-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||     

HOME   ଜିଲ୍ଲା

ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ

10-Sep-2022



ଏସ୍‌.ରାମପୁର, ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ,ମାୟାବର୍ହା ପ୍ରାଙ୍ଗଣରେ ଜୁନିଅର ରେଡକ୍ରସ ୟୁନିଟ ତରଫରୁ ଆଜି ଶନିବାର ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ ହୋଇଯାଇଛି । ଆୟୋଜିତ ହୋଇଥିବା ସଭାରେ ପ୍ରଧାନଶିକ୍ଷକ ମନୋଜ କୁମାର ପୂଜାରୀ ଅଧ୍ୟକ୍ଷତା କରି ପ୍ରାଥମିକ ଚିକିତ୍ସା ଏକ ଜୀବନ ବ୍ୟାପୀ କୌଶଳ ଏବଂ ଆହତ ବ୍ୟକ୍ତିଙ୍କ ଜୀବନ ବଂଚାଇବାରେ ସହାୟକ ହୋଇଥାଏ ବୋଲି ନିଜ

ବକ୍ତବ୍ୟରେ ପ୍ରକାଶ କରିଥିଲେ । ପ୍ରାଥମିକ ଚିକିତ୍ସା ଅଧ୍ୟାପକ ତଥା ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ଜୁନିଅର ଛାତ୍ରଛାତ୍ରୀ ମାନଙ୍କୁ ପ୍ରାଥମିକ ଚିକିତ୍ସାର ଉପକାରିତା, ରିକୋଭରି ପୋଜିସନ, ଡିଆରଏବିସି, ଅସ୍ଥିଭଗ୍ନ, ରକ୍ତସ୍ରାବ, ଏପିଲେପସି, ବ୍ୟାଣ୍ଡେଜିଙ୍ଗ ଭଳି ବିଭିନ୍ନ କୌଶଳ ଡେମୋନେଷ୍ଟ୍ରେସନ ମାଧ୍ୟମରେ ତାଲିମ ଦେଇଥିଲେ । କାର୍ଯ୍ୟକ୍ରମରେ ଜୁନିଅର ରେଡକ୍ରସ ୟୁନିଟର ରିମିଝିମ କୁମ୍ଭାର, ସଂଜନା କଠାର,

ଜ୍ୟୋସ୍ନା ନାଗ, ରାକ୍ଷୀ କାଣ୍ଡ, ବାସନ୍ତୀ କୁମ୍ଭାର, ଶ୍ରାବଣୀ କାଣ୍ଡ, ବିପ୍ଲବୀଣା ସାହୁ, ଶିତୁ ସାହୁ , ମୁସ୍କାନ ସାହୁ, ଉଶା କୁମ୍ଭାର, ଜ୍ୟୋସ୍ନାରାଣୀ ଭୋଇ, ଦିବ୍ୟାସା ନାଏକ, ନିରୁପମା ଷାଣ୍ଢ, ଗୀତାଂଜଳୀ, ଭାଗ୍ୟଲକ୍ଷ୍ମୀ, ଜୟଶ୍ରୀ, ମନୀସା, ପ୍ର୍‌ତିକ୍ଷା, ମଂଜୁଲତା, ଚିନ୍ମୟ ସାହୁ ପ୍ରମୁଖ ତାଲିମ ସମୟରେ ଡେମୋ ପ୍ରଦର୍ଶନ କରଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଶେଷରେ ୟୁନିଟ ଚେୟାରପାର୍ସନ ରମିଝିମ କୁ୍‌ମ୍ଭାର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026

You Might Also Like