-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||     

HOME   ଜିଲ୍ଲା

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ରେ ବିପର୍ଯ୍ୟୟ ମୁକାବିଲା ପାଇଁ କର୍ମଶାଳା

09-Sep-2022



ବରଗଡ:- ରାଜ୍ୟସରକାର ପିଲା ମାନଙ୍କ ଉଜ୍ଜଳ ଭବିଷ୍ୟତ ପାଇଁ ବରଗଡ ଜିଲ୍ଲା ବିଜେପୁର ବ୍ଳକ ସ୍ଥିତ ଏମ ଗଣ୍ଡପାଲି ଠାରେ ଏକ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଟିଏ ନିର୍ମାଣ କରିଛନ୍ତି ।ଏଠି ଅନେକ ଛାତ୍ରଛାତ୍ରୀ ପାଠ ପଢ଼ୁଛନ୍ତି ।ଆଜି ବିଜେପୁର ଅଗ୍ନିଶମ ବିଭାଗ ପକ୍ଷରୁ ବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀମାନ ଫକିର ମୋହନ ଆଚାର୍ଯ୍ୟ ଙ୍କ ଅନୁମତି କ୍ରମେ ଅଗ୍ନିଶମ ବିଭାଗର ଅଧିକାରୀ ଶ୍ରୀଯୁକ୍ତ ଭ୍ରମରବର ମହାନ୍ତି ତାଙ୍କ ଟିମ୍ ସହ ବିଦ୍ୟାଳୟ ରେ ପହଞ୍ଚିଥିଲେ ।ସ୍କୁଲ ର ଅଧ୍ୟକ୍ଷ ଶ୍ରୀମାନ ଆଚାର୍ଯ୍ୟ ଙ୍କ ସମେତ ସହକାରୀ ଶିକ୍ଷକ ରୁଷିଆ ମେହେର,ଲିଙ୍ଗରାଜ ପ୍ରଧାନ,ଲିପ୍ସିତା ଶାବର,ସ୍ନିଗ୍ଧା ପ୍ରଧାନ,ଟଙ୍କଧର ନାୟକ,ସତ୍ୟବାନ ମେହେର,ସୁଶିଲ ପ୍ରଧାନ,ସଞ୍ଜିବ କୁମାର ବେହେରା,ଜୟନ୍ତ କୁମାର ଠାକୁର,ଲୋକନାଥ ମେହେର ତଥା ସମସ୍ତ କର୍ମଚାରୀ ମାନଙ୍କ ଉପସ୍ଥିତି ରେ, ପ୍ରଥମେ ପ୍ରାକୃତିକ ବିପର୍ଯ୍ୟୟ କଣ,ଏହାର ମୁକାବିଲା କିଭଳି ଭାବେ କରିବା ସେ ବିଷୟ ରେ ଶ୍ରୀ ମହାନ୍ତି ଉପସ୍ଥିତ ଛାତ୍ରଛାତ୍ରୀ ଙ୍କୁ ପ୍ରାୟ ଗୋଟାଏ ଘଣ୍ଟା ପର୍ଯ୍ୟନ୍ତ ପ୍ରାଞ୍ଜଳ ଭାବେ ବୁଝାଇଥିଲେ ।ଏ ଅବସରରେ ଅଗ୍ନିଶମ ବିଭାଗ ବିଜେପୁର ର ମୁଖ୍ୟ ଆଗ୍ନିକ ଅଶ୍ୱୀନି କୁମାର ସାହୁ,ଆଗ୍ନିକ ରଞ୍ଜନ ମୁଣ୍ଡା,ହିମାଂଶୁ ଭୋଇ,ମୁକେଶ କାଲୋ ଅମରଦୀପ ଡୁଙ୍ଗଡୁଙ୍ଗ,ଗାଡ଼ି ଚାଳକ ସଞ୍ଜିତ ଉରି ପର୍ଯ୍ୟାୟ କ୍ରମେ ନଦୀରେ  ବୁଡିଯାଉଥିବା ଜଣେ ମଣିଷ କୁ କି ଭଳି ଭାବେ ଉଦ୍ଧାର କରିବା,ସାପ କିମୁଡିଥିବା ଜଣେ ବ୍ୟକ୍ତି ଙ୍କୁ କଣ ଏବଂ କେଉଁ

ପଦ୍ଧତି ଅବଲମ୍ବନ କଲେ ବଞ୍ଚାଇ ପାରିବା,ଏଲପିଜି ଗ୍ୟାସ ବର୍ତ୍ତମାନ ସମସ୍ତଙ୍କ ଘର ରୋଷେଇ ଶାଳରେ ।ହେଲେ ଗ୍ୟାସ ଲିକ୍ ସହ କିଭଳି ଭାବରେ ନିଆଁ କୁ ଆୟତଃ କରିବା,ଭଙ୍ଗା ଘର ଓ ଗାଡି ଧକ୍କା ରେ ଆହତ ଲୋକ କୁ କେଉଁ ଉପାୟରେ ଉଦ୍ଧାର କରିପାରିବା,ଘର ଉପରୁ ଜଣେ ଅସହାୟ ଲୋକ କଷ୍ଟରେ ମୋତେ ବଞ୍ଚାଅ ବଞ୍ଚାଅ ବୋଲି ଚିତ୍କାର କରୁଛି,ତେବେ କେଉଁ ପଦ୍ଧତି ରେ ସେଇ ଅସହାୟ ବ୍ୟକ୍ତି କୁ ଉଦ୍ଧାର କରିପାରିବା ସେ ନେଇ ଉପସ୍ଥିତ ସମସ୍ତ ଛାତ୍ରଛାତ୍ରୀ,ଅଧ୍ୟକ୍ଷ,ସହକାରୀ ଶିକ୍ଷକ ତଥା ସ୍କୁଲ ରେ କାର୍ଯ୍ୟରତ କର୍ମଚାରୀ ମାନଙ୍କ ଗହଣରେ ତାଙ୍କ କଳା ପ୍ରଦର୍ଶନ କରିଥିଲେ ।ଶିକ୍ଷଣୀୟ ବିପର୍ଯ୍ୟୟ ମୁକାବିଲା ର ତାଲିମ ନେଇ ସାରିବାପରେ ଛାତ୍ରଛାତ୍ରୀ ମାନେ ମଧ୍ୟ ସେଇ କଳା କେତେଯେ,ବୁଝିପାରିଲେ ସେ ନେଇ ସମସ୍ତ ଙ୍କ ସମ୍ମୁଖରେ ତାଙ୍କ କୈାଶଳ ପ୍ରଦର୍ଶନ କରିଥିଲେ ।ଶେଷରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀମାନ ଆଚାର୍ଯ୍ୟ ବିଦ୍ୟାଳୟ ପକ୍ଷରୁ ବିଜେପୁର ଦମକଳ ବିଭାଗୀୟ କର୍ମଚାରୀ ବୃନ୍ଦ ଙ୍କୁ ଧନ୍ୟବାଦ ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026

You Might Also Like