-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ରେଙ୍ଗିଟିପଲି ଉଚ୍ଚ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ କେମିତି ଅଧ୍ୟୟନ କରନ୍ତି ଛାତ୍ର ଛାତ୍ରୀ

09-Sep-2022



ଗଞ୍ଜାମ // ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଦିଗାପଡ଼ା ପଞ୍ଚଯାତର ରେଙ୍ଗିଟିପଲି ଉଚ୍ଚ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ରେ ଶିକ୍ଷାଦାନ ନିମନ୍ତେ ଯାଉଥିବା ଛାତ୍ରଛାତ୍ରୀ ମାନେ ନାହିଁ ନଥିବା ଅସୁବିଧାର ଶିକାର ହେଉଥିବା ଦେଖିବାକୁ ମିଳିଛି
ଏହି ବିଦ୍ୟାଳୟଟି   ୧୯୩୬ ମସିହାରେ ସ୍ଥାପିତ ହୋଇଥିଲା ଏଠାରେ ପ୍ରଥମ ଠାରୁ ଅଷ୍ଟମ ପର୍ଯ୍ୟନ୍ତ ମୋଟ 218ପିଲା ଅଧ୍ୟୟନ କରନ୍ତି ଏବଂ 6ଜଣ ଶିକ୍ଷକ ଏଠି ଶିକ୍ଷାଦାନ କରନ୍ତି କିନ୍ତୁ ଦର୍ଭାଗ୍ୟ ର ବିଷୟ ସାମାନ୍ୟ ବର୍ଷା ହେଲେ ଏଠି ଆଣ୍ଠୁଏ ପାଣିରେ ପିଲାମାନଙ୍କୁ ଆସିବାକୁ ପଡୁଛି ସ୍କୁଲକୁ ତାହା ସାଙ୍ଗକୁ ଶ୍ରେଣି ଗୃହ ର ଅଭାବ ଥିବା ହେତୁ ପିଲାମାନଙ୍କ ପଢ଼ାରେ ବ୍ୟାଘାତ ସୃଷ୍ଟି ହେଉଛି ୨ ଟି ଶ୍ରେଣୀ ଗୃହ ଭାଂଗିପଡ଼ିଥିବାବେଳେ ବିପଦ ସଂକୁଳ ଅବସ୍ଥା ରେ ଥିଲେ ମଧ୍ୟ
ଏଠି ପ୍ରଶାସନର ନଜର ପଡ଼ୁ ନଥିବା ଅଭିଯୋଗ କରିଛନ୍ତି ଅଭିଭାବକ

ସରକାର ଶିକ୍ଷା ବାବଦକୁ କୋଟି କୋଟି ଟଙ୍କା ପାଣିଭଳି ଖର୍ଚ୍ଚ କରୁଛନ୍ତି ଯେମିତି କି ଜଣେବି ପିଲା ଶିକ୍ଷା ଦାନରୁ ବଂଚିତ ନହୁଅନ୍ତି ସେଇଥି ପାଇଁ ବହୁତ ଯୋଜନା ମଧ୍ୟ କରିଛନ୍ତି
ହେଲେ ଏବେ ପ୍ରଶ୍ନ ଉଠୁଛି ଏମିତି ଅବ୍ୟବସ୍ଥା ଭିତରେ ଏହି ସ୍କୁଲ ଚାଲୁଥିବା ବେଳେ କାହିଁକି ପ୍ରଶାସନିକ ଅଧିକାରୀଙ୍କ ନଜର ପଡ଼ିନାହିଁ ନା ନଜର ପଡିମଧ୍ୟ ଚୁପ ବସିଛନ୍ତି ଅଧିକାରୀ ମାନେ ଏହାର ତୁରନ୍ତ ସମାଧାନ ଯଦି ନ ହୁଏ ଆଗାମୀ ଦିନରେ ଏକ ବଡ ଆନ୍ଦୋଳନ ହେବାନେଇ ସଜବାଜ ହେଉଛନ୍ତି ଗ୍ରାମବାସୀ 
(ଗଞ୍ଜାମରୁ ଭଗବାନ ପାଢ଼ୀଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like