-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବିଜେପୁର ଅଗ୍ନିଶମ ବିଭାଗ ପକ୍ଷରୁ ବିପର୍ଯ୍ୟୟ ମୁକାବିଲା ପାଇଁ କର୍ମଚାଳା

08-Sep-2022



ବରଗଡ(ନିରଞ୍ଜନ ତ୍ରିପାଠୀ) :-ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସର ରେ ମେଡିକାଲ ଅଫିସର ଡାକ୍ତର ସୁଶାନ୍ତ ମେହେର,ପିଏଚଇଓ ସୁଦାମ ଚରଣ ପାଣିଗ୍ରାହୀ,ସୁପରଭାଇଜର ରଞ୍ଜିତ ବେହେରା,ମହିଳା ସ୍ୱାସ୍ଥ୍ୟ ପରିଦର୍ଶିକା ଶ୍ରୀମତୀ କବିତାଞ୍ଜଳୀ ଦାଶ,ସଞ୍ଜୁକ୍ତା  ଷଡ଼ଙ୍ଗୀ,ବିପିଏମ ସୁବାଷ ଚନ୍ଦ୍ର ନନ୍ଦ,ହସପିଟାଲ ସୁପରଭାଇଜର କୁନା ମେହେର,ସ୍ବାସ୍ଥ୍ୟକର୍ମୀ କୁମର ମେହେର  ଙ୍କ ସମେତ ଚିକିତ୍ସାଳୟରେ କାର୍ଯ୍ୟରତ ପ୍ରମୁଖ କର୍ମଚାରୀ ଙ୍କ

ଉପସ୍ଥିତିରେ ବିଜେପୁର ଦମକଳ ବିଭାଗ ର ଅଗ୍ନିଶମ ବିଭାଗ ର ଅଧିକାରୀ ଶ୍ରୀଯୁକ୍ତ ଭ୍ରମର ବର ମହାନ୍ତି ବିପର୍ଯ୍ୟୟ ଏବଂ ତା'ର ମୁକାବିଲା,ନଦୀ ବୁଡି ରୁ ମାନବ କୁ ଉଦ୍ଧାର,ସାପ କାମୁଡା ରୁ ଅମୁଲ୍ୟ ଜୀବନ କୁ କିଭଳି ଭାବେ ବଞ୍ଚାଇପାରିବା,ଏଲପିଜି ଗ୍ୟାସ ଲିକ୍ କୁ କିଭଳି ଭାବରେ ଲିଭାଇବା,ଭଙ୍ଗା ଘର ଓ ଗାଡିଧକ୍କା ହୋଇଥିବା ଆହତ ବ୍ୟକ୍ତି ଙ୍କୁ କିଭଳି ଉପାୟ

ଅବଲମ୍ବନ କରି ଉଦ୍ଧାର କରିବା,ଘର ଉପରୁ ଅସହାୟ ବ୍ୟକ୍ତି ଙ୍କୁ ଉଦ୍ଧାର ପ୍ରମୁଖ ର ମୁକାବିଲା ସକାଶେ ସୁଚାରୁଋପେ ବୁଝାଇବା ସହିତ ସର୍ବସମ୍ମୁଖରେ ତାଲିମ ପ୍ରଦାନ କରିଥିଲେ ।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଆଗ୍ନିକ ସୁଶିଲ କୁମାର ବାର୍ଲା,ଗାଡ଼ି ଚାଳକ ଚକ୍ରଧର କିଶାନ,ଆଗ୍ନିକ ରଞ୍ଜନ ମୁଣ୍ଡା,ରଞ୍ଜନ ସ୍ୱାଇଁ,ହିମାଂଶୁ ଭୋଇ,ଭରଦ୍ୱାଜ ବିଶ୍ୱାଳ ଏହି ତାଲିମ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ଉପସ୍ଥିତ ଜନସାଧାରଣ ତଥା କର୍ମଚାରୀ ମାନଙ୍କୁ ତାଲିମ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like