-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||     

HOME   ଜିଲ୍ଲା

ସ୍ବତନ୍ତ୍ର କୋଶଳ ପ୍ରଦେଶ ଗଠନ ଦାବିରେ ସୁବର୍ଣ୍ଣପୁର ଜିଲ୍ଲା ରେ ମହାବନ୍ଦ କୁ ଅଭୂତପୂର୍ବ ସମର୍ଥନ

07-Sep-2022



ସୁବର୍ଣ୍ଣପୁର - ଆଜି ସାରା ପଶ୍ଚିମ ଓଡିଶାରେ କୋଶଳ ମହାବନ୍ଦ ପାଳନ କରାଯାଉଥିବା ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲାରେ ମଧ୍ୟ ଏହାର ଜବରଦସ୍ତ ପ୍ରଭାବ ଦେଖିବାକୁ ମିଳିଛି । କୋସଳ ସେନା ଓ କୋସଳ ରାଜ୍ୟ ମୁକ୍ତି ମୋର୍ଚ୍ଚା ପକ୍ଷରୁ ଆହୁତ ଏହି ମହାବନ୍ଦ ସକାଳ ୬ ଟାରୁ ସଂନ୍ଧ୍ୟା ୬ଟାପର୍ଯ୍ୟନ୍ତ ୧୨ଘଣ୍ଟିଆ  ପାଳନ କରାଯାଇଥିବା ବେଳେ ସାରା ସୁବର୍ଣ୍ଣପୁର ଜିଲ୍ଲାରେ ଏହି ବନ୍ଦକୁ ଅଭୂତପୂର୍ବ ଜନ ସମର୍ଥନ ମିଳିଛି।  ଯଦିଓ  କୋଶଳ ସେନା  ଓ କୋଶଳ ରାଏଜ ମୁକ୍ତି ମୋର୍ଚ୍ଚା ପକ୍ଷରୁ ଏହି ବନ୍ଦ ପାଳନ ଡାକରା ଦିଆଯାଇଥିବା ବେଳେ ଏହାକୁ ସମର୍ଥନ କରିଛନ୍ତି ବିଭିନ୍ନ ରାଜନୈତିକ ଦଳ ।ସକାଳୁ ସକାଳୁ ଏହି ସଂଗଠନର କାର୍ଯ୍ୟକର୍ତ୍ତାମାନେ ସହରର ମୁଖ୍ୟ ବ୍ଲକଛକ ଓ ସହରର ପ୍ରମୁଖ ପ୍ରବେଶ ପଥ ଓ ବିଭିନ୍ନ ଛକ ଗୁଡିକରେ ରାସ୍ତା ଅବରୋଧ କରି ବନ୍ଦ କରିଥିବା ବେଳେ ରାସ୍ତାର ଉଭୟ ପାର୍ଶ୍ବରେ ଶହ ଶହ ଗାଡି ମଟର ଅଟକି ରହିଥିବା ଦେଖାଯାଇଛି । ସହରର ସବୁ ଦୋକାନ , ବଜାର, ବ୍ୟବସାୟୀକ ପ୍ରତିଷ୍ଠାନ ଆଦି ବନ୍ଦ ଥିବା ବେଳେ ସ୍କୁଲ, କଲେଜ  ସବୁ ସରକାରୀ , ବେସରକାରୀ କାର୍ଯ୍ୟାଳୟଗୁଡିକୁ ବନ୍ଦ  ରହିଥିଲା ତେବେ ଏହି ବନ୍ଦ ରୁ  ଜରୁରୀ ସେବା କୁ ବାଦ୍ ଦିଆଯାଇଛି ।ପଶ୍ଚିମ ଓଡିଶାବାସୀ ସବୁ କ୍ଷେତ୍ରରେ ଅବହେଳିତ ରହିଥିବା ବେଳେ  ରାଜନୈତକ, ଅର୍ଥନୈତିକ,ସାମ୍ବିଧାନିକ ତଥା ବେକାରୀ ସମସ୍ୟା ଆଦିକୁ ସବୁ କ୍ଷେତ୍ରରେ ରାଜ୍ୟ ସରକାର ଅଣଦେଖା କରୁଥିବା ଯୋଗୁଁ ଏଭଳି ବନ୍ଦ କରାଯାଇଛି ବୋଲି ବିକ୍ଷୋଭ କାରୀମାନେ ପ୍ରକାଶ କରିଛନ୍ତି । ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ପଶ୍ଚିମ ଓଡିଶାବାସୀଙ୍କ ଏହି ନ୍ୟାର୍ଯ୍ୟ ଦାବି ପ୍ରତି ଧ୍ୟାନ ଦେବା ପାଇଁ ଦାବି କରିବା ସହ ଅତିଶୀଘ୍ର କୋଶଳାଞ୍ଚଳକୁ ସ୍ୱତନ୍ତ୍ର ରାଜ୍ୟ ଘୋଷଣା କରିବା ସହ  ସ୍ୱତନ୍ତ୍ର ରାଜ୍ୟ ଗଠନ ର ସମର୍ଥନ ରେ ବିଭିନ୍ନ ନାରା ଦେଇଛନ୍ତି। ସ୍ବତନ୍ତ୍ର କୋଶଳ ପ୍ରଦେଶ ଗଠନ ନହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ ବୋଲି ଚେତାବନୀ ମଧ୍ୟ ଦେଇଛନ୍ତି।ଆଜିର ଏହି ମହାବନ୍ଦ ଜିଲ୍ଲାର ସମସ୍ତ ୬ଟି ବ୍ଲକରେ ପାଳନ ହୋଇଥିବା ବେଳେ ବନ୍ଦ ସଂପୂର୍ଣ୍ଣ ଶାନ୍ତି ପୂର୍ଣ୍ଣ ଥାଇ କୌଣସି ଠାରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇନଥିଲା।  ଆଜିର ଏହି ମହାବନ୍ଦ ରେ ନିତିନ ପ୍ରଧାନ, ପିଣ୍ଟୁ ନାଏକ,ତାପସ ବେଉରା ପ୍ରଦ୍ୟୁମ୍ନ ପାଢ଼ୀ, ବୈକୁଣ୍ଠ ଶତପଥୀ, ଜିତୁବାରିକ,ପ୍ରଶାନ୍ତ ବାଦୀ, ରୁତୁରାଜ ପ୍ରଧାନ,ରାମାନନ୍ଦ ପ୍ରଧାନ ଙ୍କ ସହ ବିଭିନ୍ନ ରାଜନୈତିକ ଦଳରୁ ସୁବର୍ଣ୍ଣପୁର ଜିଲ୍ଲା ଯୁବକଂଗ୍ରେସ ସଭାପତି ପ୍ରିୟବ୍ରତ ସାହୁ, ଜିଲ୍ଲା ଲିଗାଲସେଲର ମୁଖ୍ୟ ସୁଧିର କୁମାର ପଣ୍ଡା ପ୍ରମୁଖ ଏହି ଧର୍ମଘଟ ଓ ବିକ୍ଷୋଭ ସମାବେଶରେ ସକ୍ରିୟ ନେତୃତ୍ୱ ନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026

You Might Also Like