-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||     

HOME   ଜିଲ୍ଲା

ଧରା ପଡିଲା ଆନ୍ତଃ ଜିଲ୍ଲ‍ା ବାଇକ ଚୋରୀ ରାକେଟ- ଜିଲ୍ଲା ପୋଲିସ ର ବଡ଼ ସଫଳତା

10-Sep-2022



ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହ‍ାରାଜପୁର ପୋଲିସ ଦ୍ବାରା ମୋଟ ୧୨ ଟି ଚୋରୀ ବାଇକ ଉଦ୍ଧାର । ତ‍ା ସହ ୪ ଜଣ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ସେଥି ମଧ୍ୟରୁ ୨ ନାବାଳକ ଥିବା ସୁଚନା । ସୁଚନା ଅନୁସାରେ ଏହି ଚୋର ଦଳ ରାଜ୍ୟର ବିଭିନ୍ନ ସହରରୁ ବାଇକ ଚୋରୀ କରି ନମ୍ବର ପ୍ଲେଟ ବଦଳାଇ କମ ଦରରେ ବିକ୍ରି କରିଥିଲେ । ହିଙ୍ଗମା ଗାଁର ଉମେଶ ମାଝିଙ୍କ ଗାଡି ଚୋରୀ ଅଭିଯୋଗରେ ବୀରମହାରାଜପୁର ପୋଲିସ ତଦନ୍ତ ଆରମ୍ଭ କରିଥିବା ବେଳେ ଏହି ରାକେଟକୁ ଧରିବାରେ ସଫଳ ହୋଇଛି । ଗିରଫ ଅଭିଯୁକ୍ତମାନେ ବୌଦ୍ଧ ଜିଲ୍ଲାର ହୋଇଥିବା ପୋଲିସ ସୁଚନା ଦେଇଛି । ୨ ଜଣ ଅଭିଯୁକ୍ତକୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବାବେଳେ ନାବାଳକ ଦ୍ବୟଙ୍କୁ ଅଟକ ରଖିଥିବା ଜଣା ପଡିଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୁଚନା ଦେଇଛନ୍ତି ଜିଲ୍ଲା ଆରକ୍ଷି ଅଧିକ୍ଷକ ଅମରେଶ ପଣ୍ଡା । ଏହି ସାମ୍ବାଦିକ ସମ୍ମିଳନୀରେ ବୀରମହାରାଜପୁର ଏସଡିପିଓ ଡୋଳାମଣି ଭୋଇ ଓ ଆଇଆଇସି ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026

You Might Also Like