-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||     

HOME   ଜିଲ୍ଲା

ଜିଲ୍ଳା ପାଠାଗାରର ଉନ୍ନତିକରଣ ଏବଂ ପରିଚଜାଳନା ସମ୍ବନ୍ଧୀୟ ପ୍ରସ୍ତୁତି ବୈଠକ

06-Sep-2022



ବୌଦ୍ଧ: ଆଜି ଅପରାହ୍ନ ୪.୩୦ ମିନିଟ ସମୟରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସତ୍ୟରଞ୍ଜନ  ସାହୁଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇ କାର୍ଯ୍ୟସୂଚୀ ଅନୁଯାୟୀ ସମୀକ୍ଷା କରାଯାଇଥିଲା । ସର୍ବପ୍ରଥମେ ଜିଲ୍ଲା ସଂସ୍କୃତି ଅଧିକାରୀ ଶୁକ୍ରୁ ସ୍ୱାଇଁ ବୈଠକକୁ ସମସ୍ତଙ୍କୁ ସ୍ୱାଗତ କରିବା ସହିତ ବିବରଣୀ ପାଠ କରିଥିଲେ । ଜିଲ୍ଲା ସଂସ୍କୃତି ଭବନର ରକ୍ଷଣା ବେକ୍ଷଣ ଏବଂ ସୁପରିଚାଳନା ନିମନ୍ତେ କମିଟି ଗଠନ କରାଯାଇ ବିଜ୍ଞାପିତ ଅଞ୍ଚଳ ପରିଷଦ ମାଧ୍ୟମରେ ଖାଲ ଯାଗାରେ ମାଟି ପକାଯିବା ସହିତ ସଂସ୍କୃତି ଭବନର ପୁନରୁଦ୍ଧାର କାର୍ଯ୍ୟ ସକାଶେ ବୈଠକରେ ଆଲୋଚନା କରାଯାଇଥିଲା । ତାହାସହିତ ଉକ୍ତ କୋଠାକୁ ସଂଲଗ୍ନ କରାଯାଇ ଜିଲ୍ଲା ସଂସ୍କୃତି ଅଧିକାରୀଙ୍କ କାର୍ଯ୍ୟାଳୟ ନିର୍ମାଣ କରାଯିବା ସକାଶେ ନିଷ୍ପତି ଗ୍ରହଣ କରାଯାଇଥିଲା । ପାଠକ ପାଠିକା ସଂଖ୍ୟା ବୃଦ୍ଧି କରାଯିବା ସହିତ ଇ ଲାଇବ୍ରେରୀ କର୍ଣ୍ଣର, ବରିଷ୍ଠ ନାଗରିକ ଲାଇବ୍ରେରୀ କର୍ଣ୍ଣର ଓ ଛୋଟ ପିଲାମାନଙ୍କ ଲାଇବ୍ରେରୀ କର୍ଣ୍ଣର କରାଯିବା ସକାଶେ ନିଷ୍ପତି ଗ୍ରହଣ କରାଯିବା ସହିତ ଆଜୀବନ ସଦସ୍ୟ ରହିବା ପାଇଁ ଶହେ ଟଙ୍କାର ଏକ ରସିଦ କାଟି ଅଧିକ  ଅଧିକ ସଦସ୍ୟ କିପରି ସଦସ୍ୟଭୁକ୍ତ ହୋଇପାରିବେ ଜିଲ୍ଲା ସଂସ୍କୃତି ଅଧିକାରୀ ଓ ରିତାକାନ୍ତି ବଳିୟାରସିଂହଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା । ଓଡ଼ିଶା ସରକାରଙ୍କ ରାଜ୍ୟ ସଂସ୍କୃତି ବିଭାଗକୁ ସଂସ୍କୃତି ଭବନ ପ୍ଲାନ, ଏଷ୍ଟିମେ. ଡିଜାଇନ ଖୁବ ଶିଘ୍ର ଅନୁମୋଦନ ପାଇଁ ପଠାଯିବ ଏବଂ ଲାଇବ୍ରେରୀର ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଲାଇବ୍ରେରୀର  ନଷ୍ଟ ହେବାକୁବସିଥିବା ପୁସ୍ତକ ଗୁଡିକର ସଂରକ୍ଷଣ ପାଇଁ ଉପଯୁକ୍ତ ପଦକ୍ଷେପ ନେବାକୁ ସଂସ୍କୃତି ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ବୈଠକରେ ଅତିରିକ୍ତ ଜିଲ୍ଳାପାଳ ବିବିତାରାଣୀ ଦଳବେହେରା, ନିର୍ବାହୀ ଅଧିକାରୀ ଏନଏସି ମନୋରଞ୍ଜନ ପଣ୍ଡା ,ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ,ସଂସ୍କୃତି ଅଧିକାରୀ ଶୁକ୍ରୁ ସ୍ୱାଇଁ ଓ ଲାଇବ୍ରେରିଆନ ଯୁଧିଷ୍ଠିର ପ୍ରଧାନୀ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026

You Might Also Like