-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ବାହାରେ ନୂଆଁଖାଇ ର ମହକ୍ : ସୁଦୂର ପୁନେ ରେ ପାଳିତ ହେଲା ନୂଆଁଖାଇ ଭେଟ୍ ଘାଟ

10-Sep-2022



ବଲାଙ୍ଗୀର, (ପ୍ରେରଣା ଖବର ବ୍ୟୁରୋ ) ଗତ ସେପ୍ଟେମ୍ବର ୪ ତାରିଖ ରବିବାର ଦିନ ପୁନେସ୍ଥିତ ପାଷାଣ ର  ଆରୋମି ଠାରେ ନୁଆଁଖାଇ ଭେଟଘାଟ-୨୦୨୨ ଧୁମଧାମରେ ପାଳିତ ହୋଇଯାଇଛି l ଏହି ଅବସରରେ ରଙ୍ଗବେରଙ୍ଗର ପାରମ୍ପରିକ ସମ୍ବଲପୁରୀ ବସ୍ତ୍ର ପରିଧାନ କରି ସହରରେ ଥିବା ପ୍ରବାସୀ ଓଡିଶାବାସୀ ଏକତ୍ରହୋଇ  ବହୁତ ଆନନ୍ଦ ଉଲ୍ଲାସର ସହ ନୁଆଁଖାଇ ପାଳନ କରିଥିଲେ 
ଏହି ପରିପ୍ରେକ୍ଷୀରେ ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ୱରୀଙ୍କୁ ପୂଜାର୍ଚନା କରିଥିଲେ ଓ  ଦିନ ୧୦ ଟାରୁ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା l
ଏହାପରେ  ମହିଳା ମାନେ ଭଜନ ପରିବେଷଣ କରିଥିଲେ  ଏବଂ କୁନିକୁନି ପିଲା ମାନଙ୍କ ନାଚ, ଗୀତ, ସଙ୍ଗୀତ ଏହି ପର୍ବକୁ ଉତ୍ସବମୁଖର କରିଥିଲା l ଏହି ମଞ୍ଚରେ ଯୋଗଦାନ କରିଥିବା ବ୍ୟକ୍ତି ବିଶେଷ ନିଜ ନିଜ ମଧ୍ୟରେ ଭାବର ଆଦାନପ୍ରଦାନ କରିଥିଲେ l କୁନିକୁନି ପିଲାମାନଙ୍କୁ ନେଇ ଅନୁଷ୍ଠିତ ହୋଇଥିବା  ଚିତ୍ର, ନାଚ, ସଂଗୀତ ପ୍ରତିଯୋଗିତାରେ ଯେଉଁମାନେ ଅଂଶଗ୍ରହଣ କରିଥିଲେ l କୁନି ପିଲାଙ୍କୁ 
ପୁରସ୍କାର ବିତରଣ କରାଯାଇଥିଲା l ମଧ୍ୟାହ୍ନ  ଅବସରରେ ସସ୍ୱାଧିଷ୍ଟ ଶୁଦ୍ଧ ଓଡିଆ ଖାଦ୍ୟ ଯଥା ଖିରି, ପୁରୀ, ପିଠା, ଲେଥା, (କରଡି ଆମ୍ବିଳ), ଆରିଷା,ରସଗୁଲା, ଚାଉଳ ଓ ବିରିବରା, (ଘୁଗୁନି),ସାରୁ ତରକାରୀ, ଡାଲି, ପୋଟଳ ସହ ବିଭିନ୍ନ କିସମର ଓଡ଼ିଆ ଖାଦ୍ୟ ଲୋକଙ୍କ ମନକୁ ମୋହିତ କରିଦେଲା 

ଓଡିଶା ବାହାରେ ନୁଆଁଖାଇ ପାଳନ କରିବାରେ ପୁନେ ହେଉଛି ଦିଲ୍ଲୀ ପରେ  ଦ୍ୱତୀୟ ସ୍ଥାନରେ, ଏହି ପରମ୍ପରା  ୨୦୦୭ ରୁ ଆରମ୍ଭ ହୋଇ ଦୀର୍ଘ ୧୫ ବର୍ଷ ହେବ ଏହି ପର୍ବ ପାଳନ କରି ଆସୁଛନ୍ତି ପୁନେରେ ରହୁଥିବା ଓଡ଼ିଆବାସୀ l କୋରୋନା ମହାମାରୀ ଓ ଅନ୍ୟାନ୍ୟ କାରଣରୁ ଗତ ୨ ବର୍ଷ ହେଲା ପାଳନ
ହୋଇ ପାରୁନଥିଲା l ନୁଆଁଖାଇ ଭେଟଘାଟକୁ ଏହିବର୍ଷ ନୁଆଁଖାଇର ପ୍ରତିଷ୍ଠାତା ନରେନ୍ଦ୍ର ପଣ୍ଡା, ଦିଲୀପ ସାହୁ, ଉମାକାନ୍ତ ପ୍ରଧାନ, ବସନ୍ତ ପଢିଆରୀ, ସରୋଜ କୁମାର ସାହୁ ନୁଆଁଖାଇକୁ ପୂର୍ଣ୍ଣଜୀବିତ  କରିଥିଲେ l ଏହି ଅବସରରେ ପୂର୍ବ ବର୍ଷ ମାନଙ୍କ ଅପେକ୍ଷା ଏହି ବର୍ଷ ଅତି ଜାକଜମକ ସହ ହୋଇଥିଲା l ପରିଶେଷରେ  ପକୋଡ଼ି ଓ ଚା ସହ ସମ୍ବଲପୁରୀ ନାଚ, ସଂଗୀତର ଧୂନ ସହ ଜନସାଧାରଣ  ଝୁମି ଯାଇଥଲେ l
ପଶ୍ଚିମ ଓଡିଶାର ଏହି ନୁଆଁଖାଇ ପର୍ବ ବନ୍ଧୁତା ଓ ଭାଇଚାରାର ବନ୍ଧନରେ ବାନ୍ଧି ରଖିଥାଏ l  ପୁନେରେ ଏହି ପର୍ବକୁ ନରେନ୍ଦ୍ର ମେହେର, ପ୍ରତୁଷ ପାଢୀ ଏବଂ ସ୍ୱାଧୀନ ବହିଦାର ପ୍ରମୁଖ ସଫଳତାର ସହ ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like