-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଟିଟିଲାଗଡ଼: ଡି. ଏ. ଭି.(ସ୍ଵୟଂ ଶାସିତ) ମହାବିଦ୍ୟାଳୟର ୫୫ତମ ପ୍ରତିଷ୍ଠା ଦିବସ ପାଳିତ

09-Sep-2022



ଟିଟିଲାଗଡ଼ ସ୍ଥିତ ଡି. ଏ. ଭି.(ସ୍ଵୟଂ ଶାସିତ) ମହାବିଦ୍ୟାଳୟ ର ପଞ୍ଚାବନ ତମ ପ୍ରତିଷ୍ଠା ଦିବସ ମହା ସମାରୋହ ରେ ପାଳିତ ହୋଇ ଯାଇଛି I ୧୯୬୮ ମସିହା ସେପ୍ଟେମ୍ବର ମାସ ୯ ତାରିଖ ରେ ତତ୍କାଳୀନ ଓଡ଼ିଶା ରାଜ୍ୟ ପାଳ ଶ୍ରୀ ଅଯୋଧ୍ୟା ନାଥ  ଖୋସଲା ଙ୍କ ଉଦ୍ୟମ ଦ୍ଵାରା ଏହି ମହା ବିଦ୍ୟାଳୟ ପ୍ରତଷ୍ଠା ହୋଇଥିଲା I ଅନେକ ଘାତ ପ୍ରତିଘାତ ପାର କରି ଏହା ବିଶ୍ଵ ବିଦ୍ୟାଳୟ ଅନୁଦାନ ଆୟୋଗ (ୟୁ. ଜି. ସି.) ଦ୍ଵାରା ୨୦୦୯ ମସିହା ଠାରୁ ସ୍ଵୟଂ ଶାସିତ ମାନ୍ୟତା ପାଇ ଅଛି I କଲେଜ ପକ୍ଷରୁ ଆୟୋଜିତ ଆଜିର ୫୫ ତମ ପ୍ରତଷ୍ଠା ଦିବସ କାର୍ଯ୍ୟକ୍ରମ ରେ କଲେଜ୍ ର ପ୍ରିନ୍ସିପାଲ ମେଜର ଡ. ମଧୁସୂଦନ ମିଶ୍ର ଅଧ୍ୟକ୍ଷତା କରି ବିବରଣୀ ପାଠ କରିଥିଲେ I  ମୁଖ୍ୟ ଅତିଥି ଭାବରେ କ୍ୟାବିନେଟ୍ ମନ୍ତ୍ରୀ ଟୁକୁନୀ ସାହୁ  ଯୋଗ ଦେଇ କଲେଜ୍ କୁ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ବୋଲି କହିଥିଲେ I ମୁଖ୍ୟ ବକ୍ତା ଭାବରେ ତିରୁପତି ବିଶ୍ଵବିଦ୍ୟାଳୟ ର ପୂର୍ବତନ କୁଳପତି ଡ. ହରେକୃଷ୍ଣ ଶତପଥୀ ଯୋଗଦେଇ ବିଦ୍ୟା ମନୁଷ୍ୟ କୁ ମୁକ୍ତି ର ପଥ ପ୍ରଦର୍ଶନ କରେ ବୋଲି କହିଥିଲେ I ସମ୍ମାନିତ ଅତିଥି ଭାବରେ ଟିଟିଲାଗଡ଼ ଉପଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟବାନ୍ ମହାଜନ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଶୃଙ୍ଖଳିତ ହୋଇ ମାନବିକତା ର ମନ୍ତ୍ର  ରେ ଅଭିମନ୍ତ୍ରିତ ହେବା ପାଇଁ ଆହ୍ବାନ ଦେଇଥିଲେ I ଅନ୍ୟତମ ସମ୍ମାନିତ ଅତିଥି ପଦ୍ମଶ୍ରୀ ହଳଧର ନାଗ କୋଶଲ ମାଟିର ଜୟ ଜୟ ଗୀତ ଗାଇ ସମ୍ବଲପୁରୀ - କୋଶଲୀ ଭାଷାରେ ମା, ମାଟି ଏବଂ ସମ୍ବଲପୁରୀ କୋଶଲୀ ମାତୃଭାଷା ର ପ୍ରଚାର ପ୍ରସାର କରିବାକୁ ଛାତ୍ର ଛାତ୍ରୀ ମାନଙ୍କୁ କହିଥିଲେ I କଲେଜ୍ ପରିଚାଳନା କମିଟି ର ଅଧ୍ୟକ୍ଷ ଡ. ଦୋଳଗୋବିନ୍ଦ ବିଶି ଛାତ୍ର ଛାତ୍ରୀ ମାନଙ୍କୁ ମୋବାଇଲ ରୁ ଦୂରରେ ରହି ପାଠ୍ୟ ପୁସ୍ତକ ରେ ଅଧିକ ସମୟ ଦେବା ପାଇଁ ପରାମର୍ଶ ଦେଇଥିଲେ I ଯୁକ୍ତ ଦୁଇ ମହାବିଦ୍ୟାଳୟ ର ଭାରପ୍ରାପ୍ତ ଅଧ୍ୟକ୍ଷ ଡ. ପ୍ରଣବ ପୁରୋହିତ ପରୀକ୍ଷା ପରିଚାଳନା ଉପରେ ତଥ୍ୟ ରଖିଥିବା ବେଳେ କଲେଜ ର ପରୀକ୍ଷା ନିୟନ୍ତ୍ରକ ଡ. ଉମେଶ ଚନ୍ଦ୍ର ସାହୁ ମେଧାବୀ ଛାତ୍ର ଛାତ୍ରୀ ଙ୍କୁ ସ୍ଵର୍ଣ୍ଣ ପଦକ ବଣ୍ଟନ ର ବ୍ୟବସ୍ଥା ଉପରେ କହିଥିଲେ I ଏହି ଅବସରରେ କଲେଜ ପରିଚାଲଣା କମିଟି ସଦସ୍ୟ ଶ୍ରୀ ଅରୁଣ ମିଶ୍ର, ସରପଞ୍ଚ ମୁକେଶ ଜୈନ ଏବଂ ପୂର୍ବତନ ବ୍ଲକ୍ ଅଧ୍ୟକ୍ଷା ଗୀତା ବିଶି ଉପସ୍ଥିତ ଥିଲେ Iସଭା ପ୍ରାରମ୍ଭରୁ ଅଧ୍ୟାପିକା ବନ୍ଦନା କର ଙ୍କ ତତ୍ତ୍ଵାବଧାନରେ ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ଭାରତ ଗୀତିକା ଗାନ କରା ଯାଇଥିଲା Iଅଧ୍ୟାପିକା ସସ୍ମିତା ପାଣିଗ୍ରାହୀ ମେମୋରିଆଲ ପ୍ରାଇଜ ବଣ୍ଟନ ର ଦାୟିତ୍ଵ ନେଇଥିଲେ I ଏହି ଅବସର ରେ ପ୍ରାଧ୍ୟାପକ ବିଧାନ ଚନ୍ଦ୍ର ମିଶ୍ର, ପ୍ରାଧ୍ୟାପକ ରମାକାନ୍ତ ବେହେରା, ପ୍ରାଧ୍ୟାପକ କୃଷ୍ଣ ଚନ୍ଦ୍ର ଶତପଥୀ, ଅଧ୍ୟାପକ ସଞ୍ଜୀବ ତ୍ରିପାଠୀ, ଅଧ୍ୟାପକ ଜୟଦେବ କର, ଅଧ୍ୟାପକ ରାକେଶ ସେଠୀ, ଅଧ୍ୟାପକ ବୈଷ୍ଣବ କବାଟ, ଅଧ୍ୟାପକ ବେଦବର ରଣା, ମୁଖ୍ୟ କିରାଣୀ ବିନୋଦ ପଟ୍ଟନାୟକ, ଚିର ପଟ୍ଟନାୟକ ତଥା ଏନସିସି ର ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like