-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଶିଶୁର ପୂର୍ଣଙ୍ଗ ବିକାଶରେ ଗୁରୁ ମୁଖ୍ୟ ଭୂମିକା ନିର୍ବାହ କରନ୍ତି

06-Sep-2022



ସଇଁତଳା (ଅନ୍ତର୍ଯ୍ୟାମୀ ସାହୁ) ଶିକ୍ଷା ହେଉଛି ଶିଶୁର ବ୍ୟବସ୍ଥିତ ସୁସଙ୍ଗତ ଏବଂ ପ୍ରଗତିଶୀଳ ବିକାଶ : ସର୍ଵପଲ୍ଲୀ ରାଧାକୃଷ୍ଣ । ଶିକ୍ଷା ଏକ ଜୀବନ ବ୍ୟାପି ପ୍ରକ୍ରିୟା ହୋଇଥିବାରୁ ଶିଶୁର ପୂର୍ଣଙ୍ଗ ବିକାଶରେ ଗୁରୁ ମୁଖ୍ୟ  ଭୂମିକା  ନିର୍ବାହ କରନ୍ତି ବୋଲି ସଇଁତଲା ବ୍ଲକ ଅନ୍ତର୍ଗତ  ଡେଙ୍ଗ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ  ଚଣ୍ଡାଳ ମିଶ୍ର  ପବିତ୍ର ଗୁରୁ ଦିବସରେ ମତପ୍ରକାଶ କରିଥିଲେ ।  ପ୍ରଧାନଶିକ୍ଷକଙ୍କ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମରେ ସର୍ବପ୍ରଥମେ ଶିକ୍ଷକ, ଶିକ୍ଷୟତ୍ରୀ

ଓ ଛାତ୍ର ଛାତ୍ରୀ ସର୍ଵପଲ୍ଲୀ ରାଧାକୃଷ୍ଣଙ୍କ ଫୋଟ ଚିତ୍ରରେ ପୁଷ୍ପଗୁଚ୍ଛ ମାଲ୍ୟାର୍ପଣ କରି କାର୍ଯ୍ୟକ୍ରମ ଶୁଭାରମ୍ଭ  ହୋଇଥିଲା । ଛାତ୍ର ଛାତ୍ରୀ ଦ୍ୱାରା ଗୁରୁ ପୂଜନ କାର୍ଯ୍ୟକ୍ରମ ସମ୍ମଦିତ ହୋଇଥିଲା । ଶିକ୍ଷକ ବିଶ୍ୱନାଥ ମେହେର, ସୁଦର୍ଶନ ଦାଶ, ଲିଙ୍ଗରାଜ ନନ୍ଦ,  ସମିର ସେଠି, ଦିପକସେନ ଧରୁଆ, ରାମ ନାରାୟଣ ଦାଶ ଶିକ୍ଷୟତ୍ରୀ ରେଣୁକା ସାହୁ, ଗାୟତ୍ରୀ ବାରିକ, 

କାନ୍ତୀ ଭୋଇ, ଯଶୋବନ୍ତୀ ସୁନା ଛାତ୍ରୀ ସୋଦାମିନୀ ରଣା,  ଲିପ୍ସା ରଣା, ଦୁଲ୍ଲବୀ ରଣା, ବର୍ଷା ରଣା, ସୁପ୍ରିୟା ରଣା, ମାମୁନୀ ପ୍ରଧାନ ପ୍ରମୁଖ ରାଧାକୃଷ୍ଣଙ୍କ ସୃତି ଚରଣ କରିଥିଲେ । ଖେଳ ଶିକ୍ଷକ ହିମାଂଶୁ ଶେଖର ବିଶ୍ୱାଲଙ୍କ ନେତୃତ୍ୱରେ ସକାଳୁ ଛାତ୍ର ଛାତ୍ରୀଙ୍କୁ ନେଇ ପ୍ରଭାତଫେରି  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶିକ୍ଷୟିତ୍ରୀ ଦ୍ରୋପଦି ଭୋଇ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲା ବେଳେ ଦଶମ ଶ୍ରେଣୀ ଛାତ୍ର ୟଶପାଳ ସିଂ ରଣା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like