-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ / ବିଭିନ୍ନ ବିଭାଗ ପକ୍ଷରୁ ଚାଲିଥିବା ପ୍ରକଳ୍ପ ଗୁଡିକ ସଂପର୍କରେ ସମୀକ୍ଷା କଲେ ଜିଲ୍ଲାପାଳ

06-Sep-2022



ବୌଦ୍ଧ,  ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ବିଭାଗ ପକ୍ଷରୁ ଚାଲିଥିବା ପ୍ରକଳ୍ପ ଗୁଡିକ ସଂପର୍କରେ ସମୀକ୍ଷା ବୈଠକ କରାଯାଇଥିଲା । ତନମଧ୍ୟରେ ଏନଏସିର ବିଭିନ୍ନ ସ୍କିମ ଓ ପ୍ରକଳ୍ପ ଯଥା ମୁକ୍ତା ସ୍ମିମ, ବର୍ଷାଜଳ ସଂରକ୍ଷଣ ପ୍ରକଳ୍ପ, ଚଲାପଥ, ମିନି ପାର୍କ, ଭେଣ୍ଡିଂ ଜୋନ,ଖେଳପଡିଆ ଉନ୍ନତିକରଣ ତାହାସହିତ କ୍ରିଡାର ଭିତିଭୂମିକୁ ସୁଦୃଢ କରିବା ପାଇଁ ବିଭିନ୍ନ ପଦକ୍ଷେପ ତଥା ଜିଲା ସଂଗ୍ରହାଳୟର ସମୀକ୍ଷା ସହିତ ବକେୟା ଥିବା ପ୍ରକଳ୍ପ କାର୍ଯ୍ୟ ଗୁଡିକୁ ଶିଘ୍ର ସମାପ୍ତ କରିବା ପାଇଁ ଅଧିକାରୀମାନଙ୍କୁ ନର୍ଦ୍ଦେଶ ଦେଇଥିଲେ । ପ୍ଲାଷ୍ଟିକ ବର୍ଜନ ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ଅଧ୍ୟକ୍ଷତାରେ ବୈଠକ କରାଯିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।  ପରେ ପରେ ଷ୍ଟାଡିୟମ, ସନ୍ତରଣାଗାର,ଇଣ୍ଡୋର ଷ୍ଟାଡିୟମ, ରେଭିନ୍ୟୁ କ୍ୱାର୍ଟର, ମାଷ୍ଟରଲାଇନ କ୍ୱାର୍ଟର ବୁଲି ଦେଖିବାପରେ  ସମସ୍ତ କ୍ୱାର୍ଟର ର ମରାମତି ତଥା ପୁର୍ନନିର୍ମାଣ ପାଇଁ ପୁର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ପରେପରେ ଆହାର କେନ୍ଦ୍ର ପରିଦର୍ଶନ କରିବା ସହିତ ପୁରୁଣା ବସଷ୍ଟାଣ୍ଡର ଉନ୍ନତିକରଣ ଓ ସଂପ୍ରସାରଣ ପାଇଁ ଜାଗା ବୁଲି ଦେଖିଥିଲେ । ଏହି ପରିଦର୍ଶନ ସମୟରେ ଅତିରିକ୍ତ ଜିଲ୍ଳାପାଳ ବବିତାରାଣୀ ଦଳବେହେରା,କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଅଶ୍ୱିନୀ କୁମାର ମେହେର,ପୁର୍ତ୍ତବିଭାଗ ଅଧିକ୍ଷଣ ଯନ୍ତ୍ରୀ ପ୍ରଭାତ ଦାସ ଓ ସହକାରୀ ଯନ୍ତ୍ରୀ ନିରଞ୍ଜନ ଧଳ ,ଏନଏସି ର ନିର୍ବାହୀ ଅଧିକାରୀ ଇଂ.ମନୋରଞ୍ଜନ ପଣ୍ଡା,ବୌଦ୍ଧ ବିଡିଓ ଅବିନାଶ ପାଣ୍ଡିଆ, ଜିଲା ସଂସ୍କୃତି ଅଧିକାରୀ ଶୁକ୍ରୁ ସ୍ୱାଇଁ ,ଆର୍କିଟେକ ସୁମନ ଷଡଙ୍ଗୀ ଓ ଡିଆଇପିଆରଓ  ,ମତ୍ସ୍ୟ ବିଭାଗ,ବିଦ୍ୟୁତ ବିଭାଗର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like