-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||     

HOME   ଜିଲ୍ଲା

ତହସିଲ କାର୍ଯ୍ୟାଳୟରେ ଗାଈଗୋରୁ ପୁରାଇ ଅନଶନ ଧମକ ଦେଲେ କର୍ତ୍ତଙ୍ଗ ଗ୍ରାମବାସୀ

07-Sep-2022



ବିନିକା(ହିମାଂଶୁ ଶେଖର ପୁଟେଲ) ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକର ଲୋକକଳା ଗ୍ରାମ ଭାବେ ପରିଚିତ କର୍ତ୍ତଙ୍ଗ ଗ୍ରାମର ଗ୍ରାମ୍ୟ ଜଙ୍ଗଲ ଓ ଗୋଚର ଜମିକୁ ସେଲେଡ଼ି ରାଜସ୍ବ ଅଧିକାରୀ ଓ ସ୍ଥାନୀୟ ଫରେଷ୍ଟର କେତେକ ଚାଷୀଙ୍କୁ ଠିକା ଲଗାଇ ଧାନ ଚାଷ କରି ଟଙ୍କା ଆଦାୟ କରୁଥିବାରୁ ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗତ ୧୫ଦିନ ତଳେ ଅର୍ଥାତ ୧୭ଅଗଷ୍ଟ ମାସରେ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଥିଲେ ହେଁ ଅଦ୍ୟାବଧି ଉକ୍ତ ସମସ୍ୟା ଉପରେ ତଦନ୍ତ କରାନଯିବା ଓ ଦୋଷୀ ମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନଯିବାରୁ ଗତକାଲି ପୁନର୍ବାର କର୍ତ୍ତଙ୍ଗ ଗ୍ରାମବାସୀଙ୍କ ପକ୍ଷରୁ ସ୍ଥାନୀୟ ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀଙ୍କ ଜରିଆରେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ନିକଟକୁ ଦାବିପତ୍ର ପ୍ରଦାନ କରାଯାଇଛି ।ଉକ୍ତ ଦାବିପତ୍ରରେ ସେମାନେ ଉଲ୍ଲେଖ କରିଛନ୍ତି ଯେ ଯଦି ଉକ୍ତ ସମସ୍ୟା ଆସନ୍ତା ୧୯ତାରିଖ ମଧ୍ୟରେ ପଦକ୍ଷେପ ପୂର୍ବକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯାଏ ତେବେ ବାଧ୍ୟ ହୋଇ ଗ୍ରାମର ସମସ୍ତ ଗାଈଗୋରୁକୁ ତହସିଲ କାର୍ଯ୍ୟାଳୟ ରେ ପୁରାଇ ଅନଶନ କରିବୁ । ଏହି ଦାବିପତ୍ରର ଅବିକଳ ନକଲ କପି ସୋନପୁର ଉପଜିଲ୍ଲାପାଳ, ଜିଲ୍ଲା ବନ ବିଭାଗ ଅଧିକାରୀଙ୍କ ନିକଟକୁ ପ୍ରେରଣ କରିଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026

You Might Also Like