-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||     

HOME   ଜିଲ୍ଲା

ସ୍ବତନ୍ତ୍ର କୋଶଳ ରାଜ୍ୟ ଗଠନ ଦାବିରେ ୧୨ ଘଣ୍ଟିଆ ପାଟଣାଗଡ ବନ୍ଦପାଳନ

07-Sep-2022



ପାଟଣାଗଡ଼,-(ସଚ୍ଚିଦାନନ୍ଦ ମହାକୁର): ରାଜ୍ୟ ସରକାର ପଶ୍ଚିମ ଓଡ଼ିଶାକୁ ଅବେହଳା କରୁଥିବା ଦର୍ଶାଇ ଆଜି ପଶ୍ଚିମୁ ଓଡ଼ିଶାର ୧୧ଟି ଜିଲ୍ଲାରେ କୋଶଳ ରାଜ୍ୟ ଦାବୀ ନେଇ କୋଶଳ ରାଜ୍ୟ ମୁକ୍ତି ମୋର୍ଚ୍ଚା ତରଫରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ପାଟଣାଗଡ଼ ଉପଖଣ୍ଡରେ ବେଲପଡ଼ା, ଖପ୍ରାଖୋଲ ଓ ପାଟଣାଗଡ଼ ସହରରେ ଥିବା ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସମସ୍ତ ଦୋକାନ ବଜାର ବନ୍ଦ ରହିଥିବାବେଳେ ସରକାରୀ, ବେସରକାରୀ ଅଫିସ, ସ୍କୁଲ ଓ କେଲଜ ବନ୍ଦ ରହିଛି । ସହରରେ ଯାନବାହାନ ଚଳାଚଳ ବନ୍ଦ ରହିବା ଫଳରେ ଯାତାୟତ ବାଧାପ୍ରାପ୍ତ ହେବା ଯୋଗୁ ଜନସାଧାରଣ ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ସକାଳୁ କୋଶଳ ମୁକ୍ତି ମୋର୍ଚ୍ଚାର ସଦସ୍ୟମାନେ ସହରରେ ବୁଲି ବୁଲି ପିକେଟିଂ କରି ସ୍ଥାନୀୟ ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ପାଟଣାଗଡ଼-ବଲାଙ୍ଗିର ରାସ୍ତା ଉପରେ ଟାୟାର ଜାଳିି ରାସ୍ତା ଅବରୋଧ କରିଥିଲେ ଓ ବ୍ରହ୍ମପୁରା ଛକରେ ମଧ୍ୟ କୋଶଳ ମୁକ୍ତି ମୋର୍ଚ୍ଚାର ସଭ୍ୟମାନେ ଗାଡ଼ି ଅଟକାଇ ରଖିଥିଲେ । ଶାନ୍ତି ଶୃଙ୍ଖଳାକୁ ନିୟନ୍ତ୍ରଣ କରିବା ପାଇଁ ପଟଣାଗଡ଼ ପୁଲିସ ସହରରେ ପେଟ୍ରୋଲିଂ କଡ଼ାକଡ଼ି କରିଥିବା ଦେଖିବାକୁ ମିଳିଛି । ଏହି ବନ୍ଦ ଯୋଗୁ କିଛି ସମୟ ପାଇଁ ଅନ୍ଦୋଳନକାରୀ ଓ ଜନସାଧାରଣଙ୍କ ମଧ୍ୟରେ ଯୁକ୍ତିତର୍କ ହେବାର କିଛି ସମୟ ପରେ ସମାଧନ ହୋଇଥିଲା । ଏହି ବନ୍ଦର ପାଟଣାଗଡ଼ କୋଶଳ ମୁକ୍ତି ମୋର୍ଚ୍ଚାର ଶୁଶୀଳ ଗୁରୁ, ଡିଙ୍ଗର କିମ୍ଭାର, ଜନସନ ନାଗ, ସନତ ଭୋଇ, ଶୁଭମ ମେହେର, ସୁବାଷ ଆଚାର୍ଯ୍ୟ, ନାତନେତ୍ରୀ ସେବୀକାରାଜ ହଂସ, ଗୀତାଞ୍ଜଳୀ ବୁଡ଼େକ ଓ ସନ୍ତୋଷିନୀ ବିଶି ସେମତ ବହୁ କୋଶଳ ପ୍ରେମୀମାନେ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026
  ଜିଲ୍ଲା  
ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   09-Jul-2026

You Might Also Like