-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||     

HOME   ଜିଲ୍ଲା

ବ୍ରାହ୍ମଣୀ ଗାଁ’ରେ ହାତୀ ଆତଙ୍କ: ଭାଙ୍ଗିଲା ଦୁଇ ଘର, ଫସଲ ନଷ୍ଟ ଜିଲ୍ଲାରାଜ୍ୟ

08-Sep-2022



ପାଟଣାଗଡ- (ସଚ୍ଚିଦାନନ୍ଦ ମହାକୁର) ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ୍‌ ଭାନପୁର ପଞ୍ଚାୟତ ବ୍ରାହ୍ମଣୀ ଗାଁ’ରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗନ୍ଧମାର୍ଦ୍ଦନ ପାହାଡ଼ ତଳି ବ୍ରାହ୍ମଣୀ ଗାଁ’ରେ କିଛିଦିନ ହେଲା ବରଗଡ଼ ଜିଲ୍ଲା ଅଞ୍ଚଳରୁ ହାତୀ ଆସି ଆତଙ୍କ କରୁଥିବା ଦେଖାଦେଇଛି। ଯାହା ଫଳରେ ଲୋକେ ରାତି ହେଲେ ଭୟଭିତ ହୋଇ ପଡୁଛନ୍ତି।

ଗତ ରାତିରେ ଗାଁ’ର ପୁଷ୍ପା ରଣା ଓ କସ୍ତୁରୀ ରଣାଙ୍କ ଘରକୁ ହାତୀ ଭାଙ୍ଗି ଦେଇଥିବା ଜଣାଯାଇଛି। ସେହିପରି ଗାଁ’ର ପ୍ରଗତି ଏସଏସଜି ପ୍ରସ୍ତୁତି କରିଥିବା ସଜନା ଚାରାକୁ ମଧ୍ୟ ହାତୀ ନଷ୍ଟ କରିଥିବା ବେଳେ ଅନେକ ଚାଷୀଙ୍କ ଫସଲ ନଷ୍ଟ କରିଥିବା ଅଭିଯୋଗ ହୋଇଛି। ଜଙ୍ଗଲ ବିଭାଗ ତରଫରୁ ବନପାଳ ଅରବିନ୍ଦ ଧରୁଆ ସଦଳବଳେ ଗନ୍ଧମାର୍ଦ୍ଦନ ପାହାଡ଼ ତଳି ଅଞ୍ଚଳରେ ସଚେତନ କରୁଥିବା ଜଣାଯାଇଛି।
ଏନେଇ ହରିଶଙ୍କର ବନାଞ୍ଚଳ ଅଧିକାରୀ ଗିରିଧାରୀ ନାଗ

ପଚାରିବାରୁ କିଛି ଦିନ ହେଲା ବରଗଡ଼ ଜିଲ୍ଲା ଅଞ୍ଚଳରୁ ଦୁଇଟି ହାତୀ ଆସି ଉପଦ୍ରବ କରୁଥିବା କହିଥିବା ବେଳେ ଲୋକଙ୍କୁ ବନବିଭାଗ ତରଫରୁ ସଚେତନ କରାଯାଉଛି ଏବଂ ହାତୀ ଦ୍ୱାରା କ୍ଷତିଗ୍ରସ୍ତଙ୍କୁ ସରକାରୀ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି କହିଛନ୍ତି। ସୂଚନାଯୋଗ୍ୟ ଠିକ ବର୍ଷେ ତଳେ ବ୍ରାହ୍ମଣୀ ଗାଁ’ର ଯାଦବ ରଣାଙ୍କୁ ହାତୀ କଚାଡି ମାରିଥିଲା। ଏବେ ବର୍ଷେ ପରେ ପୁଣି ସେହି ଘରକୁ ଆସି ତାଙ୍କ ଘର ଭାଙ୍ଗିବା ଫଳରେ ଅଞ୍ଚଳରେ ଆତଙ୍କ ଦେଖାଦେଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026
  ଜିଲ୍ଲା  
ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   09-Jul-2026
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026

You Might Also Like