-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ମା ଦୁର୍ଗା ଯୁବକ ସଂଘ ର ୫୭ ତମ ବାର୍ଷିକ ଉତ୍ସବ

06-Sep-2022



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ କର୍ଲାମୁଣ୍ଡା ବସ୍ତି ଭୀମନଗର ପଡା ଠାରେ ସୋମବାର ରାତି ମା ଦୁର୍ଗା ଯୁବକ ସଂଘର ୫୭ ତମ ବାର୍ଷିକ ଉତ୍ସବ ଓ ନୂଆଖାଇ ଭେଟଘାଟ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯୁବକ ସଂଘ ସଭାପତି ଟିକ ବାଗଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ, ମୁଖ୍ୟ ବକ୍ତା ଭାବେ ସମ୍ବାଦୀକ ପ୍ରଦୀପ କୁମାର ସାହୁ, କାନ୍ହୁ ଚରଣ ସାହୁ, ସଞ୍ଜୁ ସାହୁ,ସ୍ଥାନୀୟ ବିଦ୍ୟାଳୟ ଶିକ୍ଷକ ବୁଧେଶ୍ବର ନାଗ ପ୍ରମୁଖ ଯୋଗ ଦେଇ କଳା ସଂସ୍କୃତ ର ସୁରକ୍ଷା ପାଇଁ ଯୁବକ ସଂଘ ର ଉଦ୍ୟମକୁ ପ୍ରଂଶସା କରିଥିଲେ।ଏହି ଅବସରରେ ଅୟୋଜିତ ଡାନ୍ସ ପ୍ରତିଯୋଗିତାରେ କନିଷ୍ଟ ବର୍ଗରେ ଅନ୍ୱେସା ପୁଟେଲ(ପ୍ରଥମ)ମୁସ୍କାନ ବାରିକ (ଦ୍ୱିତୀୟ) ବୀଣା ନାଗ( ତୃତୀୟ) ଓ ବରିଷ୍ଠ ବର୍ଗରେ ଡାଇମଣ୍ଡ ଗ୍ରୁପ ଚିତଲପଟା (ପ୍ରଥମ) ରାଇସିଙ୍ଗ ଷ୍ଟାର ଗ୍ରୁପ ସରଦାପୁର( ଦ୍ୱିତୀୟ) ଏବଂ ପରି ଭୋଇ (ତୃତୀୟ) ସ୍ଥାନ ଅଧିକାର କରିଥିଲେ।ବିଜୟୀ ପ୍ରତିଯୋଗୀ ମାନଙ୍କୁ ନଗଦ ଅର୍ଥରାଶି ପ୍ରଦାନ କରାଯାଇଥିଲା।ସଭା କାର୍ଯ୍ୟ ରେ ଅଧ୍ୟାପକ ଗୌର ସୁନା ସଂଯୋଜାନ କରିଥିବା ବେଳେ ଅଭିମନ୍ୟୁ ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ। ଡାନ୍ସ କାର୍ଯ୍ୟକ୍ରମ ରେ ଆଶିଷ ସାହୁ,ମୁକେଶ ସାହୁ,ଟୁନୁ ନନ୍ଦ ପରିଚାଳନା କରିଥିଲେ ଓ ବିଚାରକ ଭାବେ କଲ୍ୟାଣ ନାଏକ,ହିମାଂଶୁ ମାଝୀ ରହିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ସୁଶାନ୍ତ ବାଗ,ଦିନେଶ କୁମାର,କିଶୋର ବାଗ,ଗଣେଶ କୁମାର,ପ୍ରଶାନ୍ତ ବାଗ,ପ୍ରକାଶ କୁମାର, ସୁଦେଶ କୁମାର,ତରୁଣ କୁମାର,ଉତ୍ତମ ବାଗ,ବିକାଶ କୁମାର, ଶଙ୍କର କୁମାର, ଅକ୍ଷୟ ବାଗ, ତାପସ କୁମାର, ଲକ୍ଷଣ ନାଏକ, ରାକେଶ କୁମାର,ସୁନିଲ ବାଗ,ଅଲୋକ ବାଗ,ଶୁଭମ ବାଗ,ଅନୀଲ କୁମାର, ସୌମ ବାଗ, ଯୁଗ ସୁନା,ଖଗବାଗ, ହୃଷିକେଶ ବାଗ,ଶିବା, ସୋରି ତଥା ପଡା ବାସୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like