-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ନୁଆଁ ଖାଇ ଆମ ସଂସ୍କୃତି ସହିତ ଅଙ୍ଗା ଅଙ୍ଗି ଭାବେ ଜଡିତ *ବୟନ ଶିଳ୍ପ ର ଅଭିବୃଦ୍ଧି ରେ ସମସ୍ତ ଙ୍କ ସହଯୋଗ କୁ ପ୍ରଂଶଂସା କଲେ ଜ଼ିଲ୍ଲାପାଳ* -- *ଯେଉଁ ଦେଶ ର ସଂସ୍କୃତି ଯେତେ ବିକାଶଶୀଳ ସେ ଦେଶ ସେତେ ବିକାଶଶୀଳ* -- *ଏଡିଏମ ଶ୍ରୀ ଦାଶ*--

06-Sep-2022



ସୁବର୍ଣ୍ଣପୁର -(ମନୋରଂଜନ ତ୍ରିପାଠୀ) ଆଜି ସୁବର୍ଣ୍ଣପୁର ଜ଼ିଲ୍ଲା ସଂସ୍କୃତି ପରିଷଦ ଓ ଜ଼ିଲ୍ଲା କଳା ସଂସ୍କୃତି ସଂଘ ପକ୍ଷରୁ ସଂସ୍କୃତି ଭବନ ଠାରେ ନୁଆଁ ଖାଇ ଭେଟ ଘାଟ ପାଳନ କରାଯାଇଛି l ଏହି କାର୍ଯ୍ୟକ୍ରମ କୁ ସୁବର୍ଣ୍ଣପୁର ଜ଼ିଲ୍ଲା ପରିଷଦ ଅଧ୍ୟକ୍ଷା  ସୁପାର ଠେଲା ଉଦଘାଟନ କରିଥିବା ବେଳେ ମୁଖ୍ୟ ଆକର୍ଷଣ ଜ଼ିଲ୍ଲାପାଳ ଅବୋଲି ସୁନୀଲ ନର୍ଭଣେ ଯୋଗ ଦେଇ ଚାଷୀ ଙ୍କ ସ୍ୱତନ୍ତ୍ର ପର୍ବ ହେଉଛି ନୁଆଁଖାଇ ଏବଂ  ସଂସ୍କୃତି ସହିତ ଏହା ଅଙ୍ଗା ଅଙ୍ଗି ଭାବେ ଜଡିତ ବୋଲି ମତ ରଖି ଜ଼ିଲ୍ଲା ର ବୟନ ଶିଳ୍ପ ଅଭିବୃଦ୍ଧି ରେ ମିଡ଼ିଆ, ପ୍ରଶାସନ ଓ ଜ଼ିଲ୍ଲା ବାସୀ ଙ୍କ  ଉଦ୍ୟମ ଓ ସହଯୋଗ ପାଇଁ ଭୁୟସୀ ପ୍ରଶଂସା କରିଥିଲେ l  ଏବଂ ଆମ ଏଇ ଉତ୍ସାହ ହିଁ  ଉସ୍ସବ ବୋଲି ସମ୍ମାନିତ ଅତିଥି ଏ ଡି ଏମ ରାଜସ୍ବ ସୂର୍ଯ୍ୟ ନାରାୟଣ ଦାଶ ମତ ରଖି  ଅସମ୍ପୂର୍ଣ୍ଣତା ଭିତରେ ପୂର୍ଣ୍ଣତା ଦେଖିବା ହିଁ ଆମ  ସଂସ୍କୃତି କହି   ଅନ୍ନ କୁ ବ୍ରହ୍ମ ସହିତ ତୁଳନା କରି ଥିଲେ l ଆଉ ଯେଉଁ ଦେଶ ର ସଂସ୍କୃତି ଯେତେ ବିକାଶଶୀଳ ସେଇ ଦେଶ ସେତେ ବିକାଶଶୀଳ ବୋଲି ଶ୍ରୀ ଦାଶ ମତ ରଖିଥିଲେ l ଅନ୍ୟତମ ଅତିଥି ଭାବେ ଏଡିଏମ ଜେନେରାଲ ଶ୍ରୀମତୀ ନିଶି ପୁନମ   ମିଞ୍ଜ, ଜ଼ିଲ୍ଲା କଳା ସଂଘ ର ଉପ ସଭାପତି ମାନ ଭଂଜନ ମିଶ୍ର, ଶାଶ୍ୱତ ତ୍ରିପାଠୀ  ଯୋଗ ଦେଇ କଳାକାର ଙ୍କୁ ଉତ୍ସାହିତ କରିଥିଲେ l  ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଟ୍ରେଣ୍ଡି ଏକାଡେମୀ, ରୁମକୁଝୁମନା, ପ୍ରମୁଖ ଅନୁଷ୍ଠାନ ଓ ଅନେକ କଳାକାର ସାମିଲ ହୋଇ ନାଚ ଗୀତ ପରିବେଷଣ କରିଥିଲେ l ସଭା କାର୍ଯ୍ୟ କୁ ବିଦ୍ୟା ପତି ପଣ୍ଡା ସଂଯୋଜନା କରିଥିବା ବେଳେ ସଂସ୍କୃତି ଅଧିକାରୀ ୟମୁନା ପଧାନ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like