଜିଲା ସଂଗ୍ରହାଳୟଠାରେ ଜିଲ୍ଲାପାଳ ସତ୍ୟ ରଞ୍ଜନ ସାହୁ ପବିତ୍ର ଗୁରୁଦିବସ ଉପଲକ୍ଷେ ଛାତ୍ରଛାତ୍ରୀମାନଙ୍କୁ ଦିଗଦର୍ଶନ ଦେବା ସହିତ ଅନେକ ମୂଲ୍ୟବାନ ପରାମର୍ଶ ଦେଇଥିଲେ । ପ୍ରତ୍ୟେକ ଛାତ୍ରଛାତ୍ରୀ ନିଜର ଜ୍ଞାନ ବୃଦ୍ଧି ନିମନ୍ତେ ବିଦ୍ୟାଳୟରେ ନିୟୁଜ କର୍ଣ୍ଣରରେ ପ୍ରତିଦିନ ଦେଶ ବିଦେଶର ଖବର ପଢିବାକୁ ଜିଲାପାଳ ଶ୍ରୀସାହୁ ପରାମର୍ଶ ଦେବା ସହିତ  ବିଦ୍ୟାଳୟ ପକ୍ଷରୁ ଛାତ୍ରଛାତ୍ରୀଙ୍କୁ ଓଡ଼ିଆ ଓ ଇଂରାଜୀ ଖବରକାଗଜ ପଢିବାର ସୁଯୋଗ ପ୍ରଦାନ କରିବାକୁ କହିଥିଲେ । ଗୁରୁଦିବସ ପାଳନର ତାତ୍ପର୍ଯ୍ୟ ଓ ଗୁରୁତ୍ୱ ସଂପର୍କରେ ବୁଝାଇ ଜୀବନରେ ଜଣେ ସଫଳ ମଣିଷ ହେବାକୁ  ଛାତ୍ରଛାତ୍ରୀମାନଙ୍କୁ ଜିଲ୍ଲାପାଳ ଦିଗଦର୍ଶନ ଦେଇଥିଲେ । ଯୋଗୀନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଜିଲ୍ଲା ସଂଗ୍ରହାଳୟ ବୁଲିବା ଅବସରରେ

ଜିଲ୍ଲାପାଳଙ୍କ ସହିତ ଏହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଜିଲ୍ଳାପାଳ ଶ୍ରୀସାହୁ ଛାତ୍ରଛାତ୍ରୀଙ୍କ ସହିତ ସଂଗ୍ରହାଳୟ ବୁଲିଦେଖିବା ସହ ନୂତନ ଭାବରେ ଚାଲିଥିôବା ନିର୍ମାଣ କାର୍ଯ୍ୟର ଅଗ୍ରଗତି ସଂପର୍କରେ ପଚାରି ବୁଝିଥିଲେ । ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ବବିତାରାଣୀ ଦଳବେହେରା,ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର,ତହସିଲଦାର ଦେବିପ୍ରସାଦ ଦାଶ,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର,ଜିଲା ସଂସ୍କୃତି ଅଧିକାରୀ ଶୁକ୍ରୁ ସ୍ୱାଇଁ ,ଆର୍କିଟେକ ସୁମନ ଷଡଙ୍ଗୀ ଏବଂ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026

You Might Also Like