-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||     

HOME   ଜିଲ୍ଲା

ଜୁନିୟର ରେଡକ୍ରସ୍ ତରଫରୁ ମେଧାବୀ ଛାତ୍ରଙ୍କୁ ସହାୟତା

08-Sep-2022



ସୋନପୁର,-ସୁବର୍ଣ୍ଣପୁର ଜିଲ୍ଲା ଜୁନିୟର ରେଡକ୍ରସ୍ ତରଫରୁ ମେଧାବୀ ଛାତ୍ରଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ସୋନପୁର, ଶିଶୁ ମନ୍ଦିରରେ ଅଧ୍ୟୟନ କରୁଥିବା ଛାତ୍ର କ୍ରିସ୍ ନାଏକ ମାଟ୍ରିକ୍ ପରୀକ୍ଷା-୨୦୨୨ ରେ ୮୨% ମାର୍କ ରଖି ପାଶ କରିଛନ୍ତି । ମାଟ୍ରିକ ପରୀକ୍ଷାର ଅବ୍ଯବହିତ ପୂର୍ବରୁ ତାଙ୍କ ବାପା ଆର ପାରିକୁ ଚାଲି ଯାଇଥିଲେ । ତଥାପି ସେ ଦୁଃଖରେ ଭାଙ୍ଗି ନପଡି ଧୈର୍ଯ୍ୟର ସହିତ ନିଜର ପାଠ ସମ୍ପାଦନ କରିଥିବାରୁ ଏଭଳି ସଫଳତା ହାସଲ କରିଛନ୍ତି। ତାଙ୍କ ବିଦ୍ୟାଳୟର ସୁବ୍ରତ ଗୁରୁଜୀ କ୍ରିସଙ୍କ ମାଆଙ୍କ ତରଫରୁ +2  ପଢିବା ନିମନ୍ତେ କିଛି ଆର୍ଥିକ ସହାୟତା ଯୋଗାଇ ଦେବାକୁ ଅନୁରୋଧ କରିଥିଲେ। ଏହି କଥାକୁ ଦୃଷ୍ଟିରେ ରଖି ଜିଲ୍ଲା ଜୁନିୟର ରେଡ୍ କ୍ରସ୍ ଅଫିସର ଶ୍ରୀ ପ୍ରସାୟତ ବରିଷ୍ଟ ସାଧନ କର୍ମୀ ଚନ୍ଦ୍ରମଣୀ ବାଘ, ହୃଷିକେଶ ଡାଙ୍ଗ , ପରାମର୍ଶଦାତା ହେମନ୍ତ ମେହେର, ଜୁନିୟର ରେଡ୍ କ୍ରସ୍ ପରାମର୍ଶଦାତା ତଥା ରକ୍ଷକ ସାଧନ କର୍ମୀ ଗୋପେଶ ପଣ୍ଡା ପ୍ରମୁଖ ଅସହାୟ ଗରିବ ପରିବରକୁ ଭେଟି ରାଜ୍ କଲେଜରେ କ୍ରିସ୍ ର ନାମ ଲେଖା ତଥା ବହିପତ୍ର କିଣିବା ପାଇଁ ଦଶହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି। ଜିଲ୍ଲା ଶିକ୍ଷା  ଅଧିକାରୀ ଲକ୍ଷ୍ମଣ ଭୋଇ ଜୁନିଅର  ରେଡକ୍ରସର ଏଭଳି ମହନୀୟ କାର୍ଯ୍ୟରେ ଖୁସି ବ୍ୟକ୍ତ କରିଛନ୍ତି । ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଡା. ରାଧାକାନ୍ତ ଗଡ଼ତିଆ ଏବଂ ମଞ୍ଜୁଲତା ଭୋଇ, ସଂପାଦକ ହିମାଂଶୁ ଶେଖର କର, ଉପ ସଭାପତି ଗତିକୃଷ୍ଣ ମିଶ୍ର, ରାଜ୍ୟ ଜୁନିୟର ରେଡକ୍ରସ୍ ଅଧିକାରୀ ଲକ୍ଷ୍ମଣ ସ୍ଵାଇଁ ପ୍ରମୁଖ ସୁବର୍ଣ୍ଣପୁର ଜିଲ୍ଲାର ଜୁନିୟର ରେଡକ୍ରସର ଏଭଳି ମାନବୀୟ ତଥା ଲୋକାଭିମୁଖି କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବାକୁ ଆହ୍ଵାନ ଦେଇଛନ୍ତି । ଉକ୍ତ ପ୍ରୋତ୍ସାହନ ମୂଳକ ପାଣ୍ଠି ସଂଗ୍ରହ ତଥା ସହାୟତା ପ୍ରଦାନ କାର୍ଯ୍ୟକ୍ରମରେ ଜିଲ୍ଲା ଜୁନିୟର ରେଡକ୍ରସର ସାଧନ କର୍ମୀ ତଥା ପରାମର୍ଶଦାତା ଆଶିଷ ନାଏକ, ଗୌରୀଶଙ୍କର ସାହୁ, ସସ୍ମିତା ସାହୁ, ନିମାଇଁ ମଲ୍ଲିକ, କୁମୁଦ କୁମାର ମଝାରୀ, ଧୃବ ବାରିକ, ତପସ୍ଵିନୀ ଦାଶ, ଦେଵକୀ ବାଘ, ରମେଶ ପଧାନ ଆକୁନ୍ଦ ସାହୁ ପ୍ରମୁଖ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026
  ଜିଲ୍ଲା  
ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   09-Jul-2026
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026

You Might Also Like