-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||     

HOME   ଜିଲ୍ଲା

କୋସଲମହାବନ୍ଦ ଡାକରାରେ ବଲାଙ୍ଗୀର ଜିଲ୍ଲା ଠପ, ସ୍ବତନ୍ତ୍ର କୋସଲରାଜ୍ୟ ଦାବିରେ ସରକାରୀ,ବେସରକାରୀ କାର୍ଯ୍ୟାଳୟ,କୋର୍ଟକଚେରୀ,ସ୍କୁଲକଲେଜ ବନ୍ଦ

07-Sep-2022



ବଲାଙ୍ଗୀର(ପ୍ରେରଣା ଖବର) - ଓଡିଶା ସରକାରଙ୍କ ବୈମାତୃକ ମନୋଭାବ କାରଣରୁ କୋସଳାନ୍ଚଳ ଅବହେଳିତ ହୋଇରହିଛି । ଏହି ଅନ୍ଚଳରେ ବିକାଶ ପହଞ୍ଚୁ ନଥିବାରୁ ବେକାରୀ ସମସ୍ୟା, ଦାଦନସମସ୍ୟା ବଢିଚାଲିଛି । ତେଣୁ ସ୍ବତନ୍ତ୍ର କୋସଲରାଜ୍ୟ ଗଠନ ହିଁ ଶେଷ ବିକଲ୍ପ ବୋଲି କୋସଲବାଦୀ ସଂଗଠନମାନେ ଦାବି କରୁଛନ୍ତି । ଗତ ବିଧାନସଭା ଅଧିବେସନ ସମୟରେ କୋସଲବାଦୀ ସଂଗଠନମାନେ ଭୁବନେଶ୍ବରଠାରେ ସଫଳ ଆନ୍ଦୋଳନ କରୁସାରିବା ପରେ ଉତ୍ସାହିତ ହୋଇଛନ୍ତି । ଆଜି ପୁଣି କୋସଲାନ୍ଚଳରେ ବନ୍ଦ ଡାକରା ଦେଇଛନ୍ତି । କୋସଲ ମୁକ୍ତିମୋର୍ଚ୍ଚା, କୋସଲସେନା,

ପଶ୍ଚିମଓଡିଶା ଯୁବା ମଂଚ, ଲିବରେସନ ଫ୍ରଣ୍ଟ ଭଳି ଯୁବସଂଗଠନମାନେ ଆଜି ବନ୍ଦ ଡାକରା ଦିଆଯାଇଛି । କୋସଲ ମୁକ୍ତିମୋର୍ଚ୍ଚାର ଆବାହକ ଶିପୁନ ଖମାରୀ ତଥା ଅନ୍ୟାନ୍ୟ ସଂଗଠନମାନଙ୍କ ଯୁବ ନେତୃତ୍ବରେ ଆଜି ସକାଳୁ ପିକେଟିଂ କରାଯାଇଥିଲା । ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମେତ ସମସ୍ତ ସରକାରୀ,ବେସରକାରୀ କାର୍ଯ୍ୟାଳୟ, କୋର୍ଟକଚେରୀ, ଡାକଘର, ବୀମା କାର୍ଯ୍ୟାଳୟ, ଦୋକାନବଜାର, ଯାନବାହନ ଚଳାଚଳ ବନ୍ଦ ରହିଥିଲା । ଆଜିର ବନ୍ଦରେ ଶତାଧିକ ମହିଳା ମଧ୍ୟ ଯୋଗଦେଇଥିଲେ । ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଥିଲା । ଏଠାରେ କୋସଲରାଜ୍ୟ ଗଠନ ଓ କୋସଲୀ ଭାଷାକୁ ସାମ୍ବିଧାନୀକ ସ୍ବିକୃତି ଦେବାକୁ ଦାବି କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି   10-Jul-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ   10-Jul-2026
  ଜିଲ୍ଲା  
ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   10-Jul-2026
  ରାଜ୍ୟ  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026

You Might Also Like