-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଭୀମଭୋଇ କଲେଜରେ ଶିକ୍ଷକ ପର୍ବ

10-Sep-2022



ରେଢାଖୋଲ,(ଅନିଲ କୁମାର ପୃଷ୍ଟି ) ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ ନିର୍ଦ୍ଦେଶ କ୍ରମେ ଶୁକ୍ରବାର  ସମ୍ବଲପୁର ଜିଲ୍ଲା ରେଢାଖୋଲ ସ୍ଥିତ  ଭୀମ ଭୋଇ କଲେଜରେ ଶିକ୍ଷକ ପର୍ବ ପାଳିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସଭାରେ କଲେଜ ଅଧ୍ୟକ୍ଷ ଦିଲ୍ଲୀପ କୁମାର ଦାସ ଅଧ୍ୟକ୍ଷତା କରିବା ସହ ସ୍ବାଗତ ଭାଷଣ ଏବଂ ଅତିଥି ପରିଚୟ ପ୍ରଦାନ କରିଥିଲେ।କଲେଜର ପ୍ରାକ୍ତନ ଅଧ୍ୟକ୍ଷ ଅଧ୍ୟାପକ ହେମନ୍ତ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ଅବସର ପ୍ରାପ୍ତ ପ୍ରାଧ୍ୟାପକ ବିଜୟ କୁମାର ସାହୁ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଜାତୀୟ ଶିକ୍ଷା ନୀତି ୨୦୨୦ ଅନୁସାରେ ଶିକ୍ଷକର ଭୂମିକା ସମ୍ପର୍କରେ ଆଲୋଚନା କରିଥିଲେ । କଲେଜର ପ୍ରାକ୍ତନ ଅଧ୍ୟକ୍ଷ  ଡ. ବାଳାଦିତ୍ୟ ବିକାଶ ଶ୍ରୀଚନ୍ଦନ ସିଂ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଆଜିର ସୂଚନା ଓ ପ୍ରଯୁକ୍ତି ବିଜ୍ଞାନ ଯୁଗରେ ଶିକ୍ଷକ ମାନେ ମଧ୍ୟ ନିଜକୁ ଅଧିକରୁ ଅଧିକ 

ଯୋଗ୍ୟ କଲେ ଯାଇ ଜାତୀୟ ଶିକ୍ଷା ନୀତିର ସଫଳ ରୂପାୟନ ହୋଇ ପାରିବ ବୋଲି ମତ ପ୍ରକାଶ କରିଥିଲେ। ଅଧ୍ୟାପକ ଅଞ୍ଜନ କୁମାର ମିଶ୍ର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ଶେଷରେ ପ୍ରଧ୍ୟାପିକା ମମତା ମହାପାତ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ । ଏହି ସଭାରେ ଅନ୍ୟ ମଙ୍କ ମଧ୍ୟରେ ବରିଷ୍ଠ ପ୍ରାଧ୍ୟାପକ ଅକ୍ଷୟ କୁମାର କର, ପ୍ରାଧ୍ୟାପକ ଅରୁଣ କୁମାର ଶାସନ, ଅଧ୍ୟାପକ ଡ.ରବି ଚନ୍ଦ୍ର ସିଂ, ରାମ ଚନ୍ଦ୍ର ଭୋଇ, ବିରଞ୍ଚି ଖଡିଆ, ଭୋଜ ରାଜ, ଅଧ୍ୟାପିକା ଅନିତା କିସାନଙ୍କ ସମେତ କଲେଜର ଅଧ୍ୟାପକ ଅଧ୍ୟାପିକା, ଛାତ୍ରଛାତ୍ରୀ ଓ କର୍ମଚାରୀ ମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like