-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ୱାର୍ଡ ନଂ -୧ ରଜକ ସମାଜର ନୁଆଁଖାଇ ଭେଟଘାଟ

06-Sep-2022



କଣ୍ଟାବାଞ୍ଜି (ଆନନ୍ଦ ମୋଟେ) କଣ୍ଟାବାଞ୍ଜି ୱାର୍ଡ଼ ନଂ ୧ ଧୋବାପଡା ରଜକ ସମାଜ ପକ୍ଷରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | ଶ୍ରୀ କୃଷ୍ଣ ସେଠ୍ ମା ପାଟଣେଶ୍ୱରୀ ଙ୍କୁ ପୂଜାର୍ଚ୍ଚନା କରିବା ପରେ ସଭାପତି ଶ୍ରୀ ବିଜୟ କୁମାର ସେଠ୍ ଙ୍କ ସଭାପତିତ୍ୱ ରେ ସଭାକର୍ଯ୍ୟ ଆରମ୍ଭ ହୋଇଥିଲା | ପୂର୍ବତନ ସମ୍ପାଦକ ଚିନ୍ତାମଣି ସେଠ୍ ସଭାପରିଚାଲନା କରିଥିଲେ | ସଭାପତି ବିଜୟ କୁମାର

ସେଠ୍, ସମ୍ପାଦକ ଶ୍ରୀ ଶଶୀଭୁଷଣ ସେଠ୍,ସମାଜର ବୟୋଜ୍ୟୋଷ୍ଠ ତଥା ଉପଦେଷ୍ଟା କମିଟି ଦଭ୍ୟ ଶ୍ରୀ ଯୋଗୀନ୍ଦ୍ର ସେଠ୍,ଶ୍ରୀ କୃଷ୍ଣ ସେଠ୍,ଶ୍ରୀ ଦୟାନିଧି ସେଠ୍,ଶ୍ରୀ ଶ୍ରୀକର ସେଠ୍, ପୂର୍ବତନ ସଭାପତି ଶ୍ରୀ ଜଗନ୍ନାଥ ସେଠ୍,ପୂର୍ବତନ ଉପସଭାପତି ଶ୍ରୀ କାହ୍ନୁ ସେଠ୍,ଉପସଭାପତି ଶ୍ରୀ ବନମାଳୀ ସେଠ୍,କୋଷାଧ୍ୟକ୍ଷ ଶ୍ରୀ ଜୟରାଜ ସେଠ୍, ବୟୋଜ୍ୟୋଷ୍ଠ ଶ୍ରୀ କାଳୁଚରଣ ସେଠ୍ ଏବଂ ବୀରବର ସେଠ୍ ମଞ୍ଚାସିନ ଥିଲେ | କିଛି ବୟୋଜ୍ୟୋଷ୍ଠ ବ୍ୟକ୍ତି ମାନଙ୍କୁ ସମ୍ମାନିତ କରାଯାଇଥିଲା | ସୁଦର୍ଶନ ସେଠ୍,ଜଗଦୀଶ ସେଠ୍,ଚକଶୀର ସେଠ୍, ରାମ ସେଠ୍, ବିର୍ଜୁ ସେଠ୍, ତୀର୍ଥ ସେଠ୍,ଶମ୍ବୁ ସେଠ୍, ପିଙ୍କୁ ସେଠ୍,ଅନିଲ ସେଠ୍,ବୁଲୁ ସେଠ୍ ଓ ସମାଜର ସମସ୍ତ ପରିବାରର ସଭ୍ୟ ସଭ୍ୟା ଉପସ୍ଥିତ ଥିଲେ | ଶେଷରେ ସମ୍ପାଦକ ଶ୍ରୀ ଶଶୀଭୂଷଣ ସେଠ୍ ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like