-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ନୀଳ ଆକାଶ ନିମନ୍ତେ ସ୍ଵଚ୍ଛ ବାୟୁ ଦିବସ ପାଳିତ

07-Sep-2022



ସୁବର୍ଣ୍ଣପୁର ଜିଲ୍ଲା ସ୍ଵାସ୍ଥ୍ୟ ସମିତି ତରଫରୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ବିଶ୍ଵରଂଜନ ପତିଙ୍କ ଅଧ୍ୟକ୍ଷତାରେ ତାଙ୍କ କାର୍ଯ୍ୟାଳୟ ସ୍ଥିତ ସଭାଗୃହରେ ଜିଲ୍ଲାସ୍ତରୀୟ 'ଆର୍ନ୍ତଜାତୀୟ ନୀଳ ଆକାଶ ନିମନ୍ତେ ସ୍ଵଚ୍ଛ ବାୟୁ ଦିବସ' ପାଳିତ ହୋଇଯାଇଛି। ଏଥିରେ ଅତିଥିଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଧୀକ୍ଷକ ଡାକ୍ତର ପ୍ରଦୀପ କୁମାର ଗୁରୁ, ଜିଲ୍ଲା ଯକ୍ଷ୍ମା ଅଧିକାରୀ ଡାକ୍ତର ପଦ୍ମହଂସା ଦୋରା, ଜିଲ୍ଲା ରୋଗ ନିୟନ୍ତ୍ରଣ ଅଧିକାରୀ ଡାକ୍ତର ରମେଶ ଚନ୍ଦ୍ର ସ୍ଵାଇଁ ପ୍ରମୁଖ ଯୋଗଦେଇ ପବନକୁ ସୀମା ମଧ୍ୟରେ ଅଟକାଇ ହେବ ନାହିଁ। ତେଣୁ ସ୍ଵଚ୍ଛ ପବନ ପାଇଁ ତଥା ବାୟୁ ପ୍ରଦୁଷଣ ରୋକିବା ଦିଗରେ ସମସ୍ତେ ବ୍ୟକ୍ତଗତ ସ୍ତରରୁ ଉଦ୍ୟମ ଆରମ୍ଭ କରିବା ଉଚିତ ବୋଲି କହିବା ସହ ପ୍ରଦୂଷିତ ବାୟୁ ପ୍ରାରମ୍ଭିକ ଭାବେ ଛିଙ୍କ, କାଶ, ଦେହ ହାତ କୁଣ୍ଡେଇହେବା ପରି ସମସ୍ୟା ସୃଷ୍ଟି କରିବା ସହ ପରବର୍ତ୍ତୀ ପର୍ଯ୍ୟାୟରେ ସ୍ନାୟୁଗତ ଦୂର୍ବଳତା, ହୃଦରୋଗ ଓ କ୍ୟାନସର ପରି ସମସ୍ୟା ସୃଷ୍ଟି କରିଥାଏ ବୋଲି ସମସ୍ତଙ୍କୁ ସଚେତନ କରିଥିଲେ। ଭାର୍ଚୁଅଲ ମୋଡରେ ଅତିଥିଭାବେ ଯୋଗଦେଇ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଗଡତିଆ ଏବଂ ମିଶନ୍ ଶକ୍ତିର ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ କାର୍ତ୍ତିକ ଚନ୍ଦ୍ର ନାୟକ ସ୍ଵଚ୍ଛ ବାୟୁ ପାଇଁ ନିଜ ବିଭାଗ

ଦ୍ଵାରା ଆରମ୍ଭ କରାଯାଇଥିବା ପ୍ରୟାସ ଉପରେ ଆଲୋକପାତ କରିବା ସହ ଏଥିପାଇଁ ସାମୁହିକ ସହଯୋଗର ଆବଶ୍ୟକତା ଅଛି ବୋଲି କହିଥିଲେ।  ଏହି ଅବସରରେ ପ୍ରସ୍ତୁତ ପୋଷ୍ଟରକୁ ଉପସ୍ଥିତ ଅତିଥିମାନେ ଅନାବରଣ କରିଥିଲେ। ସହକାରୀ ଜିଲ୍ଲା ଜନସ୍ଵାସ୍ଥ୍ୟ ଯୋଗାଯୋଗ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ ସମଗ୍ର କାର୍ଯ୍ୟକ୍ରମକୁ ସଂଯୋଜନା କରିବା ସହ ଏହି ଅବସରରେ ଜିଲ୍ଲା ସ୍ଵାସ୍ଥ୍ୟ ସମତି ତରଫରୁ ନିଆଯାଇଥିବା ବିଭିନ୍ନ ସଚେତନଧର୍ମୀ ପଦକ୍ଷେପ ଉପରେ ଦୃଷ୍ଟି ଆକର୍ଷଣ କରିଥିଲେ। ଜାତୀୟ ସ୍ଵାସ୍ଥ୍ୟ ମିଶନର ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ବିଶ୍ଵମ୍ବର ବେହେରା ଦିବସ ପାଳନର ଇତିବୃତ୍ତ ଉପସ୍ଥାପନ କରିବା ସହ ଧନ୍ୟବାଦ ଜ୍ଞାପନ କରିଥିଲେ। ଜିଲ୍ଲାସ୍ତରରେ ଅନ୍ୟମାନଙ୍କ ମଧ୍ୟରେ ଏପିଡେମିଓଲୋଜିଷ୍ଟ ଡାକ୍ତର ବିଷ୍ଣୁଚରଣ ମାଝି, ଡିଡିଏମ୍ ପ୍ରଦୀପ କୁମାର ସାହୁ, ଅଣସଂକ୍ରାମକ ରୋଗ ସହକାରୀ ପରିଚାଳକ ଗୀତାଞ୍ଜଳି ମେହେର ଓ ଆଶା ମେନେଜର ତରଣୀସେନ ପ୍ରଧାନ ପ୍ରମୂଖ ଯୋଗଦେଇଥିବା ବେଳେ ଭାର୍ଚୁଅଲ ମୋଡରେ ବିଭିନ୍ନ ବ୍ଲକର ସ୍ଵାସ୍ଥ୍ୟ ଅଧିକାରୀ, ଜନସ୍ଵାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ଏବଂ ସ୍ଵାସ୍ଥ୍ୟ କର୍ମଚାରୀମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like