-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||     

HOME   ଜିଲ୍ଲା

ଗନ୍ଧମାଳି ସମାଜର ଜିଲ୍ଲା ସ୍ତରୀୟ ଦ୍ଵିତୀୟ କାର୍ଯ୍ୟକାରିଣୀ ସଭା ଅନୁଷ୍ଠିତ

09-Sep-2022



ପାଟଣାଗଡ(ସଚ୍ଚିଦାନନ୍ଦମହାକୁର) : ପାଟଣାଗଡ଼ ରାମପୁର ସ୍ଥିତ ରାମେଶ୍ଵର ବାବା ମନ୍ଦିର ପ୍ରାଙ୍ଗଣଠାରେ ଗନ୍ଧମାଳୀ ସମାଜର ଜିଲ୍ଲା ସ୍ତରୀୟ ଦ୍ଵିତୀୟ କାର୍ଯ୍ୟକାରଣୀ ସଭା ବଲାଙ୍ଗିର ଜିଲ୍ଲା ସଭାପତି ଜଗଦୀଶ ଥନାପତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ଉପସଭାପତି ନରସିଂହ ଥନାପତି, ସଂପାଦକ ଅରୁଣ ଥନାପତି, ଯୁଗ୍ମ ସଂପାଦକ କେଦାର ଥନାପତି, କୋଷାଧ୍ୟକ୍ଷ ଘନଶ୍ୟାମ ଥନାପତି, ନୀଳକଣ୍ଠ ଥନାପତି, ପୂର୍ବତନ ସଭାପତି ଈଶ୍ଵର ଥନାପତି ପ୍ରମୁଖ ଯୋଗଦେଇ ଗନ୍ଧମାଳୀ ସମାଜର ସାମୁହିକ ଅର୍ଥନୈତିକ, ସାମାଜିକ, ରାଜନୈତିକ ସହ ସମାଜ ବିଭିନ୍ନ ବିକାଶ ଦିଗରେ ଆଲୋଚନା କରାଯାଇଥିଲା । ଗନ୍ଧମାଳୀ ସମାଜକୁ ଦୀର୍ଘ ଦୀନ ଧରି ଏସ୍‌ଇବିସି/ଓବିସି ଶ୍ରେଣୀ ଭୁକ୍ତ କରିବା ପାଇଁ ଦାବୀ କରିଆସୁଥିଲେ ମଧ୍ୟ ରାଜ୍ୟ ସରକାର କର୍ଣ୍ଣପାତ କରୁନାହାନ୍ତି । ଯାହାଫଳରେ କି ଗନ୍ଧମାଳୀ ସମାଜର ଛାତ୍ରଛାତ୍ରୀ ମଧ୍ୟ ଷ୍ଟାଇଫେଣ୍ଡ ଏବଂ ଅନ୍ୟାନ୍ୟ ସରକାରୀ ସୁବିଧା ସୁଯୋଗରୁ ବଞ୍ଚିତ ହେବା ନେଇ ଆଗାମୀ ଦିନ ଦୁର୍ବାର ଆନ୍ଦୋଳନୋତ୍ମକ ପନ୍ଥା ଆପଣାଇବା ନିଷ୍ପତ୍ତି ନିଆଯାଇଥିଲା । ଯଦି ଆଗାମୀ ଦିନରେ ରାଜରାସ୍ତା ଓହ୍ଲାଇବାକୁ ନିଷ୍ପତ୍ତି ନିଆଯାଇଥିଲା ।ପାଟଣାଗଡ ସଭାପତି ଗୌରୀଶଙ୍କର ଥନାପତି, ଟିଟିଲାଗଡ ସଭାପତି ଶୁଶାନ୍ତ ଥନାପତି, ସଂପାଦକ ଜୟରାମ ଥନାପତି, ହରିହର ଥନାପତି, ବଲାଙ୍ଗିର ସଭାପତି ରୁପାଧର ଥନାପତିଙ୍କ ସମେତ ଜିଲ୍ଲାର ୧୪ଟି ବ୍ଲକର କର୍ମକର୍ତ୍ତା ଯୋଗ ଦେଇଥିବା ବେଳେ ଲଲିତ ଥନାପତି, ଶେଷଦେବ ଥନାପତି, କେଦାର ଥନାପତି, ସଦାନନ୍ଦ ଥନାପତି, ଭରତ ଥନାପତି, ବିଶ୍ଵନାଥ ଥନାପତି, ଯୁଧିଷ୍ଠିର ଥନାପତି ପ୍ରମୁଖ ଅନ୍ୟ ମାନେ ଉପସ୍ଥିତ ଥିଲେ । ଏହି ସଭାକୁ ଅରୁଣ ଥନାପତି ପରିଚାଳନା କରିଥିବା ବେଳେ ଗୌରୀଶଙ୍କର ଥନାପତି ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026

You Might Also Like